ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ ଏୟାର ପ୍ୟୁରିଫାୟାର ଭରସାରେ ରହୁଛନ୍ତି। ଏହାରି ମଧ୍ୟରେ ଦିଲ୍ଲୀ ହାଇକୋର୍ଟରେ ଏୟାର୍ ପ୍ୟୁରିଫାୟର୍ ଉପରେ…
ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…
ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ଅଛି ଓ ଶହେ…
ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….
ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ ଜଗତରେ ଝଡ଼ ସୃଷ୍ଟି କରିସାରିଛନ୍ତି ଏବଂ ଅନେକ ରେକର୍ଡ ସ୍ଥାପନ କରିଛନ୍ତି। ପିଚ୍ରେ ତାଙ୍କର…
୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?
ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର ଗ୍ରାହକଙ୍କ ପାଇଁ ଏକ ଚିନ୍ତାର ବିଷୟ ପାଲଟିଛି। ବିଶେଷଜ୍ଞଙ୍କ ମତରେ, ଖୁବ୍ ଶୀଘ୍ର ଦର…
ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….
ଭୁବନେଶ୍ବର,୨୬।୧୨: ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି । ଖବର ଅନୁସାରେ, ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହିଥିବା ବେଳେ…
ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ
କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଭୁବନେଶ୍ୱରସ୍ଥିତ ସ୍ପେଶାଲ ଜଜ୍, ଭିଜିଲାନ୍ସଙ୍କ ଦ୍ୱାରା…
ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ
ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ ହୋଇପାରେ। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ସୂଚନା ଅନୁଯାୟୀ, ଜାନୁଆରି ୩ ତାରିଖ…
ବାଲେଶ୍ୱର ଦେଶର ସବୁଠୁ ପ୍ରଦୂଷିତ ସହର: ଓଡ଼ିଶାର ୩ ସହରର ବାୟୁ ଗୁଣବତ୍ତା ଅତି ଖରାପ
ଭୁବନେଶ୍ୱର,୨୬।୧୨: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ଦ୍ୱାରା ପ୍ରକାଶିତ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅନୁସାରେ ଓଡ଼ିଶାର ତିନୋଟି ସହରାଞ୍ଚଳର ବାୟୁକୁ ‘ଅତି ଖରାପ’ (Very Poor) ଶ୍ରେଣୀଭୁକ୍ତ କରାଯାଇଛି। ସିପିସିବି ତଥ୍ୟ ଅନୁଯାୟୀ, ଓଡ଼ିଶାର ବାଲେଶ୍ୱର, ତାଳଚେର ଏବଂ…
ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ
ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସାମାନ୍ୟ ବିଡ଼ି ପାନରୁ ସୃଷ୍ଟି ବଚସା ଏବଂ ପରିଚୟପତ୍ର ଦେଖାଇବାକୁ…
ଆଜିଠାରୁ ମହଙ୍ଗା ହେଲା ଟ୍ରେନ ଯାତ୍ରା, ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା….
ନୂଆଦିଲ୍ଲୀ,୨୬।୧୨: ଆଜି, ଶୁକ୍ରବାର ଠାରୁ ଟ୍ରେନ ଯାତ୍ରା ମହଙ୍ଗା ହୋଇଯାଇଛି। ରେଳ ମନ୍ତ୍ରଣାଳୟ ଭଡା ବୃଦ୍ଧି ଘୋଷଣା କରିଛି, ଯାହା ଆଜି ଠାରୁ ଲାଗୁ ହେବ । ଗୁରୁବାର ଦିନ, ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରି ୨୧୫ କିଲୋମିଟରରୁ ଅଧିକ…
ISIS ଆତଙ୍କବାଦୀ ଆଡ୍ଡା ଉପରେ ଟ୍ରମ୍ପଙ୍କ ଆକ୍ରମଣ, ମୃତ ଆତଙ୍କୀଙ୍କୁ ବଡଦିନର ଦେଲେ ଶୁଭେଚ୍ଛା
ନୂଆଦିଲ୍ଲୀ,୨୬।୧୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଉତ୍ତର-ପଶ୍ଚିମ ନାଇଜେରିଆରେ ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ସଂଗଠନ ବିରୁଦ୍ଧରେ ଏକ ଘାତକ ଆକ୍ରମଣ ଆରମ୍ଭ କରିଛନ୍ତି। ଟ୍ରୁଥ୍ ସୋସିଆଲ ସୋସିଆଲ ମିଡିଆ ପୋଷ୍ଟରେ ସେ କହିଛନ୍ତି ଯେ ଏହି ଆକ୍ରମଣ ଖ୍ରୀଷ୍ଟିଆନଙ୍କ ହତ୍ୟା ପାଇଁ…
୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ
ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ ତତ୍କାଳୀନ ଆମେରିକା ରାଷ୍ଟ୍ରପତି ଜର୍ଜ ଡବ୍ଲୁ. ବୁଶଙ୍କୁ ପାକିସ୍ତାନ ବିଷୟରେ ଚିନ୍ତା ପ୍ରକାଶ କରିଥିଲେ।…
Archives


