ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ ମାମଲା: ମହଲତ ନେଲେ ରାଜ୍ୟ ସରକାର
କଟକ,୧୭ା୧(କାର୍ତ୍ତିକ ସାହୁ): ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବା ପାଇଁ ରୁଜୁ ମାମଲାରେ ଶୁଣାଣି ବୁଧବାର ହୋଇଛି। ମାମଲାର ଶୁଣାଣି ବେଳେ ରତ୍ନଭଣ୍ଡାର ଚାବି ହଜିବା ମାମଲାର ସ୍ଥିତି ସମ୍ପର୍କରେ ସତ୍ୟପାଠ ଦାଖଲ କରିବା…
ପ୍ରାରମ୍ଭିକ ବିପର୍ଯ୍ୟୟ ପରେ ଗର୍ଜିଲେ ରୋହିତ-ରିଙ୍କୁ ସିଂ, ଆଫଗାନିସ୍ତାନ ଆଗରେ ବିଜୟ ଲକ୍ଷ୍ୟ ୨୧୩
ବେଙ୍ଗାଲୁର,୧୭।୧: ଆଫଗାନିସ୍ତାନ ଶେଷ ଟି୨୦ ମ୍ୟାଚରେ ଖରାପ ଆରମ୍ଭ ପରେ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଛି ଟିମ୍ ଇଣ୍ଡିଆ। ରୋହିତ ଶର୍ମା ଏବଂ ରିଙ୍କୁ ସିଂ ଚମତ୍କାର ବ୍ୟାଟିଂ କରି ଆଫଗାନିସ୍ତାନ ଆଗରେ ବିଜୟ ଲକ୍ଷ୍ୟ ୨୧୩ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ…
ମାହାଙ୍ଗା ଡବଲ ମର୍ଡର ଘଟଣା: ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି
କଟକ,୧୭ା୧(କାର୍ତ୍ତିକ ସାହୁ): ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ୱସ୍ତି ମିଳିଛି। ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍ଏଫ୍ସି କୋର୍ଟର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ପର୍ଯ୍ୟନ୍ତ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି। ବିଚାରପତି…
ମନ୍ଦିରରେ ପହଞ୍ଚିଲା ରାମଲାଲାଙ୍କ ପ୍ରତିମୂର୍ତ୍ତି
ଲକ୍ଷ୍ନୌ,୧୭ା୧: ରାମ ମନ୍ଦିରରେ ସ୍ଥାପନ ହେବାକୁ ଥିବା ରାମଲାଲାଙ୍କ ପ୍ରତିମୂର୍ତ୍ତି କଡ଼ା ସୁରକ୍ଷା ମଧ୍ୟରେ ମନ୍ଦିର ପରିସରରେ ପହଞ୍ଚିଛି। ଏହି ପ୍ରତିମୂର୍ତ୍ତିକୁ ଟ୍ରକ୍ରେ ରଖାଯାଇଥିଲା। ଏକ ଟ୍ରକ୍ରେ ହଳଦିଆ ରଙ୍ଗର ପାଲ ଘୋଡ଼ାଯାଇ ସୁରକ୍ଷା ଦଳ ସହିତ ଭିତରକୁ ଅଣାଯାଇଥିଲା। ଏହି…
ବଢ଼ିପାରେ ଆୟୁଷ୍ମାନ ଭାରତ ବୀମା ରାଶି
ନୂଆଦିଲ୍ଲୀ,୧୭ା୧: ଲୋକ ସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ଲୋକଙ୍କୁ ଏକ ବଡ଼ ଭେଟି ଦେବାକୁ ଯାଉଛନ୍ତି। ପିଟିଆଇ ରିପୋର୍ଟ ଅନୁଯାୟୀ, ସରକାର ଏକ ବିଶେଷ ପ୍ରକାରର ପ୍ରସ୍ତାବ ଉପରେ କାର୍ଯ୍ୟ କରୁଛନ୍ତି। କେନ୍ଦ୍ର ସରକାର ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା…
ପୁଟିନଙ୍କୁ ଭେଟିଲେ କିମ୍ଙ୍କ ମନ୍ତ୍ରୀ
ପ୍ୟୋଙ୍ଗ୍ୟାଙ୍ଗ୍,୧୭ା୧: ସାମରିକ ସହଯୋଗର ଘଡ଼ିସନ୍ଧି ମୁହୂର୍ତ୍ତରେ ଉତ୍ତର କୋରିଆର ବୈଦେଶିକ ମନ୍ତ୍ରୀ ଚୋ ସୋନ୍-ହୁଇ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟି ଦୁଇ ଦେଶ ମଧ୍ୟରେ ବନ୍ଧୁତ୍ୱପର୍ଣ୍ଣ ସମ୍ପର୍କକୁ ପ୍ରଶଂସା କରିଛନ୍ତି। ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭଙ୍କ ନିମନ୍ତ୍ରଣରେ ଚୋ…
୮୫ ବର୍ଷ ପରେ ଟେଷ୍ଟ କ୍ରିକେଟରେ ଘଟିଲା ଏମିତି କାରନାମା
ଆଡିଲେଡ,୧୭।୧: ୱେଷ୍ଟଇଣ୍ଡିଜ ଦ୍ରୁତ ବୋଲର ଶାମର ଜୋସେଫ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଶାମର ଜୋସେଫ ଷ୍ଟିଭ ସ୍ମିଥଙ୍କୁ ତାଙ୍କର ପ୍ରଥମ ବଲରେ ଆଉଟ୍ କରିଥିଲେ। ଏହିପରି ଭାବରେ ଶାମର ଜୋସେଫ ଏକ ଚମତ୍କାର ଢଙ୍ଗରେ ତାଙ୍କର ଟେଷ୍ଟ କ୍ୟାରିୟର…
କଂଗ୍ରେସକୁ ଫେରିଲେ ଗମାଙ୍ଗଙ୍କ ପରିବାର
ଭୁବନେଶ୍ୱର,୧୭ା୧: କଂଗ୍ରେସକୁ ଫେରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର। ଏଥିସହିତ ତାଙ୍କ ସ୍ତ୍ରୀ ହେମା ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ ମଧ୍ୟ ଦଳକୁ ଫେରିଛନ୍ତି। ଦିଲ୍ଲୀରେ ଗିରିଧରଙ୍କ ପରିବାର ସଦସ୍ୟ କଂଗ୍ରେସ ହାତ ଧରିଛନ୍ତି। ଏହି ସମୟରେ ଅଜୟ…
କଂଗ୍ରେସ ଉପରେ ବର୍ଷିଲେ ମୋଦି
ଥିରୁଭାନନ୍ତପୁରମ,୧୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି। ସେ କହିଛନ୍ତି ଯେ ଦାରିଦ୍ର୍ୟ ଦୂରୀକରଣ ପାଇଁ କଂଗ୍ରେସ ସ୍ଲୋଗାନ ଦେଇଛି, କିନ୍ତୁ ଆମେ କାମ କରିଛୁ। ଆମ କାର୍ଯ୍ୟର ପ୍ରଭାବ ଦେଶରେ ଦୃଶ୍ୟମାନ ହେଉଛି। ପ୍ରଧାନମନ୍ତ୍ରୀ କହିଛନ୍ତି,…
ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
ପୁରୀ,୧୭।୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଧବାର ଲୋକାର୍ପିତ ହୋଇଛି। ଶୁଭଲଗ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହୋଇଛି। ଲୋକାର୍ପଣ ଫଳକରେ ନଡ଼ିଆ…
ମଣିପୁରରେ ପୁଣି ହିଂସା!
ଇମ୍ଫାଲ,୧୭।୧: ବୁଧବାର ସକାଳେ ମଣିପୁରର ମୋରେହ ଜିଲାରେ ସୁରକ୍ଷା ବାହିନୀ ଏବଂ ସନ୍ଦିଗ୍ଧ କୁକି ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା, ଏହା ପରେ ସିଡିଏ ଅଧିକାରୀଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ପୋଲିସର ସୂଚନାନୁସାରେ, ଆତଙ୍କବାଦୀମାନେ ବୋମା ଫିଙ୍ଗି ଏସବିଆଇ…
ସେନା ଶକ୍ତିରେ ଆମେରିକା ନମ୍ବର ଓ୍ବାନ, ଜାଣନ୍ତୁ ଭାରତ ରହିଛି କେତେ ନମ୍ବରରେ
ନୂଆଦିଲ୍ଲୀ,୧୭।୧: ସାମରିକ ଶକ୍ତି ଭାବେ ଭାରତ ହେଉଛି ବିଶ୍ୱର ଚତୁର୍ଥ ଶକ୍ତିଶାଳୀ ଦେଶ। ଗ୍ଲୋବାଲ ଫାୟାର୍ ପାୱାର୍ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ଏହି ର଼୍ୟାଙ୍କିଙ୍ଗରେ ଆମେରିକା ସାମରିକ ଶକ୍ତି ଭାବେ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଭାବେ ପରିଗଣିତ ହୋଇଛି। ରୁଷିଆ…
Archives


