୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ
ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ ଦିଆଯାଇଛି। ପୃଷ୍ଠା ସଂଖ୍ୟା-୩୧ର ପାରା-୩ ଓ ପାରା-୫ରେ ଭାରତ ଛାଡ଼ ଆନ୍ଦୋଳନ…
ସରକାରଙ୍କ ବଡ଼ ଘୋଷଣା, ଅନ୍ଲାଇନରେ ହେବନି…
କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍ଲାଇନରେ ଗ୍ରହଣ କରାଯିବ। ଏ ନେଇ ସମସ୍ତ ଆର୍ଟିଓଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ)ଙ୍କ ଦ୍ୱାରା ନିର୍ଦ୍ଦେଶ ଜାରି…
ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…
ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର ବନ୍ଦରଗାହରୁ ଆରମ୍ଭ ହେବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ…
ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍ ଜବତ
ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍ପି ଅଭିଳାଷ ଜି. ସ୍ଥାନୀୟ ଏସପି ଅଫିସରେ ଏକ ଖବରଦାତା ସମ୍ମିଳନୀ କରି ଏନେଇ ସୂଚନା…
ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…
ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା ହେବାର ପ୍ରାୟ ଏକ ବର୍ଷ ପରେ ସ୍ତ୍ରୀ ବର୍ଷା ଗୁରୁବାର ଗଣମାଧ୍ୟମ ସାମ୍ନାରେ ମୁହଁ…
ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍ସେବା, ମାଗଣାରେ ପିଲାଙ୍କୁ ମିଳିବ…
ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍ବିଏସ୍। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ମନ୍ତ୍ରୀ କହିଛନ୍ତି। ପରିବହନ ବିଭାଗ ଯେମିତି କ୍ଷତି…
ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ
ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ ନିର୍ବାଚନ ବାଂଲାଦେଶର ଭାଗ୍ୟ ବଦଳାଇ ପାରିବ। ବିଏନପି ନେତା ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା…
ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…
ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି ଜେନା ଶନିବାର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଦୂଷଣ ପ୍ରମାଣ ପତ୍ର ଥିବା…
ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…
ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଓଡ଼ିଆଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ ପ୍ରଥମେ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ…
କୋଭିଡ୍ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ
ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍-୧୯ ମହାମାରୀ ବୃହତ୍ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ ଉଭା ହୋଇଛି। ଜରୁରୀ ପଦକ୍ଷେପ ନିଆ ନ ଗଲେ ଏହା ପ୍ରତିବର୍ଷ ଆହୁରି ଖରାପ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏତିକି ନୂଆ ଜିଲା ପାଇଁ ଖୁବ୍ଶୀଘ୍ର ନିଯୁକ୍ତ ହେବେ…
ନୂଆଦିଲ୍ଲୀ,୨୭ା୧୨: ଦିଲ୍ଲୀ ସରକାର ଖୁବ୍ଶୀଘ୍ର ରାଜଧାନୀରେ ନୂତନ ପ୍ରଶାସନିକ ଢାଞ୍ଚା ଅନୁଯାୟୀ ଅଧିକାରୀମାନଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଜାରି କରିବେ। ଏହି ନିଷ୍ପତ୍ତି ଅନୁଯାୟୀ, ୧୩ଟି ଜିଲା ପାଇଁ ୧୩ ଜଣ IAS ଅଧିକାରୀଙ୍କୁ ଜିଲା ମାଜିଷ୍ଟ୍ରେଟ୍ (DM) ଭାବରେ ନିଯୁକ୍ତି…
କ୍ୱିଭ ଉପରେ ପୁଣି ମିଶାଇଲ ସହ ଡ୍ରୋନ ଆକ୍ରମଣ କଲା ରୁଷିଆ, ପରିସ୍ଥିତି ଜଟିଳ
କ୍ୱିଭ,୨୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରାୟ ଚାରି ବର୍ଷ ଧରି ଚାଲିଥିବା ସଂଘର୍ଷ ଦିନକୁ ଦିନ ଅଧିକ ଭୟଙ୍କର ହେଉଥିବା ପରି ମନେ ହେଉଛି। ଡିସେମ୍ବର ୨୭ ରାତିରେ ୟୁକ୍ରେନର ରାଜଧାନୀ କ୍ୱିଭ ପୁଣି ଥରେ ଏକ ବଡ଼ କ୍ଷେପଣାସ୍ତ୍ର…
Archives


