Home Middle

ପ୍ରଯୁକ୍ତିକୁ ଅସ୍ତ୍ର କରିବା ବନ୍ଦ ହେଉ

ନୂଆଦିଲ୍ଲୀ,୨।୧(ପି.ଟି.): ଅତ୍ୟାବଶ୍ୟକ ସରକାରୀ ସେବାରେ ଆଧାର ନମ୍ବର ବ୍ୟବହାର ଜରୁରୀ ନୁହେଁ ବୋଲି ସୁପ୍ରିମକୋର୍ଟ ଗତବର୍ଷ ମାର୍ଚ୍ଚରେ ରାୟ ଦେଇଥିଲେ। ଏହା ସତ୍ତ୍ୱେ କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଅଧିନିୟମ (ଏମ୍‌ଜିଏନ୍‌ଆର୍‌ଇଜିଏ)ରେ ମଜୁରି ପୈଠ ପାଇଁ ଆଧାରଭିତ୍ତିକ…

ଦେଶରେ ୧୯୬ ଜେଏନ୍‌.୧ ମାମଲା

ନୂଆଦିଲ୍ଲୀ,୨।୧(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା କୋଭିଡ୍‌-୧୯ର ସବ୍‌ଭାରିଆଣ୍ଟ ଜେଏନ୍‌.୧ ସଂକ୍ରମଣ ୧୯୬ରେ ପହଞ୍ଚତ୍ଛି। ଆଇଏନ୍‌ଏସ୍‌ଏସିଓଜି ତଥ୍ୟରୁ ଏହା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟ ଏବଂ କେନ୍ଦ୍ରଶାସିିତ ଅଞ୍ଚଳକୁ ଉକ୍ତ ଭାରିଆଣ୍ଟ ସଂକ୍ରମଣ କଲାଣି। କେରଳରେ ସର୍ବାଧିକ ୮୩…

ଦକ୍ଷିଣ କୋରିଆର ବିରୋଧୀ ନେତା ଲି ଜେ ମ୍ୟୁଙ୍ଗଙ୍କ ଉପରକୁ ଛୁରିରେ ଆକ୍ରମଣ: ଦେଖନ୍ତୁ ଭିଡିଓ

ସିଓଲ,୨।୧: ଦକ୍ଷିଣ କୋରିଆର ବିରୋଧୀ ଦଳ ନେତା ଲି ଜେ ମ୍ୟୁଙ୍ଗଙ୍କ ଉପରକୁ ଛୁରିରେ ଆକ୍ରମଣ କରାଯାଇଛି। ଯେତେବେଳେ ସେ ପ୍ରେସ କନଫରେନ୍ସ କରୁଥିଲେ ସେହି ସମୟରେ ତାଙ୍କ ଉପରକୁ ଏହି ଆକ୍ରମଣ କରାଯାଇଛି। ଦକ୍ଷିଣ କୋରିଆର ନ୍ୟୁଜ ଏଜେନ୍ସି ୟୋନହାପ…

୭ ଘଣ୍ଟାରେ ୬୦ ଥର ଥରିଲା ଜାପାନ, ଲୋକେ ଭୟଭୀତ

ଟୋକିଓ,୨।୧: ଜାନୁୟାରୀ ୧ ସୋମବାର ଅର୍ଥାତ୍‌ ନୂଆବର୍ଷରେ ସ୍ଥାନୀୟ ସମୟ ଅପରାହ୍ନ ୪ଟା ସମୟରେ କେନ୍ଦ୍ରୀୟ ଜାପାନର ପଶ୍ଚିମ ଉପକୂଳରେ ଥିବା ଇଶିକାୱା ପ୍ରିଫେକ୍ଟରର ନୋଟୋ ଉପଦ୍ୱୀପ ନିକଟରେ ୭.୬ ମ୍ୟାଗ୍ନିଚ୍ୟୁଡର ଏକ ଶକ୍ତିଶାଳୀ ଭୂକମ୍ପ ଘଟି ଅନେକ ଘର ଭୁଶୁଡ଼ିବା,…

ବଫର୍ ଷ୍ଟକ୍ ପାଇଁ ୨୫,୦୦୦ ଟନ୍ ପିଆଜ କିଣିଲେଣି ସରକାର

ନୂଆଦିଲ୍ଲୀ,୧ା୧: ଘରୋଇ ଉପଲବ୍ଧତା ବୃଦ୍ଧି ତଥା ମୂଲ୍ୟ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ବଫର ଷ୍ଟକ୍ ବଜାୟ ରଖିବା ଏବଂ ବଜାରରେ ହସ୍ତକ୍ଷେପ କରିବା ପାଇଁ ବିପୁଳ ପରିମାଣରେ ପିଆଜ କ୍ରୟ କରୁଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ସରକାର ବଫର…

ମଣିପୁରରେ ପୁଣି ହିଂସା: ୩ ଜଣଙ୍କୁ ଗୁଳି କରି ହତ୍ୟା, ଅନେକ ଜିଲାରେ କର୍ଫ୍ୟୁ

ଇମ୍ଫାଲ,୧।୧: ସୋମବାର ସାରେ ମଣିପୁରର ଥୌବାଲ ଜିଲାରେ ତିନି ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ୫ ଜଣ ଆହତ ହୋଇଥିବା ଅଭିଯୋଗ ହୋଇଛି। ଯାହା ପରେ ପୁଣିଥରେ ରାଜ୍ୟର ପାଞ୍ଚଟି ଉପତ୍ୟକା ଜିଲାରେ କର୍ଫ୍ୟୁ ଲାଗୁ କରାଯାଇଛି। ଅଧିକାରୀ…

ପିକନିକ୍ ପାଇଁ ଯାଉଥିବା ଗାଡ଼ି ପାଇଁ ଆବଶ୍ୟକ ସ୍ୱତନ୍ତ୍ର ଅନୁମତି, SOP ଜାରି କଲା ପରିବହନ ବିଭାଗ

ଭୁବନେଶ୍ୱର,୧।୧: ନୂଆବର୍ଷ ଏବଂ ଶୀତଋତୁରେ ଲୋକମାନେ ବିଭିନ୍ନ ସ୍ଥାନକୁ ବୁଲିଯିବାକୁ ଯୋଜନା କରିଥାନ୍ତି। ପିକନିକ୍‌ ଋତୁରେ ମାତ୍ରାଧିକ ଦୁର୍ଘଟଣା ରୋକିବା ପାଇଁ ଓଡ଼ିଶା ପରିବହନ ବିଭାଗ ପକ୍ଷରୁ ମାନକ ସଂଚାଳନ ପ୍ରକ୍ରିୟା(ଏସଓପି)ଜାରି କରାଯାଇଛି। ଏହି ନୁଆ ଏସଓପିରେ କଠୋର ନିୟମାବଳୀ ରହିଛି।…

ଡିସେମ୍ବରରେ ୧.୬୫ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ କଲେ ଭାରତ ସରକାର, ଓଡ଼ିଶାର ନୂଆ ରେକର୍ଡ

ଭୁବନେଶ୍ୱର,୧।୧: ଡିସେମ୍ବର ୨୦୨୩ରେ ୧.୬୫ ଲକ୍ଷ କୋଟି ଟଙ୍କା ହୋଇଛି ଜିଏସ୍‌ଟି ସଂଗ୍ରହ। ସୋମବାର କେନ୍ଦ୍ର ଅର୍ଥ ମନ୍ତ୍ରାଳାୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ବର୍ଷ ଡିସେମ୍ବର ତୁଳନାରେ ଏହା ୧୦ ପ୍ରତିଶତ ବୃଦ୍ଧି ପାଇଥିଲା ବେଳେ ଚଳିତବର୍ଷ ନଭେମ୍ବର…

ଜାପାନ ସୁନାମୀ ପରେ ୩୩ ହଜାର ଘରୁ କଟିଲା ବିଜୁଳୀ, ଜାରି ହେଲା ହେଲ୍ପଲାଇନ ନମ୍ବର

ଟୋକିଓ/ନୂଆଦିଲ୍ଲୀ,୧।୧: ଜାପାନରେ ବଡ ଧରଣର ଭୂକମ୍ପ ପରେ ହଜାର ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ଇଶିକାୱାରେ ସମୁଦ୍ରର ଉଚ୍ଚ ତରଙ୍ଗ ଲୋକଙ୍କୁ ଭୟଭୀତ କରିଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୫ ମାପ କରାଯାଇଛି । ରୁଷିଆର ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟ…

Video: ଶକ୍ତିଶାଳୀ ଭୂମିକମ୍ପ ପରେ ଜାପାନକୁ ଛୁଇଁଲା ସୁନାମିର ପ୍ରଥମ ଜୁଆର, ଉଚ୍ଚ ସ୍ଥାନକୁ ଚାଲିଯିବାକୁ ବାସିନ୍ଦାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧।୧: ସୋମବାର କେନ୍ଦ୍ରୀୟ ଜାପାନରେ ୭.୫ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ପରେ ସୁନାମିର ପ୍ରଥମ ଜୁଆର ଉପକୂଳକୁ ଛୁଇଁଛି। ସୁନାମି ପ୍ରଭାବକୁ ଦୃଷ୍ଟିରେ ରଖି ଉପକୂଳ ବାସିନ୍ଦାଙ୍କୁ ଉଚ୍ଚ ସ୍ଥାନକୁ ଚାଲିଯିବାକୁ କୁହାଯାଇଛି। ଭୂମିକମ୍ପ ଉତ୍ପତ୍ତିସ୍ଥଳ ହାୱାଇ ସ୍ଥିତ ପ୍ରଶାନ୍ତ…

ମେଟ୍ରୋ ଟ୍ରେନ୍‌ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧: ନୂଆବର୍ଷରେ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ମେଟ୍ରୋ ଟ୍ରେନ୍‌ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ୍‌ ଭେଟି ଦେଇ ମୁଖ୍ୟମନ୍ତ୍ରୀ ଏହି ଐତିହାସିକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ବାରଙ୍ଗ ବ୍ଲକର ରତାଗଡ଼-ଲେଙ୍କାସାହିରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ…

ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ମାର୍ଚ୍ଚ ୧୨ରେ ହେବ ବୋମା ବିସ୍ଫୋରଣ: ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁଙ୍କ ଧମକ…

ନୂଆଦିଲ୍ଲୀ,୧।୧ : ଆମେରିକାରେ ବସିଥିବା ବିଚ୍ଛିନ୍ନତାବାଦୀ ତଥା ଶିଖ ଫର ଜଷ୍ଟିସ ପ୍ରତିଷ୍ଠାତା ଗୁରୁପତଓ୍ବନ୍ତ ସିଂ ପନ୍ନୁ ପୁଣି ଥରେ ଭାରତକୁ ଧମକ ଦେଇଛନ୍ତି। ପୃଥକ ଖାଲିସ୍ତାନ ଉପରେ ହୋଇଥିବା ଜନମତ ସଂଗ୍ରହରେ ବିଫଳ ହେବା ପରେ ସେ ବମ୍ବେ ଷ୍ଟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri