ଭୁବନେଶ୍ୱର, ୨୪ା୬(ବ୍ୟୁରୋ): ଏ ବର୍ଷ ବିଳମ୍ବରେ ଓଡ଼ିଶାରେ ପହଞ୍ଚତ୍ଛି ମୌସୁମୀ। ପ୍ରତିବର୍ଷ ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଛୁଇଁଥାଏ। କିନ୍ତୁ ଏଥର ଚତୁର୍ଥ ସପ୍ତାହରେ ମୌସୁମୀ ପହଞ୍ଚତ୍ବା…
ଭୁବନେଶ୍ୱର,୨୩।୬(ବ୍ୟୁରୋ)- ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ରବିବାର ବିଜେଡି ବିଧାୟକ ଦଳ ବୈଠକ ବସିଛି। ବୈଠକ ପରେ ଦଳ ତଥା ଗୃହର ନେତା ନବୀନ ପଟ୍ଟନାୟକ କହିଛନ୍ତି…
ଭୁବନେଶ୍ୱର,୨୩ା୬(ବ୍ୟୁରୋ)- ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଘଟଣାବହୁଳ ଜୀବନ ଆଧାରିତ ଏକ ଫଟୋ ଗ୍ୟାଲେରୀ ଭୁବନେଶ୍ୱରଠାରେ ସ୍ଥାପିତ ହୋଇଛି। ‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ…
ନୂଆଦିଲ୍ଲୀ, ୨୩।୬: ଲୋକ ସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ଭାଜପା ନେତୃତ୍ୱରେ କେନ୍ଦ୍ରରେ ସରକାର ଗଠନ ହୋଇଛି। ମେ ୨୩ରେ ଫଳାଫଳ ପ୍ରକାଶ ପାଇଥିଲା।…
ନୂଆଦିଲ୍ଲୀ,୨୩।୬: ଗତ ୪ ବର୍ଷ ମଧ୍ୟରେ ଦେଶରେ ଲିଙ୍ଗ ଅନୁପାତ ହଜାରେ ପୁରୁଷଙ୍କ ପିଛା ୯୨୩ରୁ ୯୩୧କୁ ବୃଦ୍ଧି ପାଇଛି। ୨୦୧୫ଠାରୁ ୨୦୧୯ ମଧ୍ୟରେ ଲିଙ୍ଗ ଅନୁପାତରେ…
ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଜଣେ ମାନସିକ ବିକୃତ ଯାତ୍ରୀଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନ (୬ ଇ ୪୬୨) ଜରୁରୀ ଅବତରଣ…
ନୂଆଦିଲ୍ଲୀ,୨୩।୬: ଆମେରିକା ଦ୍ୱାରା ପ୍ରକାଶିତ ଏକ ରିପୋର୍ଟକୁ ଭାରତ ଖଣ୍ଡନ କରିଛି। ଏହା ସହିତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଭିଶ୍ କୁମାର ଦେଶ ସବୁବେଳେ ଧର୍ମନିରପେକ୍ଷତା…
ନୂଆଦିଲ୍ଲୀ, ୨୩।୬: ଆଜିକୁ ୩୫ ବର୍ଷ ତଳେ ଜୁନ୍ ୨୩ର କଳା ରବିବାରରେ ମଝି ଆକାଶରେ ବିମାନ ଦୁର୍ଘଟଣାରେ ୩୨୯ ଲୋକଙ୍କ ମୃତ୍ୟୁ ଘଟିଥିଲା। ୩୦୭ ଯାତ୍ରୀ…
ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀର ଶୋପିଆନ୍ ଜିଲାରେ ରବିିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୪ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରର କିଗମ୍ର ଦରମଦୋରା ଅଞ୍ଚଳରେ କିଛି ଆତଙ୍କବାଦୀ…
ଲଣ୍ଡନ,୨୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ରେ ପାକିସ୍ତାନ ଓ ଦକ୍ଷିଣ ଆଫ୍ରିକା ଏକପ୍ରକାର ସେମିଫାଇନାଲ ଦୌଡ଼ରୁ ବାଦ୍ ପଡିସାରିଥିଲେ ମଧ୍ୟ ରବିବାର ପରସ୍ପରକୁ ଭେଟିବାକୁ…