Home Middle

ମୋଦି-ପୁଟିନ୍‌ଙ୍କ ମିଳିତ ବିବୃତି: ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କାହାର ହସ୍ତକ୍ଷେପ ବରଦାସ୍ତ କରାଯିବନି

ଭ୍ଲାଡ଼ିଭୋସ୍ତକ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଛନ୍ତି। ଭ୍ଲାଡ଼ିଭୋସ୍ତକଠାରେ ଏକ ଖବରଦାତା ସମ୍ମିଳନୀରେ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର୍‌ ପୁଟିନ୍‌ ମିଳିତ ଭାବେ ବିବୃତି…

7 years ago

ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’

ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ ପ୍ରତିନିଧି…

7 years ago

ବାଲାକୋଟ ଏୟାରଷ୍ଟ୍ରାଇକ୍‌ ସଫଳ ହେଲେ ଫୋନ୍‌ରେ ‘ବନ୍ଦର’ କହି ସୂଚନା ଦେବାକୁ ନିର୍ଦ୍ଦେଶ ଦେଇଥିଲେ ଧନଓ୍ବା

ନୂଆଦିଲ୍ଲୀ,୪।୯: ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ ନେଇ ଅପରେଶନ୍‌ ପ୍ରମୁଖ ଏୟାର ମାର୍ଶଲ ସି.ହରି କୁମାର କେତେକ ଗୁପ୍ତ ସୂଚନା ଦେଇଛନ୍ତି। ସେ ଦିନ ହରିଙ୍କର ଜନ୍ମ ଦିନ ଥିଲା।…

7 years ago

ଅଯୋଧ୍ୟା ମାମଲା: ନିର୍ମୋହି ଆଖଡ଼ାକୁ ପୂଜା କରିବା ଅନୁମତି ଥିଲା; ନ ଥିଲା ଜମିର ଅଧିକାର କହିଲେ ମୁସଲମାନ୍‌ ପକ୍ଷ ଆଇନଜୀବୀ

ନୂଆଦିଲ୍ଲୀ,୪।୯: ଅଯୋଧ୍ୟା ମାମଲାର ୧୯ତମ ଦିନର ଶୁଣାଣି ବୁଧବାର ହୋଇଛି। ଏଥିରେ ମୁସଲମାନ୍‌ ପକ୍ଷ ଆଇନଜୀବୀ ରାଜୀବ ଧାଓ୍ବନ ଖଣ୍ଡପୀଠଙ୍କ ସମ୍ମୁଖରେ କହିଛନ୍ତି ଯେ, ୧୮୮୫ ପରଠାରୁ…

7 years ago

ବିିହାରରେ ଏନ୍‌ଆର୍‌ସି ଲାଗୁ ନେଇ ଭାଜପା-ଜେଡ଼ିୟୁ ମୁହାଁମୁହିଁ

ପାଟନା,୪।୯: ବିହାରରେ ଏନ୍‌ଆର୍‌ସି ଲାଗୁ ନେଇ ଭାଜପା ଏବଂ ଶାସକ ଜେଡ଼ିୟୁ ମୁହାଁମୁହିଁ ହୋଇଛନ୍ତି। ଭାଜପା ରାଜ୍ୟସଭା ଏମ୍‌ପି ରାକେଶ ସିହ୍ନା ବିହାରର କଟିହାର, ପୂର୍ନିୟା, କିଶନଗଞ୍ଜ୍‌…

7 years ago

କୀଟନାଶକ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ: ଟଙ୍କା ପୈଠ ନ କରିବାରୁ ମୃତଦେହ ଛାଡ଼ିଲାନି ମେଡିକାଲ

ସମ୍ବଲପୁର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାର, ଫସଲ ନଷ୍ଟ ଯୋଗୁ କୀଟନାଶକ ପିଇ ଜଣେ ଚାଷୀଙ୍କ…

7 years ago

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ଝଟକା: ମିଳିବନି ଆଉ ଆଜୀବନ ସରକାରୀ ସୁବିଧା ସୁଯୋଗ

ଜୟପୁର,୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ଯୋଗୁ ଏକ ବଡ଼ ଝଟକା ଲାଗିଛି। ଏଣିକି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଉ ଆଜୀବନ ବିଭିନ୍ନ ସରକାରୀ ସୁବିଧା ସୁଯୋଗ…

7 years ago

ପିଓକେରେ ଆତଙ୍କବାଦୀଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ ସୈନ୍ୟ ବିଭାଗ: ରେଶିୟନ୍‌-କଦଲନ ଗଲି ମଧ୍ୟ ଦେଇ ଭାରତରେ ଅନୁପ୍ରବେଶ ଷଡ଼ଯନ୍ତ୍ର

ଶ୍ରୀନଗର,୪।୯: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଷଡ଼ଯନ୍ତ୍ର ରଚାଯାଉଛି। ଏଠାରେ ପାକିସ୍ତାନ ସୈନ୍ୟ ବିଭାଗର ୫୦ ଜଣ କମାଣ୍ଡୋ ଆତଙ୍କବାଦୀଙ୍କୁ ଆବଶ୍ୟକ ତାଲିମ୍‌…

7 years ago

ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍‌ପିଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍‌ପିଏଫ୍‌ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କରାଯାଇଛି।…

7 years ago

୩୦ ଦିନ ପୂରିଲା : ସ୍ବାଭାବିକ ହୋଇନି ଉପତ୍ୟକା

ଶ୍ରୀନଗର,୪ା୯(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ୩୦ ଦିନ ପୂରିଥିବାବେଳେ ଏବେ ବି ଉପତ୍ୟକାରେ ସ୍ବାଭାବିକ ଅବସ୍ଥା…

7 years ago