Home Middle

ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌: ଉତ୍ତ୍ୟକ୍ତ ଲୋକେ ଭାଙ୍ଗିଲେ…

ଭୁବନେଶ୍ୱର,୧୩।୫: ଭୁବନେଶ୍ବରରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ବାଇକ ଆରୋହୀଙ୍କୁ ପଛରୁ ଧକ୍କା ଦେଲା, ତାଙ୍କ ଅବସ୍ଥା ଗୁରୁତର ହୋଇଛି। ଜୟଦେବବିହାର ଓ ଆଚାର୍ଯ୍ୟବିହାର ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି। ଅନ୍ୟପକ୍ଷେ ଉତ୍ତ୍ୟକ୍ତ ଲୋକେ…

ଏନ୍‌ଇଇଟି ବାତିଲ

ମେଡିକାଲ, ଇଞ୍ଜିନିୟରିଂ ଭଳି ଅତି ପ୍ରତିଦ୍ୱନ୍ଦ୍ୱିତାମୂଳକ ପ୍ରବେଶିକା ପରୀକ୍ଷାରେ ବାରମ୍ବାର ଅନିୟମିତତା ଦେଖାଦେବା ଦେଶର ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ସହିତ ଶିକ୍ଷା ମନ୍ତ୍ରଣାଳୟର ଅପାରଗତାକୁ ବାରମ୍ବାର ପଦାରେ ପକାଉଛି। ସଦ୍ୟ ଘଟଣା ହେଲା ୩ ମେ’ ୨୦୨୬ରେ ସର୍ବଭାରତୀୟ ସ୍ତରରେ…

ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସରକାର ସୁନା ଏବଂ ରୂପା ସମେତ ମୂଲ୍ୟବାନ ଧାତୁ ଉପରେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୩ା୫(ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍‌ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ ଭବିଷ୍ୟତ ସହ ବିଶ୍ୱାସଘାତକତା ହୋଇଥିବା ଚର୍ଚ୍ଚା ହେଉଛି। ଚଳିତ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା…

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍‌ ଘଟିଲା…

ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ରିପୋର୍ଟ ଅନୁଯାୟୀ ତାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯାଇଥିଲା। ଚିକିତ୍ସା ସତ୍ତ୍ୱେ…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ ସହ ଏହି ବୈଠକ କରୁଛନ୍ତି। ଏହି ବୈଠକରେ ରାଜ୍ୟରେ ଅନଲାଇନ କ୍ଲାସ ଏବଂ…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ ଭାଜପା ନେତୃତ୍ୱାଧୀନ ବ୍ୟବସ୍ଥା ଦ୍ୱାରା ୨୨ ଲକ୍ଷରୁ ଅଧିକ ଛାତ୍ରୀଛାତ୍ରଙ୍କ କଠିନ ପରିଶ୍ରମ,…

୭ ବିନ୍ଦୁ

ଗତ ରବିବାର ୧୦ ମେ’ ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ସବୁ ଶ୍ରେଣୀ ପାଇଁ ଥିବା ଭଳି ମନେହେଲା। ସ୍ବୀକାର କରିବାକୁ ହେବ ଯେ, ବିଗତ ଦଶନ୍ଧିବ୍ୟାପୀ ଭାରତର ଅର୍ଥନୀତି ଦୁର୍ବଳରୁ ଦୁର୍ବଳତର ହେବାରେ ଲାଗିଛି। ସେଥିପାଇଁ…

ଇରାନ ଶାନ୍ତି ପ୍ରସ୍ତାବକୁ ଟ୍ରମ୍ପ୍‌ଙ୍କ ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ,୧୨ା୫(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ବନ୍ଦ ଲାଗି ଆମେରିକା ପ୍ରସ୍ତାବ ଉପରେ ଇରାନ ଦେଇଥିବା ଜବାବକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆଦୌ ଗ୍ରହଣୀୟ ନୁହେଁ କହି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ତେବେ ଟ୍ରମ୍ପ୍‌ ଏହା ଉପରେ ଅଧିକ କିଛି କହି ନ ଥିବାବେଳେ ସାମରିକ…

ଟ୍ରମ୍ପଙ୍କ ସହ ବିଶ୍ୱାସଘାତକତା କଲେ ଶେହବାଜ-ମୁନିର! ଶାନ୍ତି ସ୍ଥାପନକାରୀ ଆଳରେ ଆମେରିକାର ପିଠିରେ ଭୁସୁଛନ୍ତି ଛୁରି

ଓ୍‌ବାଶିଂଟନ୍‌,୧୨।୫: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି, ଯେଉଁଥିରେ ଆମେରିକୀୟ ଅଧିକାରୀଙ୍କ ଉଦ୍ଧୃତି ଦିଆଯାଇଛି ଯେ ପାକିସ୍ତାନ ଇରାନୀ ସାମରିକ ଜେଟକୁ ଏହାର ଏୟାରବେସରେ ଡକିଂ କରିବାକୁ ଅନୁମତି ଦେଇଛି। ଏହା…

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର ପଚରାଉଚରା ପରେ ତାଙ୍କୁ ସଲ୍ଟ ଲେକର CGO କମ୍ପ୍ଲେକ୍ସ ମଧ୍ୟରେ ଥିବା ED…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩,୦୦୦ ଟଙ୍କା ଆର୍ଥିକ ସହାୟତା ଜମା ହେବା ଆରମ୍ଭ ହେବ। ବିଧାନସଭା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?