କଟକ,୭ା୨: ଐତିହାସିକ କଟକ ବାଲିଯାତ୍ରାକୁ ଏପର୍ଯ୍ୟନ୍ତ ମିଳିନାହିଁ ଜାତୀୟ ମାନ୍ୟତା। କେନ୍ଦ୍ର ସରକାର ଏହି ବିଷୟରେ ଚୂଡ଼ାନ୍ତ ନିଷ୍ପତ୍ତି ନେଇନଥିବାରୁ ବାଲି ଯାତ୍ରାକୁ ଜାତୀୟ ମାନ୍ୟତା ମିଳିନାହିଁ।…
ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ର୍ନିବାଚନର ଫଳାଫଳକୁ ଆଉ ମାତ୍ର ଗୋଟିଏ ଦିନ ବାକି ଥିବାବେଳେ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ପୋଲିସ ପଶିଛି। ଏହାକୁ ନେଇ ଦିଲ୍ଲୀ ରାଜନୀତିରେ…
ଭୁବନେଶ୍ୱର,୭।୨: ଆସନ୍ତାକାଲି ଅର୍ଥାତ୍ ଶନିବାର ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି…
ଭୁବନେଶ୍ୱର, ୭ା୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ନାଗପୁରରେ ଇଂଲଣ୍ଡ ବିପକ୍ଷରେ ପ୍ରଥମ ଦିନିକିଆ ଖେଳିପାରି ନଥିଲେ କାରଣ ତାଙ୍କର ଡାହାଣ ଆଣ୍ଠୁ ଫୁଲିଯାଇଥିଲା। ଏହା…
ପ୍ରୟାଗରାଜ,୭।୨: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା କ୍ଷେତ୍ରରେ ଅଗ୍ନିକାଣ୍ଡ ଘଟିଛି। ହେଲେ ଅଗ୍ନିଶମବାହିନୀ ନିଆଁକୁ ନିୟନ୍ତ୍ରଣ କରିଛନ୍ତି। ଅଗ୍ନିକାଣ୍ଡ ଘଟଣା ପିପା ବ୍ରିଜ ନମ୍ବର ୧୮…
ଭୁବନେଶ୍ୱର,୭ା୨(ସୂର୍ଯ୍ୟକାନ୍ତ ବେହେରା):କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ୍ ଖେଳାଯିବ। ଉଭୟ ଦଳ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା…
ନାଗପୁର,୭।୨: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ବିରାଟ କୋହଲି ନ ଖେଳିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ଥିଲା। କୋହଲି ବିଶ୍ୱର ସବୁଠାରୁ ଫିଟ ଖେଳାଳିଙ୍କ ମଧ୍ୟରୁ ଜଣେ,…
ମୁମ୍ବାଇ,୭ା୨: ଅର୍ଥନୀତିକୁ ସୁଧାରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ରେପୋ ହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରି୬.୫ ପ୍ରତିଶତରୁ ୬.୨୫ ପ୍ରତିଶତ କରିଛି। ଆରବିଆଇ…
ପୁଣେ,୭।୨: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଶିବସେନା (ୟୁବିଟି)ଚିନ୍ତାରେ ଅଛି। ଅନେକ ନେତା ସେମାନଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ଚିନ୍ତିତ। ଉଦ୍ଧବ ଠାକରେ ଗୋଷ୍ଠୀରେ…
ଭୁବନେଶ୍ୱର,୭।୨(ସୌମ୍ୟରଞ୍ଜନ ରାଉତ): ଆରମ୍ଭ ହେଲା ଖଣ୍ଡଗିରିରେ ଯାତ୍ରାର ମହାପର୍ବ। ଅପେରା ପେଣ୍ଡାଲରେ ଜଲିଉଡ୍ ଦୁନିଆର ବଡ଼ କଳାକାରମାନେ ସେମାନଙ୍କ କଳା ପ୍ରଦର୍ଶନରେ ମଞ୍ଚ ଦୁଲୁକାଇ ଦେଖାଇଛନ୍ତି। ଏନେଇ…