କଂଗ୍ରେସର ୬ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କଲେ ବାଚସ୍ପତି
ଶିମଲା,୨୯।୨: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ସତ୍ତ୍ୱେ ଭାଜପାକୁ ଯାଉଥିବା ରାଜ୍ୟ ସଭା ଆସନ ରାଜନୈତିକ ଅସ୍ଥିରତା ସୃଷ୍ଟି କରିଛି। ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମସ୍ତ ୬ ଜଣ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ…
ବିଶୃଙ୍ଗଳିତ ଆଚରଣ ପଡିଲା ମହଙ୍ଗା; ବାଧ୍ୟତାମୂଳକ ଅବସର ନେଲେ ଭିସୁଟ ପ୍ରଫେସର
ସମ୍ବଲପୁର,୨୯।୨: ଭିସୁଟ ସହକାରୀ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । କୂଳପତି ପ୍ରଫେସର ବଂଶୀଧର ମାଝୀଙ୍କ ନିର୍ଦ୍ଦେଶ କ୍ରମରେ ରେଜିଷ୍ଟାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସୋସିଏଟ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀ…
ବିବାହର ୬ ବର୍ଷ ପରେ ମା’ ହେବାକୁ ଯାଉଛନ୍ତି ଦୀପିକା
ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ଦୀପିକା ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସେପ୍ଟେମ୍ବରରେ…
ବରିଷ୍ଠ କିରାଣିଙ୍କୁ ଧରିଲା ଭିଜିଲାନ୍ସ, ଟଙ୍କା ନେଉଥିବାବେଳେ ରେଡ୍ ହ୍ୟାଣ୍ଡେଡ ଗିରଫ
ରାଉରକେଲା,୨୯।୨: ଭିଜିଲାନ୍ସ ଜାଲରେ ଇଏସଆଇ ମେଡିକାଲ ଡିସପେନସରୀ ବରିଷ୍ଠ କିରାଣି ଅଭିରାମ ସାହୁ। ଜେଲ୍ ରୋଡ୍ କିରାଣି ଧରାପଡିଛନ୍ତି। ବିଲ୍ ପାସ୍ କରିବାକୁ ୧୦ହଜାର ଟଙ୍କା ନେବାବଳେ ରେଡ୍ ହ୍ୟାଣ୍ଡେଡ ଧରା ପଡିଛନ୍ତି କିରାଣୀ ଅଭିରାମ। ସୂଚନାଥାଉ କି, ଗ୍ୟାସ ମେକାନିକ…
କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି
କେନ୍ଦୁଝର,୨୯।୨: (ନରେଶ ଚନ୍ଦ୍ର ପଟ୍ଟନାୟକ) ଆଜି ଦିନିକିଆ ଗସ୍ତରେ କେନ୍ଦୁଝର ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ବାଂଶପାଳ ବ୍ଲକ ଅନ୍ତର୍ଗତ ଗୋନାଶିକାକୁ ରାସ୍ତା ପଥରେ ଯାଇଛନ୍ତି। ସେଠାରେ ଜୁଆଙ୍ଗ…
ଆଜି ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୨୯।୨: ଓଡିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୪ଦିନିଆ ଗସ୍ତରେ ଆଜି ମହାମହିମ କେନ୍ଦୁଝର ଓ ଭୁବନେଶ୍ୱର ଆସିବେ। ରାଷ୍ଟ୍ରପତି ଗୁରୁବାର କେନ୍ଦୁଝର ଯାଇ ଗୋନାସିକା କଦଳୀବା ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର ସ୍ବତନ୍ତ୍ର…
ପଶ୍ଚିମବଙ୍ଗରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶାହାଜାହାନ ଶେଖ
କୋଲକାତା,୨୯।୨: ପଶ୍ଚିମବଙ୍ଗ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ୫୫ ଦିନ ପରେ ଗିରଫ ହୋଇଛନ୍ତି ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଟିଏମ୍ସି ନେତା ଶାହଜାହାନ ଶେଖ। ତାଙ୍କୁ ବୁଧବାର ରାତି ୩ଟାରେ ମୀନାଖାନର ଏକ ଅଜ୍ଞାତ ସ୍ଥାନରୁ ଗିରଫ କରାଯାଇଛି।…
କ୍ୟାନ୍ସରରୁ ବଞ୍ଚାଇବ ୧୦୦ ଟଙ୍କାର ସ୍ବଦେଶୀ ଟାବଲେଟ୍
ନୂଆଦିଲ୍ଲୀ, ୨୯।୨: ଆମେରିକା ଓ ଚାଇନା ପରେ ବିଶ୍ୱର ତୃତୀୟ ସର୍ବାଧିକ କ୍ୟାନ୍ସର ରୋଗୀ ଭାରତରେ ଥିବାବେଳେ ଅଧିକାଂଶ ସ୍ଥାନରେ ଚିକିତ୍ସା ପରେ ମଧ୍ୟ ରୋଗୀଙ୍କ ଶରୀରରେ ପୁନର୍ବାର କ୍ୟାନ୍ସରର ଲକ୍ଷଣ ଦେଖାଦେଇଥାଏ। କର୍କଟ ରୋଗର ସର୍ବବୃହତ୍ ମେଡିକାଲ ଟାଟା ମେମୋରିଆଲ୍…
ଆନ୍ଧ୍ର ଉପକୂଳରେ ସୃଷ୍ଟି ହେଲା ଗୁରୁଚାପ, ୭ରୁ ବଢ଼ିବ ତାତି
ଭୁବନେଶ୍ୱର,୨୮ା୨: ଆନ୍ଧ୍ର ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ଆସୁଥିବାରୁ ପାଗ ମେଘୁଆ ରହିବା ସହ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ତଳେ ରହୁଛି। ତେବେ ଆସନ୍ତା ମାର୍ଚ୍ଚ ୨ ତାରିଖରୁ ବାୟୁ…
ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ବିପଦମୁକ୍ତ
ଶିମଲା/ନୂଆଦିଲ୍ଲୀ,୨୮ା୨: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ଏବେ ବିପଦମୁକ୍ତ ହୋଇଛି। ସୁଖବିନ୍ଦର ସିଂ ସୁଖୁ ସରକାରଙ୍କ ନଗର ଉନ୍ନୟନ ମନ୍ତ୍ରୀ ବିକ୍ରମଦିତ୍ୟ ସିଂ ବୁଧବାର ସକାଳେ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ, କିନ୍ତୁ ସନ୍ଧ୍ୟାରେ ଦଳର ନେତା ତଥା ପର୍ଯ୍ୟବେକ୍ଷକଙ୍କ ବୈଠକ…
ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୨: ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲା ଜୟପୁରରେ ଜିଲା ବିଜ୍ଞାନ କେନ୍ଦ୍ର, ରାୟଗଡ଼ାରେ ପ୍ଲାନେଟାରିୟମ, କେନ୍ଦୁଝର ଜିଲା ଘଟଗାଁରେ ଜିଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ,ମୟୂରଭଞ୍ଜ ଜିଲା ବାରିପଦାଠାରେ ଜିଲା ବିଜ୍ଞାନ କେନ୍ଦ୍ର ଓ…
୨୦୨୮ ରେ ଚନ୍ଦ୍ରାୟନ-୪ ଲଞ୍ଚ କରିବ ଭାରତ, ଚନ୍ଦ୍ରରୁ ପଥର ନେଇ ପୃଥିବୀକୁ ଫେରିବ
ନୁଆଦିଲ୍ଲୀ,୨୮।୨: ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ଏହାର ପରବର୍ତ୍ତୀ ଚନ୍ଦ୍ର ଯାତ୍ରା ‘ଚନ୍ଦ୍ରୟାନ-୪’ ପାଇଁ ପ୍ରସ୍ତୁତ ହେଉଛି ଯାହା ପ୍ରାୟ ୨୦୨୮ ମସିହାରେ ଲଞ୍ଚ ହେବ। ଇସ୍ରୋର ସ୍ପେସ୍ ଆପ୍ଲିକେସନ ସେଣ୍ଟର (ଏସ୍ଏଏସ୍)…
Archives


