ଟସ୍ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି, ଭାରତୀୟ ଦଳରେ ୨ ପରିବର୍ତ୍ତନ, ଏହି ଖେଳାଳିଙ୍କୁ ମିଳିଲା ଡେବ୍ୟୁ ସୁଯୋଗ
ଧର୍ମଶାଳା,୭।୩: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ । ଏହି ମ୍ୟାଚ ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ବର୍ତ୍ତମାନ ସିରିଜରେ ୩-୧ରେ ଆଗୁଆ ରହିଛି। ତେବେ ଇଂଲଣ୍ଡ…
ଧାରା ୩୭୦ ହଟିବା ପରେ ପ୍ରଥମ ଥର କଶ୍ମୀର ଗସ୍ତ କରିବେ ପ୍ରଧାନମନ୍ତ୍ରୀ, ଏତିକି କୋଟି ମୂଲ୍ୟ ପ୍ରକଳ୍ପର କରିବେ ଉଦ୍ଘାଟନ
ନୂଆଦିଲ୍ଲୀ,୭।୩: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରଥମ ଥର ପାଇଁ କଶ୍ମୀର ଗସ୍ତ କରିବେ। ଏହି ସମୟରେ ୬୪୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ସେ ଶ୍ରୀନଗରରେ ଏକ ସାଧାରଣ…
ଲୋକ ସଭା ନିର୍ବାଚନ ପାଇଁ ଆଜି ଆସିବ କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା, ଏହି ବରିଷ୍ଠ ନେତାଙ୍କୁ ମିଳିପାରେ ଟିକେଟ୍
ନୂଆଦିଲ୍ଲୀ,୭।୩: ସମସ୍ତ ରାଜନୈତିକ ଦଳ ଲୋକ ସଭା ନିର୍ବାଚନ ପାଇଁ ବ୍ୟସ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ କଂଗ୍ରେସ ମଧ୍ୟ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଦଳ ଆଜି ଅର୍ଥାତ୍ ଗୁରୁବାର କେନ୍ଦ୍ରୀୟ ନିର୍ବାଚନ କମିଟିର ଏକ ବୈଠକ କରିବ।…
ନିର୍ବାଚନ ପୂର୍ବରୁ ପୁଣି ଜଣେ ଭାଜପା ନେତାଙ୍କୁ ମାଓବାଦୀଙ୍କ ହତ୍ୟା
ମାଲକାନଗିରି,୭ା୩(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ପୁଣି ଜଣେ ଭାଜପା ନେତାଙ୍କୁ ବୁଧବାର ଗୁଳି କରି ହତ୍ୟା କରିବା ସହ ତାଙ୍କ ଜେସିବିରେ ନିଅଁା ଲଗାଇ ଦେଇଛନ୍ତି। ଏହି ଘଟଣା ଜଙ୍ଗଲାର କୋଟାମେଟା ଅଞ୍ଚଳରେ ଘଟିଛି। ସୂଚନା ଅନୁଯାୟୀ,…
ଆଜି ବିଜେଡିରେ ସାମିଲ ହୋଇପାରନ୍ତି ବିଜୟ ମହାପାତ୍ରଙ୍କ ପୁଅ
ଡେରାବିଶ,୭ା୩(ବେବର୍ତ୍ତା ଅଜୟ ଦାସ): ମଙ୍ଗଳବାର ଅର୍ଥାତ୍ ମାର୍ଚ୍ଚ ୫ ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ। ପାଟକୁରାରେ ସମାନ୍ତରାଳ ଭାବେ ବିଜୁ ଜୟନ୍ତୀ କରାଯିବା ସହ ବିଜେଡି ନେତାମାନେ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ଏହା ପାଟକୁରା ରାଜନୀତିକୁ ସରଗରମ କରିଛି।…
ଏଣିକି ଡ୍ରାଇଭିଂ ଟେଷ୍ଟବେଳେ ଜଗିବ ଏଆଇ
ଭୁବନେଶ୍ୱର,୭।୩(ସୁନିତ୍ ମିଶ୍ର): ଡ୍ରାଇଭିଂ ଟେଷ୍ଟ କରାଯିବା ସମୟରେ ଏହାକୁ ଆଉ କୌଣସି ବ୍ୟକ୍ତିଙ୍କୁ ଜଗିବାକୁ ପଡ଼ିବ ନାହିଁ। ଅଟୋମେଟେଡ୍ ପ୍ରକ୍ରିୟାରେ କମ୍ପ୍ୟୁଟର ଏଣିକି ଡ୍ରାଇଭିଂ ଟେଷ୍ଟର ପରୀକ୍ଷା କରିବ। ରାଜ୍ୟର ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ପକ୍ଷପାତ ହେଉଥିବା ଅଭିଯୋଗ ଉଠିବା ପରେ…
ଚନ୍ଦ୍ରରେ ଆଣବିକ ରିଆକ୍ଟର ସ୍ଥାପନ କରିବେ ଏହି ଦୁଇ ଦେଶ
ମସ୍କୋ,୬ା୩: ଆସନ୍ତା ୧୦ ବର୍ଷ ମଧ୍ୟରେ ଚନ୍ଦ୍ରରେ ଆଣବିକ ରିଆକ୍ଟର ସ୍ଥାପନ ପାଇଁ ଦୁଇ ଦେଶ ଏକ ପ୍ରକଳ୍ପ ଉପରେ ବିଚାର କରୁଛନ୍ତି। ମହାକାଶ ଉଡ଼ାଣ ଏବଂ ଅନୁସନ୍ଧାନ ପାଇଁ ରୋସ୍କୋସ୍ମୋର ସିଇଓ ୟୁରୀ ବୋରିସୋଭ କହିଛନ୍ତି, ଏହି ମିଶନ ସ୍ବୟଂଚାଳିତ…
ବିଜେଡି ସହ ଭାଜପା ମେଣ୍ଟ ଚର୍ଚ୍ଚା ନେଇ ଜବାବ ଦେଲେ ଜୁଏଲ ଓରାମ
ନୂଆଦିଲ୍ଲୀ,୬।୩ : ଓଡ଼ିଶା ଭାଜପାର କୋର୍ କମିଟି ବୈଠକ ବୁଧବାର ଦିଲ୍ଲୀରେ ଶେଷ ହୋଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଏନେଇ ଭାଜପା ଏମ୍ପି ଜୁଏଲ ଓରାମ ସୂଚନା ଦେଇଛନ୍ତି। ଏହି ବୈଠକ ପରେ…
ବିଜେଡି-ଭାଜପା ମେଣ୍ଟକୁ ନେଇ ଏମିତି କହିଲେ ଅରୁଣ ସାହୁ
ଭୁବନେଶ୍ୱର,୬।୩ : ନବୀନ ନିବାସରେ ଆଜି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ରାଜ୍ୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ ଆଲୋଚନା ହୋଇଛି। ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ସଠିକ ସମୟରେ ସଠିକ ନିଷ୍ପତ୍ତି ନିଆଯିବ ବୋଲି ବୈଠକ ପରେ ବିଜେଡିର…
ଓଡ଼ିଶାର ସ୍ବାର୍ଥ ଦୃଷ୍ଟି ରଖି ନିଆଯିବ ନିଷ୍ପତ୍ତି: ଦେବୀ ପ୍ରସାଦ ମିଶ୍ର
ଭୁବନେଶ୍ୱର,୬।୩: ନବୀନ ନିବାସରେ ଦଳର ଅନେକ ବରିଷ୍ଠ ନେତାଙ୍କୁ ନେଇ ବସିଥିବା ବୈଠକ ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର। ”ନବୀନଙ୍କ ନେତୃତ୍ବରେ ଓଡ଼ିଶା ସଫଳତା ପାଇ ଚାଲିଥିଲା ବେଳେ ଓଡ଼ିଶାର ସ୍ବାର୍ଥ ଦୃଷ୍ଟିରୁ…
ଓଡ଼ିଶାରେ ଭାଜପା-ବିଜେଡି ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ, ଏହି ଫର୍ମୂଲାରେ ହୋଇପାରେ ଆସନ ବୁଝାମଣା !
ଭୁବନେଶ୍ୱର,୬।୩: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା-ବିଜେଡି ମଧ୍ୟରେ ମେଣ୍ଟ ସରକାର ଏକପ୍ରକାର ହେବା ନିଶ୍ଚିତ ବୋଲି କୁହାଯାଉଛି। ଏମିତି ହେଲେ ଉଭୟ ଦଳ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ଏକାଠି ଲଢ଼ିବେ। ଦିଲ୍ଲୀରେ ଅନୁଷ୍ଠିତ ଭାଜପାର କୋର୍ କମିଟି…
ଦିଲ୍ଲୀରେ ଆରମ୍ଭ ହେଲା ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ,୬ା୩: ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଦଲ୍ଲୀରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଉକ୍ତ ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉପସ୍ଥିତ ଅଛନ୍ତି। ଏଥିସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…
Archives


