Home Middle

ବଢିଲା ଏଲନ ମସ୍କଙ୍କ ଚିନ୍ତା: ଟୁଇଟରକୁ ଟକ୍କର ଦେବ ଏହି ଆପ୍‌

ନୁୟର୍କ, ୧୨।୨: ଜ୍ୟାକ ଡୋର୍ସି ସୋସିଆଲ ମିଡିଆ ଆପ ଟୁଇଟର କରିଥିଲେ, ଯାହା ଏକ ସମୟରେ ବେଶ ଲୋକପ୍ରିୟ ଥିଲା, ଯାହାକୁ ଏଲନ ମସ୍କ କିଣି ଏହାକୁ ଏକ୍ସ ନାମରେ ନାମିତ କରିଥିଲେ। ତେବେ, ସାଧାରଣ ବ୍ୟବହାରକାରୀଙ୍କ ପାଇଁ ବର୍ତ୍ତମାନ ଜ୍ୟାକ…

ଏନଡିଏରେ ସାମିଲ ହେବା ପ୍ରଶ୍ନ ଉପରେ ସ୍ପଷ୍ଟ କଲେ ଜୟନ୍ତ ଚୌଧୁରୀ

ନୂଆଦିଲ୍ଲୀ,୧୨।୨: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରିୟ ଲୋକ ଦଳ(ଆର୍‌ଏଲଡି) ଅଧ୍ୟକ୍ଷ ଜୟନ୍ତ ଚୌଧୁରୀ ବର୍ତ୍ତମାନ ଏନଡିଏରେ ଯୋଗଦେବା ନେଇ ଚାଲିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟାଇଛନ୍ତି। ଏନଡିଏରେ ଯୋଗଦେବା ପ୍ରଶ୍ନରେ ଆରଏଲଡି ମୁଖ୍ୟ ଜୟନ୍ତ ଚୌଧୁରୀ ତାଙ୍କ ଆଭିମୁଖ୍ୟ…

୫ ଜିଲାର ୧୩୪୦ ପଞ୍ଚାୟତରେ ଗଡ଼ିଲା ୩୦୧ ‘ଲକ୍ଷ୍ମୀ’ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୨(ଅସମାପିକା ସାହୁ): ସୋମବାର ୫ ଜିଲାରେ ସରକାର ଲକ୍ଷ୍ମୀ ବସ୍‌ ସେବା ଯୋଜନାର ଶୁଭାରମ୍ଭ ହୋଇଛି। ଆଜି ବଲାଙ୍ଗୀର, ବରଗଡ଼, ଭଦ୍ରକ, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫ଟି ଜିଲାର…

ଆସ୍ଥା ଭୋଟରେ ବିଜୟୀ ହେଲେ ନୀତୀଶ, ସପକ୍ଷରେ ୧୨୯ ଭୋଟ

ପାଟନା,୧୨।୨: ବିହାର ସରକାରଙ୍କ ନେତୃତ୍ୱରେ ନୀତୀଶ କୁମାର ଆଜି ଆସ୍ଥା ଭୋଟ ଜିତିଥିଲେ, ଏହା ଭଏସ ଭୋଟ ଦ୍ୱାରା ପାରିତ ହୋଇଥିଲା, ବିରୋଧୀମାନେ ଗୃହରୁ ଓ୍ବାକ ଆଉଟ କରିଥିଲେ। ଭୋଟିଂରେ ୧୨୯ଭୋଟ ସରକାରଙ୍କ ସପକ୍ଷରେ ଥିବାବେଳେ ବିରୋଧୀ ଦଳରେ ଶୂନ୍ୟ ଭୋଟ…

ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପାର ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୧୨ା୨: ୨୦୨୪ ନିର୍ବାଚନ ପାଇଁ ଏବେଠୁ କ୍ଷେତ୍ର ପ୍ରସ୍ତୁତ କଲାଣି ଭାଜପା। ଚଳିତ ମାସରେ ପ୍ରଚାର ପାଇଁ ଭାଜପାର ବହୁ ହେଭିଓ୍ବେଟ୍‌ ନେତା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଚଳିତ ମାସ…

ଏପ୍ରିଲ ୧୪ ରେ ପାଳନ ହେବ ପଣା ସଂକ୍ରାନ୍ତି, ମୋହର ମାରିଲେ ମୁକ୍ତି ମଣ୍ଡପ ପଣ୍ଡିତ

ପୁରୀ,୧୨।୨: ଏପ୍ରିଲ ୧୪ ତାରିଖରେ ପାଳନ ହେବ ମହାବିଷୁବ ପଣା ସଂକ୍ରାନ୍ତି। ଏପ୍ରିଲ ୧୩ ନା ୧୪ ତାରିଖରେ ପଣା ସଂକ୍ରାନ୍ତି ହେବ ତାହାକୁ ନେଇ ସଂଶୟ ଉପୁଜିଥିଲା। ଯେଉଁଥିପାଇଁ ସୋମବାର ପୁରୀରେ ପାଞ୍ଜି ବୈଠକ ବସିଥିଲା। ବୈଠକରେ ମୁକ୍ତି ମଣ୍ଡପ…

କେନ୍ଦୁଝରରେ ‘ଲକ୍ଷ୍ମୀ’ ବସ୍‌ ସେବା ଆରମ୍ଭ

କେନ୍ଦୁଝର,୧୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସମେତ ୫ଟି ଜିଲାରେ ଘରେ ଘରେ ଲକ୍ଷ୍ମୀ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି। କେନ୍ଦୁଝର, ବରଗଡ଼, ମୟୂରଭଞ୍ଜ, ବଲାଙ୍ଗୀର, ସୁନ୍ଦରଗଡ଼ ଜିଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ…

କଂଗ୍ରେସ ଛାଡ଼ିଲେ ମହାରାଷ୍ଟ୍ର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଅଶୋକ ଚୋୖହ୍ୱାନ, ନିର୍ବାଚନ ପୂର୍ବରୁ ଦଳକୁ ବଡ଼ ଝଟକା

ନୂଆଦିଲ୍ଲୀ,୧୨।୨: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ହେଭିୱେଟ୍ ଅଶୋକ ଚୋୖହ୍ୱାନ ସୋମବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ନାନା ପାଟୋଲଙ୍କୁ ଏକ ଧାଡିରେ ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେ ମୁଁ ୧୨/୦୨/୨୦୨୪…

୧ ଦେଶ ୩ ପ୍ରଧାନମନ୍ତ୍ରୀ ! ରାଜନୈତିକ ସଙ୍କଟରେ ପାକିସ୍ତାନ…

ଇସଲାମାବାଦ,୧୨।୨ : ଦୀର୍ଘ ଦିନ ଧରି ପାକିସ୍ତାନ ରାଜନୈତିକ ଏବଂ ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହୋଇଆସୁଛି। ସାଧାରଣ ନିର୍ବାଚନ ପରେ ଏହା ଅନ୍ତତଃପକ୍ଷେ ରାଜନୈତିକ ସଙ୍କଟରୁ ମୁକ୍ତ ହେବ ବୋଲି ବିଶ୍ୱାସ କରାଯାଉଥିଲା। କିନ୍ତୁ, ନିର୍ବାଚନ ଫଳାଫଳ ଆସିବା ପରେ ଏହି…

କଂଗ୍ରେସ ଛାଡ଼ିପାରନ୍ତି ମହାରାଷ୍ଟ୍ର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଅଶୋକ ଚୋୖହ୍ୱାନ, ବିଧାୟକ ପଦରୁ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୧୨।୨: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ବଡ଼ ଝଟକା ଲାଗିଛି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ହେଭିୱେଟ୍ ଅଶୋକ ଚୋୖହ୍ୱାନ ଦଳର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। 65 ବର୍ଷୀୟ ନେତା ସୋମବାର ବିଧାନସଭା ବାଚସ୍ପତିଙ୍କୁ…

ରାଜଧାନୀରେ ମାସେ ପାଇଁ ସମାବେଶ ମନା

ନୂଆଦିଲ୍ଲୀ,୧୨ା୨: ରାଜଧାନୀ ଦିଲ୍ଲୀରେ ମାସେ ପର୍ଯ୍ୟନ୍ତ ସମାବେଶ ଉପରେ କଟକଣା ଲାଗୁ କରାଯାଇଛି। ଚାଷୀ ଆନ୍ଦୋଳକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ୧୨ ପର୍ଯ୍ୟନ୍ତ ଦିଲ୍ଲୀରେ କୌଣସି ବଡ଼ ଧରଣର ସମାବେଶ ହୋଇପାରିବ ନାହିଁ। ମଙ୍ଗଳବାରଠାରୁ ଚାଷୀ ଆନ୍ଦୋଳନ…

Farmers Protest: ଚରଣ ସିଂ-ସ୍ବାମୀନାଥନଙ୍କୁ ଭାରତ ରତ୍ନ ପରେ ବି କାହିଁକି ଚାଷୀ କରୁଛନ୍ତି ଆନ୍ଦୋଳନ, ୧୬ ଫେବୃଆରୀରେ ଭାରତ ବନ୍ଦ ଡାକରା…

ନୂଆଦିଲ୍ଲୀ,୧୨।୨ : କୃଷକ ନେତା ଚୌଧୁରୀ ଚରଣ ସିଂ ଏବଂ ସବୁଜ ବିପ୍ଳବ ପିତା କୁହାଯାଉଥିବା ଏମଏସ ସ୍ବାମୀନାଥନସଙ୍କୁ ଭାରତ ରତ୍ନ ଦିଆଯିବା ଘୋଷଣା ମଧ୍ୟରେ କୃଷକମାନେ ପୁଣି ଥରେ ରାସ୍ତାକୁ ଓହ୍ଲାଇବାକୁ ଯାଉଛନ୍ତି। ଫେବୃଆରୀ ୧୩ ରେ ପଞ୍ଜାବ-ହରିୟାଣାର କୃଷକମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri