ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ ଉପରେ ଶୀଘ୍ର ଶୁଣାଣି ହୋଇ ପାରିବନି ବୋଲି ଗୁରୁବାର ସୁପ୍ରିମ୍କୋର୍ଟ କହିଛନ୍ତି। ଏସମ୍ପର୍କିତ ଏକ ମାମଲାର ବିଚାର କରି ପ୍ରଧାନ ବିଚାରପତି ରଞ୍ଜନ…
ନୂଆଦିଲ୍ଲୀ,୮।୮: ଆଗକୁ ସ୍ବାଧୀନତା ଦିବସ ଏହାସହ କଶ୍ମୀର ପ୍ରସଙ୍ଗକୁ ନେଇ ପରିବେଶ ଉଷ୍ମ ଥିବାରୁ ଦେଶର ପ୍ରାୟ ୧୯ଟି ବିମାନ ବନ୍ଦରରେ ହାଇ ଆଲର୍ଟ ଜାରି କରାଯାଇଛି।…
ନୂଆଦିଲ୍ଲୀ, ୮।୮: ଅଧା ଭାରତରେ ଏବେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ତେବେ କର୍ନାଟକ ଓ ମହାରାଷ୍ଟ୍ରରେ ସ୍ଥିିତି ଅଧିକ ଗମ୍ଭୀର ରହିଛି। କେତେକ ରାଜ୍ୟରେ…
ନୂଆଦିଲ୍ଲୀ,୮।୮: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭାରତର ଶ୍ରେଷ୍ଠ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବେ। ପାଞ୍ଚ ଦଶକ…
ନୂଆଦିଲ୍ଲୀ,୮ା୮(ପି.ଟି.): ରାଜ୍ୟ ସଭାକୁ ବୁଧବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଜୁନ୍ ୨୦ରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟ ଅଧିବେଶନ ଜୁଲାଇ ୨୬ରେ ଶେଷ ହେବାର…
ନୂଆଦିଲ୍ଲୀ,୮ା୮(ପି.ଟି.): ବିବାଦୀୟ ଅଯୋଧ୍ୟା ଜମି ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ। ହିନ୍ଦୁ ଧର୍ମାବଲମ୍ବୀମାନଙ୍କ ଅତୁଟ ବିଶ୍ୱାସ ହିଁ ଏହାର ପ୍ରମାଣ ବୋଲି ସୁପ୍ରିମକୋର୍ଟରେ ମାମଲାର ଅନ୍ୟତମ ପକ୍ଷ ‘ରାମଲାଲା…
ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ ସଶସ୍ତ୍ର…
ଭୁବନେଶ୍ୱର, ୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ…
ଇସ୍ଲାମାବାଦ,୭ା୮: ଭାରତ ସହ ସମସ୍ତ ପ୍ରକାର କୂଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିବାକୁ ପାକିସ୍ତାନ ନିଷ୍ପତ୍ତି ନେଇଛି। ଏଥିସହ ଇସ୍ଲାମାବାଦରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତ ଅଜୟ…
ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ରାଜ୍ୟ ଶୀର୍ଷସ୍ତରୀୟ ପ୍ରଶାସନରେ ବ୍ୟାପକ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ)ର ଅନୁମୋଦନ କ୍ରମେ ସାଧାରଣ ପ୍ରଶାସନ(ଜିଏ) ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି…