Home Middle

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି ମନ୍ତବ୍ୟ…

2 years ago

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ…

2 years ago

କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ

ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ…

2 years ago

କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି

କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ ପ୍ରକୃତିର…

2 years ago

ପେଜର ବିସ୍ଫୋରଣରୁ ଶିକ୍ଷା

ଇସ୍ରାଏଲ-ହମାସ ଯୁଦ୍ଧ ଏବେ କଡ଼ ଲେଉଟାଇ ଇସ୍ରାଏଲ୍‌-ହେଜ୍‌ବୋଲ୍ଲା ଯୁଦ୍ଧର ରୂପ ନେଲାଣି। ଇସ୍ରାଏଲ ଅଭିନବ ବୁଦ୍ଧି ଖଟାଇ ଲେବାନନରେ କରିଥିବା ପେଜର, ଓ୍ବାକିଟକି ଏବଂ ପରବର୍ତ୍ତୀ ସମୟରେ…

2 years ago

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା, ଭାରତ,…

2 years ago

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା…

2 years ago

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ…

2 years ago

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ ରାଜ୍ୟ…

2 years ago

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ ଜରୁରୀ…

2 years ago