ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ
ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର ବାଲିଆଠାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ କୁସ୍ତି ପ୍ରତିଯୋଗିତାରେ ଭାଗ ନେବାକୁ ଯାଇଥିବା ଓଡ଼ିଶାର…
ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ
ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ ପ୍ରକାଶ ପାଇଛି ତାଲିକା। ସେହିପରି ୩ଟି ଜିଲାର ୫ ନୂଆ ମ୍ୟୁନିସିପାଲିଟି ନେଇ ବିଜ୍ଞପ୍ତି…
ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ
ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା ସହ ବେକାରୀ ସମସ୍ୟା ଉତ୍କଟ ରୂପ ଧାରଣ କରିଥିବା ଦଳ ଅଭିଯୋଗ କରିଛି। ‘ଡବଲ…
ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ
ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା ବେଳେ, ଏହାର ପାଲଟା ଜବାବରେ ବାଂଲାଦେଶ ମଧ୍ୟ ସୋମବାର ଠାରୁ ନୂଆଦିଲ୍ଲୀ ସ୍ଥିତ ନିଜର…
ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। ସୋମବାର ଏନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଏକ ପତ୍ର ଲେଖି କମିଶନ ଅକାମୀ…
UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ
ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛି। ବିଶେଷ କରି UPIର ଟଙ୍କା ମାଗିବା ଏବଂ ‘Autopay’ (ସ୍ୱୟଂଚାଳିତ…
ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍ ଉପରେ ପଡିବ ବଡ଼ ପ୍ରଭାବ
ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ୍କୁ ପ୍ରଭାବିତ କରିବ। ବ୍ୟାଙ୍କିଂ ନିୟମ ଠାରୁ ଆରମ୍ଭ କରି…
ବାଂଲାଦେଶ ପରେ ବର୍ମା
ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍ ଓସ୍ମାନ ହାଦିଙ୍କୁ ଅଚିହ୍ନା ମୁଖାପିନ୍ଧା ବ୍ୟକ୍ତି ଗୁଳି କରି ହତ୍ୟା କରିବାରୁ ଉତ୍ପନ୍ନ ହୋଇଛି। ଆସନ୍ତା ବର୍ଷ ଫେବୃଆରୀ…
ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ
ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍ ବୋଲି ଆର୍ଏସ୍ଏସ୍ ମୁଖ୍ୟ ମୋହନ ଭାଗବତ କହିଛନ୍ତି। କୋଲକାତାରେ ରବିବାର ‘ଆର୍ଏସ୍ଏସ୍ ୧୦୦ ବ୍ୟାଖ୍ୟାନ ମେଳା’ କାର୍ଯ୍ୟକ୍ରମରେ ଭାଗବତ କହିଛନ୍ତି,…
ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ
ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ ନିଜ ଫଟୋ ନଥିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହାସହିତ ଜିଲ୍ଲାପାଳଙ୍କୁ ତାଗିଦ…
VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…
ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ କରିଛନ୍ତି। ରାଷ୍ଟ୍ରପତିଙ୍କ ସମ୍ମତି କ୍ରମେ ବିଲ୍ ଆଇନରେ ପରିଣତ ହୋଇଛି । ପୂର୍ବରୁ ଏହା…
ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍ ପାଇଁ ଦେବାକୁ ପଡିବ ଏତେ ଟଙ୍କା
ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26 ତାରିଖରୁ ଭଡ଼ା ବୃଦ୍ଧି ହେବାକୁ ଯାଉଛି। ଏହି ବୃଦ୍ଧି ମୁଖ୍ୟତଃ ଦୂରଗାମୀ ଯାତ୍ରାକୁ…
Archives


