ରୋବଟର ଚାକିରି ଛଡାଇ ନେଲେ ମହିଳା, ଏବେ ମେଶିନ ପରି କରୁଛନ୍ତି କାମ
ବେଜିଂ,୭।୧୨: ଟେକ୍ନୋଲଜି ଏବେ ମଣିଷଙ୍କ କାମ ସହଜ କରିଦେଉଛି। ବର୍ତ୍ତମାନ ଏଆଇର ଭିନ୍ନ ଏକ ବିପ୍ଲବରେ ମଣିଷଙ୍କ ରୋଜଗାର ଛଡାଇବାକୁ ବସିଲାଣି। ଏଥିସଯୋଗୁ ସବୁଠି ଛଟେଇ କରାଯାଇ ରୋବଟ କିମ୍ବା ଏଆଇ ମାଧ୍ୟମରେ ବିଭିନ୍ନ କାର୍ଯ୍ୟ କରାଯାଉଛି। ଏହାରି ଭିତରେ ଚାଇନାର…
ଟଙ୍କାଏରେ ହେବ ଯାତ୍ରୀଙ୍କ ଚିକିତ୍ସା, ରେଳ ବିଭାଗର ବଡ଼ ପଦକ୍ଷେପ…
ବାରାଣସୀ,୭।୧୨ : ବାରାଣସୀର କ୍ୟାଣ୍ଟ ରେଳ ଷ୍ଟେଶନର ସର୍କୁଲାର ଅଞ୍ଚଳରେ ସ୍ବାସ୍ଥ୍ୟ ୟୁନିଟର ଏକ ନୂତନ ସେଟଅପ ଖୋଲିବ। ସେଠାରେ ଅନ୍ କଲ୍ ଡାକ୍ତର ରହିବେ। ଟ୍ରେନରେ ଯାତ୍ରା କରିବା ସମୟରେ ଯଦି ଯାତ୍ରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୁଏ, ତେବେ…
ସଡକ ଦୁର୍ଘଟଣା ଆହତଙ୍କୁ ହସ୍ପିଟାଲରେ ପହଞ୍ଚାଇଥିବା ବ୍ୟକ୍ତିଙ୍କୁ ମିଳିବ ୨ ହଜାର ଟଙ୍କା ପୁରସ୍କାର: ସରକାରଙ୍କ ବଡ଼ ଘୋଷଣା…
ଚଣ୍ଡିଗଡ,୭।୧୨ : ପଞ୍ଜାବରେ ଯେଉଁମାନେ ସଡ଼କ ଦୁର୍ଘଟଣାରେ ଆହତ ଲୋକଙ୍କୁ ଡାକ୍ତରଖାନାକୁ ନେଉଛନ୍ତି ସେମାନଙ୍କୁ ପୁରସ୍କାର ସ୍ବରୂପ ରାଜ୍ୟ ସରକାର ୨ ହଜାର ଟଙ୍କା ପ୍ରଦାନ କରିବେ। ଯଦି ସେ ନିଜେ ପ୍ରତ୍ୟକ୍ଷଦର୍ଶୀ ହେବାକୁ ଚାହାନ୍ତି ନାହିଁ ତେବେ ପୋଲିସ କିମ୍ବା…
ବୁଲଡଗ-ପିଟବୁଲ ପରି ବିପଜ୍ଜନକ ପ୍ରଜାତି କୁକୁରଙ୍କ ଉପରେ ପ୍ରତିବନ୍ଧକ: କେନ୍ଦ୍ରକୁ ୩ ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ କୋର୍ଟଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୭।୧୨ : କୁକୁରମାନଙ୍କର ବିପଜ୍ଜନକ ପ୍ରଜାତି ରଖିବା ପାଇଁ ଲାଇସେନ୍ସ ଉପରେ ପ୍ରତିବନ୍ଧକ ଲଗାଇବା ଏବଂ ବାତିଲ କରିବାକୁ ଏକ ନିର୍ଦ୍ଦେଶନାମା ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ମନମୋହନ…
ଇଣ୍ଡିଆ ମେଣ୍ଟ ବୈଠକରେ ମମତା ଯୋଗ ନ ଦେବା ଘଟଣା: ବୈଠକ ସମ୍ପର୍କରେ ଜାଣି ନ ଥିଲି: ମମତା
କୋଲକାତା,୭।୧୨: ବିରୋଧୀ ମେଣ୍ଟ ଇଣ୍ଡିଆର ସମନ୍ବୟ ବୈଠକ ଡିସେମ୍ବର ପ୍ରଥମ ସପ୍ତାହରେ ହେବାକୁ ଥିବାବେଳେ ୩ରାଜ୍ୟ ମଧ୍ୟପ୍ରଦେଶ, ଛତିଶଗଡ ଓ ରାଜସ୍ଥାନର ଶୋଚନୀୟ ପରାଜୟ ପରେ ଏହାକୁ ସ୍ଥଗିତ ରଖାଯାଇଥିଲା। ତେବେ ନିର୍ବାଚନ ଲଢିବା ପୂର୍ବରୁ ଆସନ ବୁଝାମଣାକୁ ନେଇ ହୋଇଥିବା…
ସରକାରୀ ବାବୁଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ: ଭୁଲ ନିଷ୍ପତ୍ତି ଯୋଗୁ ସରକାରୀ ରାଜକୋଷର ହୋଇଥିବା କ୍ଷତିର କ୍ଷତିପୂରଣ ଦିଅ…
ନୂଆଦିଲ୍ଲୀ,୭।୧୨ : ସୁପ୍ରିମକୋର୍ଟ ଏପରି ଅଧିକାରୀଙ୍କୁ ତାଗିଦ କରିଛନ୍ତି ଯେଉଁମାନଙ୍କ ଭୁଲ ନିଷ୍ପତ୍ତି ସରକାରୀ ରାଜକୋଷକୁ କ୍ଷତି ପହଞ୍ଚାଉଛି। ଏଥିସହ ନିର୍ଦ୍ଦେଶ ଦେଇଛନ୍ତି ଦୋଷୀ ଅଧିକାରୀ ତଥା ଲାଭ ପାଇଥିବା ଅଧିକାରୀଙ୍କୁ କ୍ଷତିପୂରଣ ଦେବାକୁ ପଡିବ। ପ୍ରକୃତରେ, ଗତ ୨୪ ବର୍ଷ…
ମିତ୍ର ଦେଶଙ୍କ ସହାୟତା ଉପରେ ନିର୍ଭରଶୀଳ ନୁହେଁ ୟୁକ୍ରେନ: ଜେଲେନେସ୍କିଙ୍କ ଦୃଢ଼ୋକ୍ତି…
କିଭ,୭।୧୨ : ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଆମେ ନିଜର ପ୍ରତିରକ୍ଷା କ୍ଷମତାକୁ ସୁନିଶ୍ଚିତ କରିବା ଏବଂ ସୁରକ୍ଷା ପ୍ରଦାନକାରୀ ହେବା ଲକ୍ଷ୍ୟରେ ମିତ୍ର ଦେଶଙ୍କ ସହଯୋଗରେ ଘରୋଇ ସାମରିକ ଉତ୍ପାଦନ ବୃଦ୍ଧି କରୁଛୁ। ୟୁକ୍ରେନ କେବଳ ମିତ୍ର ଦେଶଙ୍କ…
ଯୁଦ୍ଧରେ ପୁଟିନଙ୍କୁ ବିଜୟୀ ହେବାକୁ ଦେବି ନାହିଁ: ବାଇଡେନ…
ଓ୍ବାଶିଂଟନ,୭।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ୟୁକ୍ରେନକୁ ସାମରିକ ସହାୟତା ଯୋଗାଇ ଦେବା ପାଇଁ ଅନ୍ୟ ଦେଶଙ୍କୁ ଅନୁରୋଧ କରିଛନ୍ତି। ବାଇଡେନ କହିଛନ୍ତି ୟୁକ୍ରେନ ଉପରେ ରୁଷିଆର ବିଜୟ ରୋକିବା ପାଇଁ ଆମେରିକାର ସୈନ୍ୟ ଯୁଦ୍ଧରେ ଅଂଶଗ୍ରହଣ କରିବେ। ଯଦି…
ପ୍ରତି ମିନିଟରେ ୮.୪୯ କୋଟି ରୋଜଗାର କଲେ ଗୌତମ ଆଦାନୀ
ମୁମ୍ବାଇ,୬ା୧୨: ଗତ ଦୁଇ ଦିନ (ସୋମବାର ଏବଂ ମଙ୍ଗଳବାର) ରେ ଆଦାନୀ ଗ୍ରୁପ୍ ଚେୟାରମ୍ୟାନ୍ ଗୌତମ ଆଦାନୀଙ୍କ ସମ୍ପତ୍ତି ୧୬.୭୧ ବିଲିୟନ ଡ଼ଲାରରେ ବୃଦ୍ଧି ପାଇଛି। ଏହା ପଛର କାରଣ ହେଉଛି ଆଦାନୀ ଗ୍ରୁପ୍ ର ସେୟାରରେ ବୃଦ୍ଧି। ଯଦି ଆମେ…
ମହିଳା ଟି୨୦ କ୍ରିକେଟ: ଇଂଲଣ୍ଡଠାରୁ ୩୮ ରନରେ ହାରିଲା ଭାରତ
ମୁମ୍ବାଇ, ୬।୧୨: ଶେଫାଳି ବର୍ମାଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ ବୁଧବାର ଏଠାରେ ଅନୁଷ୍ଠିତ ପ୍ରଥମ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡଠାରୁ ୩୮ ରନରେ ହାରି ଯାଇଛି। ଇଂଲଣ୍ଡ ୨୦ ଓଭରରେ ୬ ଉଇକେଟ ହରାଇ ୧୯୭ ରନ କରିଥିବାବେଳେ ଭାରତ…
ଟ୍ରମ୍ପ ଗଣତନ୍ତ୍ର ପାଇଁ ବିପଦ: ବାଇଡେନ
ଓ୍ବାଶିଂଟନ,୬ା୧୨: ଆସନ୍ତାବର୍ଷ ଆମେରିକାରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟିକ୍ ଏବଂ ରିପବ୍ଲିକାନ୍ ପାର୍ଟିର ଅଭିଯାନ ଗତିଶୀଳ ହୋଇଛି। ଏକ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଜୋ ବାଇଡେନ ଯୋଗ ଦେଇ କହିଛନ୍ତି, ଯଦି ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ…
ଇମ୍ରାନଙ୍କୁ କୋର୍ଟରୁ ଝଟ୍କା
ଇସଲାମାବାଦ,୬ା୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ଇସଲାମାବାଦ ହାଇକୋର୍ଟ(ଆଇଏଚ୍ସି)ରୁ ଏକ ଶକ୍ତ ଝଟ୍କା ଲାଗିଛି। ତୋସାଖାନା ମାମଲାରେ ଅଯୋଗ୍ୟତା ବିରୋଧରେ ଆବେଦନ ପ୍ରତ୍ୟାହାରକୁ କୋର୍ଟ ଖାରଜ କରିଛନ୍ତି। ଆଇଏଚ୍ସି ପ୍ରଧାନ ବିଚାରପତି ଅମର ଫାରୁକ୍ ବୁଧବାର ଏହି ରାୟ ପ୍ରଦାନ…
Archives


