Home Middle

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ ତତ୍କାଳୀନ ଆମେରିକା ରାଷ୍ଟ୍ରପତି ଜର୍ଜ ଡବ୍ଲୁ. ବୁଶଙ୍କୁ ପାକିସ୍ତାନ ବିଷୟରେ ଚିନ୍ତା ପ୍ରକାଶ କରିଥିଲେ।…

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ ୫,୦୦୦ ଜରିମାନା ଶୁଣାଇଛନ୍ତି। ଜରିମାନା ଦେବାକୁ ବିଫଳ ହେଲେ ଅତିରିକ୍ତ ଗୋଟିଏ ମାସ ଜେଲଦଣ୍ଡ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର ପାଙ୍ଗସା ଅଞ୍ଚଳରେ ଦାଦାବଟି ଆଦାୟ ଅଭିଯୋଗରେ ଜନତା ଅମୃତ ମଣ୍ଡଳଙ୍କୁ ହତ୍ୟା କରିଛନ୍ତି। ପୋଲିସ…

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି । ଯାହା କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି ।…

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ ମେରୁଦଣ୍ଡ ଭାଙ୍ଗିଗଲା ବୋଲି ସେ କହିଛନ୍ତି। ଗଣେଶଙ୍କ ସମେତ ୪ ମାଓବାଦୀ ନିହତ ହୋଇଛନ୍ତି,…

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ରାଷ୍ଟ୍ରପତି ଦ୍ରୌପଦୀ…

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଦେଇଛନ୍ତି। ଗର୍ଗ ଏହି ଦାୟିତ୍ୱ ପାଇବା ପରେ ତାଙ୍କ ହାତରେ…

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ ଡ୍ରାଇଭର ଲାଇସେନ୍ସ ରଖିଥିବାବେଳେ ସେମିଟ୍ରକ୍‌ ଚଳାଉଥିଲେ। ବର୍ଡର ପାଟ୍ରୋଲେ ଏଜେଣ୍ଟମାନେ କାଲିଫର୍ନିଆର ଏଲ୍‌ ସେଣ୍ଟ୍ରୋ…

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ ମୋଟ ୧୦ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ଅନୁ ଗର୍ଗ ।…

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ ।…

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏହି ଘଟଣାରେ କଡ଼ା ଆକ୍ସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri