Home Middle

ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ବହିଷ୍କାର କଲା ଭାରତ, ୨୪ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩।୫: ଭାରତ ସରକାର ଜଣେ ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ବହିଷ୍କାର କରି ୨୪ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିଷ୍ପତ୍ତି ଗୁପ୍ତଚର କାର୍ଯ୍ୟକଳାପ ସହ…

1 year ago

ଗ୍ରାହକଙ୍କୁ ଆଶ୍ୱସ୍ତି: ୬ ବର୍ଷର ସର୍ବନିମ୍ନ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୩।୫: ଭାରତର ଖୁଚୁରା ମୁଦ୍ରାସ୍ଫୀତି ଏପ୍ରିଲ ମାସରେ ୬ ବର୍ଷର ସର୍ବନିମ୍ନ ସ୍ତର ୩.୧୬%କୁ ହ୍ରାସ ପାଇଛି, ଯାହା ମାର୍ଚ୍ଚ ମାସର ୩.୩୪% ତୁଳନାରେ ନୋଟୀୟ କମ୍…

1 year ago

POK ଖାଲି କର! ପାକିସ୍ତନାକୁ ଚେତାବନୀ ଦେଲେ ଭାରତ ସରକାର

ନୂଆଦିଲ୍ଲୀ,୧୩।୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ଭାରତ କଶ୍ମୀର ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ କଡ଼ା ଆପତ୍ତି ପ୍ରକାଶ କରିଛି। ମଙ୍ଗଳବାର ଭାରତର ମତ…

1 year ago

ବିଚାରପତି ବି ଆର୍‌ ଗଭାଇଙ୍କ ପରିବାରର କଂଗ୍ରେସ ସହ କ’ଣ ସମ୍ପର୍କ? ଆସନ୍ତାକାଲି ହେବେ ଦେଶର ଦ୍ୱିତୀୟ ଦଳିତ CJI 

ନୂଆଦିଲ୍ଲୀ,୧୩।୫: ସୁପ୍ରିମକୋର୍ଟ ବିଚାରପତି ଭୂଷଣ ରାମକୃଷ୍ଣ ଗଭାଇ(ବି ଆର୍‌ ଗଭାଇ) ମେ’ ୧୪ ତାରିଖରେ ଭାରତର ୫୨ତମ ମୁଖ୍ୟ ବିଚାରପତି(CJI) ଭାବେ ଶପଥ ଗ୍ରହଣ କରିବେ। ଏହାପରେ…

1 year ago

ଅଭେଦ୍ୟ କିଲ୍ଲାରେ ପରିଣତ ହେବ ଭାରତ: ରୁଷିଆଠାରୁ କିଣିବ ଅତିରିକ୍ତ S-400 କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ: ରିପୋର୍ଟ

ନୂଆଦିଲ୍ଲୀ,୧୩।୫: ଭାରତ ନିଜର ବାୟୁ ପ୍ରତିରକ୍ଷା କ୍ଷମତାକୁ ଆହୁରି ମଜବୁତ କରିବା ପାଇଁ ରୁଷିଆଠାରୁ ଅତିରିକ୍ତ S-400 କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ କିଣିବାକୁ ଯୋଜନା କରୁଛି। ପ୍ରତିରକ୍ଷା…

1 year ago

ସୀମାରୁ ମୋଦିଙ୍କ ବଡ଼ ଘୋଷଣା, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ, ୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବର ଆଦମପୁର ଏୟାରବେସ ପରିଦର୍ଶନ କରି ଭାରତୀୟ ବାୟୁସେନାର ସୈନିକମାନଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଅପରେଶନ…

1 year ago

ଆଦମପୁର ଏୟାରବେସରେ S-400 ସମ୍ମୁଖରେ ପ୍ରଧାନମନ୍ତ୍ରୀଙ୍କ ଫଟୋ, ପାକିସ୍ତାନକୁ ଭାରତର କଡ଼ା ସନ୍ଦେଶ

ଆଦମପୁର,୧୩।୫: ପଞ୍ଜାବର ଆଦମପୁର ଏୟାରବେସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକସ୍ମିକ ଗସ୍ତ ସମୟରେ ଏକ ଫଟୋ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ଜବାନମାନଙ୍କୁ…

1 year ago

ଅପରେଶନ କିଲର: ଜମ୍ମୁ କାଶ୍ମୀରର ସୋପିଆନରେ ଏନକାଉଣ୍ଟର, ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧୩।୫: ଜମ୍ମୁ କାଶ୍ମୀରର ସୋପିଆନ ଜିଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏକ ଜୋରଦାର ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି…

1 year ago

କେବଳ ଜୀବାଶ୍ମ ଇନ୍ଧନ ନୁହେଁ

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏବେ ଅନୁମାନ କରିଛି ଯେ, ଓଡ଼ିଶାରେ ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ସେଲସିୟସ୍‌…

1 year ago

ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଏୟାର ଇଣ୍ଡିଆ-ଇଣ୍ଡିଗୋ ନେଲା ବଡ଼ ନିଷ୍ପତ୍ତି: ଅନେକ ସହରକୁ ବିମାନ ଉଡ଼ାଣ ବାତିଲ୍‌

ନୂଆଦିଲ୍ଲୀ,୧୩।୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋ ଏକ ବଡ଼ ନିଷ୍ପତ୍ତି ନେଲେ, ଶ୍ରୀନଗର-ଚଣ୍ଡିଗଡ଼ ସମେତ ଅନେକ ସହରକୁ ବିମାନ ଉଡ଼ାଣ ବାତିଲ। ଭାରତ-ପାକିସ୍ତାନ…

1 year ago