ଯୁକ୍ତ ୩ ଓ ପିଜି ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟ ମନ୍ତ୍ରୀ, ବର୍ଷକୁ ମିଳିବ…
ଯାଜପୁର, ୧୩।୨: ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏ…
ଇଶାନ, ଶ୍ରେୟସଙ୍କର ଟିମ ଇଣ୍ଡିଆରେ ହେବ ନାହିଁ ପ୍ରତ୍ୟାବର୍ତ୍ତନ, ଉଭୟଙ୍କ ଉପରେ ଏହି କଠୋର ନିଷ୍ପତ୍ତି ନେଲା ବିସିସିଆଇ
ନୂଆଦିଲ୍ଲୀ,୧୩।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ଉଇକେଟ୍ କିପର ବ୍ୟାଟର୍ ଇଶାନ କିଷନ ଏହି ସିରିଜରେ ଚୟନ କରାଯାଇନାହିଁ। ଯେଉଁ କାରଣରୁ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହାପୂର୍ବରୁ ଖବର ଆସିଥିଲା ଯେ ସେ…
ଶମ୍ଭୁ ବର୍ଡରରେ ହିଂସା ଭଳି ପରିସ୍ଥିତି, ଲୁହବୁହା ଗ୍ୟାସ ପ୍ରୟୋଗ କଲା ପୋଲିସ
ଚଣ୍ଡିଗଡ଼,୧୩।୨: କୃଷକଙ୍କ ଆନ୍ଦୋଳନ ଯୋଗୁଁ ହରିୟାଣାର ଶମ୍ଭୁ ସୀମାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ହରିୟାଣା ପୋଲିସ ଦ୍ୱାରା ଲୁହବୁହା ଗ୍ୟାସ ସେଲ ଫିଙ୍ଗି ଦିଆଯାଇଥିଲା। ଏହି ସମୟରେ ଘଟଣାସ୍ଥଳରେ ବିଶୃଙ୍ଖଳା ହୋଇଥିଲା। ମଧ୍ୟାହ୍ନ ପ୍ରାୟ ୧୨ଟାରେ ଚାଷୀମାନେ ସୀମା ପାର…
ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦୁଇ ଦିନିଆ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଗସ୍ତ କରିବେ। ଏହି ସମୟରେ ସେ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ ନାହୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ଏବଂ ଆବୁଧାବିରେ…
ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ, କରିବେ ନିର୍ବାଚନୀ ପ୍ରଚାର
ଭୁବନେଶ୍ୱର,୧୩।୨: ପ୍ରମୁଖ ରାଜନୈତିକ ଦଳମାନେ ଓଡ଼ିଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ସେମାନଙ୍କ ରଣନୀତି ଦୃଢ କରିବାରେ ଲାଗିଛନ୍ତି। ଭାଜପା ଦଳର ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କ ସହିତ…
ହାତ ଛାଡିବା ପରେ ଆଜି ପଦ୍ମରେ ସାମିଲ ହେବେ ଅଶୋକ ଚୌହାନ
ମୁମ୍ବାଇ,୧୩।୨: କଂଗ୍ରେସ ଛାଡିବା ପରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ ମଙ୍ଗଳବାର ଭାଜପାରେ ଯୋଗଦେବାର ସମ୍ଭାବନା ରହିଛି। ଏହି ବିବୃତ୍ତି ତାଙ୍କ କାର୍ଯ୍ୟାଳୟରୁ ଆସିଛି। ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଝଟକା ଦେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ…
ଆଜି ଆସୁଛନ୍ତି ଶିବରାଜ: ଆଗକୁ ଆସିବେ ଗଡକରୀ, ରାଜନାଥ
ଭୁବନେଶ୍ୱର,୧୩।୨(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଭାଜପା ନିଜର ରାଜନୈତିକ ପ୍ରସ୍ତୁତିକୁ ଜୋରଦାର କରିଛି। ଦଳର କେନ୍ଦ୍ରୀୟ ନେତାମାନେ ସରକାର ଗଠନ କରିବାର ଦମ୍ଭୋକ୍ତି ଦେଖାଉଛନ୍ତି। ସେହିକ୍ରମରେ ଆସନ୍ତା ୨୪ ତାରିଖ ମଧ୍ୟରେ ଭାଜପା ପକ୍ଷରୁ ସବୁ…
ଲଣ୍ଡନ ସ୍କୁଲ ଅଫ ଇକୋନମିକ୍ସ, ଅକ୍ସଫୋର୍ଡରୁ ମମତାଙ୍କୁ ନିମନ୍ତ୍ରଣ!
କୋଲକତା,୧୩।୨: ଜୁନରେ ଲଣ୍ଡନର ଅକ୍ସଫୋର୍ଡ ୟୁନିଭରସିଟିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଷଣ ଦେବାକୁ ଯାଉଛନ୍ତି। ସେ ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସ ପରିଦର୍ଶନ କରିବେ ଏବଂ ସେଠାରେ ଥିବା ଛାତ୍ରମାନଙ୍କୁ ଭେଟିବେ। ସୋମବାର ଭବାନିପୁରରେ ମମତା ବାନାର୍ଜୀ ଏହା କହିଛନ୍ତି।…
ଜାଣନ୍ତୁ କାହାକୁ ରାଜ୍ୟସଭା ପ୍ରାର୍ଥୀ କଲା ବିଜେଡି
ଭୁବନେଶ୍ୱର,୧୨।୨: ବିଜେଡି ସୋମବାର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ବିଜେଡି ସଭାପତି ତଥା ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଯୁବ ନେତା ଶୁଭାଶିଷ ଖୁଣ୍ଟିଆଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଜାରି ହୋଇଥିବା ପ୍ରେସ ବିଜ୍ଞପ୍ତିରେ ଏହି ଦୁଇ…
କାର୍ ଦୁର୍ଘଟଣାରେ ଚାଲିଗଲା ୨୪ ବର୍ଷୀୟ ମାରାଥନ ଧାବକ କିପ୍ଟମ୍ଙ୍କ ଜୀବନ
ନାଇରୋବି,୧୨ା୨: କ୍ରୀଡ଼ା ଜଗତ ପାଇଁ ଆସିଛି ଏକ ଦୁଃଖଦ ଖବର। ଏକ କାର୍ ଦୁର୍ଘଟଣାରେ ମାରାଥନ ବିଶ୍ୱ ରେକର୍ଡ ହାସଲକାରୀ କେଲଭିନ୍ କିପ୍ଟମ୍ଙ୍କର ମୃତ୍ୟୁ ଘଟିଛି। ଚଳିତ ବର୍ଷ ହେବାକୁଥିବା ପ୍ୟାରିସ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ପାଇଁ ସେ ମୁଖ୍ୟ ଦାବିଦାର…
ସୋନିଆଙ୍କ ଆସନରୁ ଲୋକ ସଭା ନିର୍ବାଚନ ଲଢିବେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୨।୨: ୨୬ ଫେବୃଆରୀରେ ରାଜ୍ୟ ସଭାର ୫୬ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏହି କାରଣରୁ ରାଜନୈତିକ ଦଳମାନେ କ୍ରମାଗତ ଭାବରେ ନିଜ ପ୍ରାର୍ଥୀ ଘୋଷଣା କରୁଛନ୍ତି। ସେପଟେ ଖବର ଆସୁଛି ଯେ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ…
ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି: ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା, ୯୫ ଲକ୍ଷ ୯୦ ହଜାର ପରିବାର ହେବେ ଉପକୃତ
ଭୁବନେଶ୍ୱର,୧୨।୧: ରାଜ୍ୟ କ୍ୟାବିନେଟରେ ସୋମବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଏବଂ ୨ଟି ଝୋଟ ବ୍ୟାଗ୍ ମିଳିବ। ଏଥିରେ ରାଜ୍ୟର ୯୫ ଲକ୍ଷ ୯୦ ହଜାର ପରିବାର ଉପକୃତ ହେବେ। ତେବେ…
Archives


