Home Middle

୨୫ ନଭେମ୍ବରରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୫।୧୧: ୧୮ତମ ଲୋକସଭାର ଶୀତ ଅଧିବେଶନ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ସମ୍ବିଧାନ ଦିବସ ଅବସରରେ ୨୬ ନଭେମ୍ବରରେ ମିଳିତ ଅଧିବେଶନ…

2 years ago

ଜାତୀୟ ଉତ୍ସବ ଭାବରେ ଆୟୋଜିତ ହେବ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀ

ଭୁବନେଶ୍ୱର,୫ା୧୧: କେନ୍ଦ୍ର ସରକାର 'ଉତ୍କଳ କେଶରୀ ହରେକୃଷ୍ଣ ମହତାବ'ଙ୍କର ୧୨୫ ତମ ଜନ୍ମ ବାର୍ଷିକୀକୁ ଜାତୀୟ ଉତ୍ସବ ଭାବରେ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ମଙ୍ଗଳବାର…

2 years ago

ଉବର ଚୁକ୍ତି

ଭାରତର ସୁରକ୍ଷା ପ୍ରତି ପଡ଼ୋଶୀ ଚାଇନା ଓ ପାକିସ୍ତାନ ଆହ୍ବାନ ସୃଷ୍ଟି କରିଛନ୍ତି। ଏହାର ମୁକାବିଲା ପାଇଁ ସେନା ନୂତନ ସ୍ଥିତି ସହିତ ଖାପ ଖୁଆଇ ଆଗକୁ…

2 years ago

ପାଞ୍ଜିରେ ପର୍ବପର୍ବାଣିକୁ ନେଇ ବିବାଦ ଘଟଣା: ପାଣ୍ଡୁଲିପି ଦାଖଲ ପାଇଁ ପଞ୍ଜିକାରଙ୍କୁ ମନ୍ଦିର ପ୍ରଶାସନର ଚିଠି

ପୁରୀ,୫ା୧୧(ଅଜିତ୍‌ କୁମାର ମହାନ୍ତି): ଚଳିତ ବର୍ଷ ପାଞ୍ଜିରେ ଥିବା ତିଥି ତଥା ପର୍ବପର୍ବାଣିକୁ ନେଇ ବିବାଦ ଦେଖାଦେଇଥିଲା। ଭିନ୍ନ ଭିନ୍ନ ପାଞ୍ଜିରେ ଭିନ୍ନ ଭିନ୍ନ ତିଥିରେ ପର୍ବପର୍ବାଣି…

2 years ago

ଆଳ ଦର୍ଶାଇ ଅଟକାଯାଇପାରିବ ନାହିଁ ଗ୍ରାଚ୍ୟୁଇଟି ଦେୟ

କଟକ,୫ା୧୧(କାର୍ତ୍ତିକ ସାହୁ): ଅବସରପ୍ରାପ୍ତ କର୍ମଚାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ ପ୍ରକ୍ରିୟା ଜାରି ରଖିବାକୁ କେନ୍ଦ୍ର ସମବାୟ ବ୍ୟାଙ୍କ ଚାକିରି ସର୍ତ୍ତାବଳୀ-୨୦୧୧ରେ କୌଣସି ଉଲ୍ଲେଖ ନାହିଁ। କଟକ କେନ୍ଦ୍ର ସମବାୟ…

2 years ago

ଦୀପାବଳିରେ ବାଣ ନିଷେଧାଦେଶ କାର୍ଯ୍ୟକାରୀ ହୋଇନି

ନୂଆଦିଲ୍ଲୀ,୫ା୧୧(ପି.ଟି.): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏହା ସତ୍ତ୍ୱେ ଦୀପାବଳି ପରେ ରାଜଧାନୀ ବିଶ୍ୱର ସବୁଠୁ ପ୍ରଦୂଷିତ…

2 years ago

ଦୁଗ୍ଧ ପ୍ରକ୍ରିୟାକରଣ ବୃଦ୍ଧି କରିବ ଓମ୍‌ଫେଡ୍‌: ପଞ୍ଚାୟତସ୍ତରରେ କ୍ଷୀର ଧାରା କେନ୍ଦ୍ର ଖୋଲିବ

ଭୁବନେଶ୍ୱର,୫ା୧୧(ଅନୁରାଧା ମହାରଣା): ଓମଫେଡ୍‌ ପକ୍ଷରୁ ଆସନ୍ତା ୨ ମାସ ମଧ୍ୟରେ ଆହୁରି ଅଧିକ ୨ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରାଯିବ। ଓମଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ…

2 years ago

କାନାଡା ହିନ୍ଦୁ ମନ୍ଦିରରେ ଖଲିସ୍ତାନୀଙ୍କ ଆକ୍ରମଣ

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୫ା୧୧: କାନାଡାର ଓଣ୍ଟାରିଓ ଅନ୍ତର୍ଗତ ବ୍ରାମ୍ପ୍‌ଟନ୍‌ଠାରେ ଥିବା ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ରବିବାର ଆକ୍ରମଣ କରିଛନ୍ତି। ସେଠାରେ ଥିବା ହିନ୍ଦୁମାନଙ୍କୁ ମାଡ଼ ମରାଯାଇଛି। ଏପରିକି ଆକ୍ରମଣର…

2 years ago

ଆଜି ଆମେରିକା ରାଷ୍ଟ୍ରପତି ନିର୍ବାଚନ

ଓ୍ବାଶିଂଟନ,୫ା୧୧: ଆମେରିକାର ୪୭ତମ ରାଷ୍ଟ୍ରପତି ନିର୍ବାଚନ ଲାଗି ମଙ୍ଗଳବାର ମତଦାନ ହେବ। ଏଥିପାଇଁ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ଡେମୋକ୍ରାଟିକ୍‌ ପ୍ରାର୍ଥୀ କମଲା ହାରିସ୍‌ଙ୍କ ମଧ୍ୟରେ…

2 years ago

ରାଜ୍ୟ ସରକାରଙ୍କ ବଡ଼ ସୂଚନା: ଏହି ଦିନଠୁ ଆରମ୍ଭ ହେବ ଧାନ କିଣା

ଭୁବନେଶ୍ୱର,୪।୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼…

2 years ago