ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ପୁରୀ,୧୪ା୧୧(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥରୁ…
ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା,…
ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ ବ୍ରହ୍ମପୁର…
ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା' ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା ଚୋରି…
ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ ୨ହଜାର…
ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି…
ଭୁବନେଶ୍ୱର, ୧୪।୧୧: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍ଘାଟନ…
ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍ ଓ…
ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା…