ଆଶୁତୋଷ ପରିଡ଼ାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଭୁବନେଶ୍ୱର,୨୦ା୧୨(ଶର୍ମିଷ୍ଠା ପାଣିଗ୍ରାହୀ): କେନ୍ଦ୍ର ସାହିତ୍ୟ ଏକାଡେମୀ ୨୦୨୩ ପୁରସ୍କାର ପାଇବେ ବିଶିଷ୍ଟ କବି ଆଶୁତୋଷ ପରିଡ଼ା। ସ୍ବରଚିତ କବିତା ସଙ୍କଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ସେ ଏହି ପୁରସ୍କାର ପାଇବେ। ବୁଧବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଏ ନେଇ ଘୋଷଣା…
ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଇମ୍ରାନଙ୍କ ଦଳ
ଇସଲାମାବାଦ,୨୦ା୧୨: ପାକିସ୍ତାନର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଅତି କମ୍ରେ ତିନୋଟି ନିର୍ବାଚନମଣ୍ଡଳୀରୁ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ତାଙ୍କ ଦଳ ଘୋଷଣା କରିଛି। ୭୧ ବର୍ଷୀୟ ପୂର୍ବତନ କ୍ରିକେଟର ରାଜନେତା ଏହି ବର୍ଷ ଅଗଷ୍ଟ ମାସରେ…
ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ପାଇଲଟ-ଫଟୋଗ୍ରାଫର ମୃତ
ଓ୍ବାଶିଂଟନ,୨୦ା୧୨: ଆମେରିକାର ନ୍ୟୁ ଜର୍ସିରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ଥିବା ପାଇଲଟ ଏବଂ ଫଟୋଗ୍ରାଫରଙ୍କର ମୃତ୍ୟୁ ଘଟିଛି। ଏକ ରିପୋର୍ଟରୁ ପ୍ରକାଶ ଯେ, ଟେଲିଭିଜନ ଆଉଟ୍ଲେଟ୍ର ଜଣେ ପାଇଲଟ ଏବଂ ଫଟୋଗ୍ରାଫର ଏହି ହେଲିକପ୍ଟରରେ ଥିଲେ। ଏହି ଦୁଇଜଣ…
ଲୋକସଭାରେ ପାସ୍ ହେଲା ତିନି ଆପରାଧିକ ଆଇନ ସଂଶୋଧନ ବିଲ୍
ନୂଆଦିଲ୍ଲୀ,୧୯।୧୨: ଆପରାଧିକ ଆଇନ ସହ ଜଡିତ ତିନୋଟି ବିଲ୍ ଲୋକସଭାରେ ପାରିତ ହୋଇଛି। ଏହାପୂର୍ବରୁ ବୁଧବାର ଏହି ବିଲ୍ ଉପରେ ଆଲୋଚନା ପରେ ବାଚନିକା ଭୋଟରେ ଏଗୁଡିକ ପାରିତ ହୋଇଛି। ଆତଙ୍କବାଦ, ମହିଳାଙ୍କ ପ୍ରତି ଅପରାଧ, ଦେଶଦ୍ରୋହ ଏବଂ ଭିଡ଼ ହିଂସା…
ବାବ୍ରି ମସଜିଦ ତାଲା ଖୋଲିବା ନେଇ ରାଜୀବଙ୍କ ଉପରେ ଅସନ୍ତୁଷ୍ଟ ଥିଲେ ପ୍ରଣବ: ପ୍ରକାଶ କଲେ ଝିଅ ଶର୍ମିଷ୍ଠା…
ଲକ୍ଷ୍ନୌ,୨୦।୧୨ : ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରକାଶ କରିଛନ୍ତି। ସେ କହିଛନ୍ତି ୧୯୮୬ ମସିହାରେ ତାଙ୍କ ପିତା ପ୍ରଣବ ମୁଖାର୍ଜୀ ତତ୍କାଳୀନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଅଯୋଧ୍ୟାରେ ବାବ୍ରି ମସଜିଦ ତାଲା ଖୋଲିବାକୁ…
ପୁଣି ୨ଏମପି ନିଲମ୍ବିତ
ନୂଆଦିଲ୍ଲୀ,୨୦।୧୨: ସଂସଦ ତାତି ଥମି ନ ଥିବାବେଳେ ପୁଣି ୨ଏମପିଙ୍କୁ ନିଲମ୍ବିତ କରାଯାଇଛି। ବୁଧବାର, ଗୃହ ଅବମାନନା ମାମଲାରେ ବାଚସ୍ପତି ଦୁଇ ବିରୋଧୀ ଦଳ ନେତା ସି ଥମାସ ଏବଂ ଏ ଏମ ଆରିଫଙ୍କୁ ସଂସଦ ଅଧିବେଶନ ସରିବା ପର୍ଯ୍ୟନ୍ତ ନିଲମ୍ବିତ…
ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ଘୋଷଣା: ମହମ୍ମଦ ଶାମିଙ୍କ ସମେତ ୨୬ ଜଣଙ୍କୁ ଅର୍ଜୁନ ପୁରସ୍କାର, ୨ ଜଣଙ୍କୁ ଖେଳ ରତ୍ନ
ନୂଆଦିଲ୍ଲୀ,୨୦।୧୨: ଚଳିତ ବର୍ଷ କ୍ରୀଡ଼ା ପୁରସ୍କାର ପାଇଁ ଆଥଲେଟ୍ମାନଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ବ୍ୟାଡମିଣ୍ଟନ ଷ୍ଟାର ଯୋଡି ଚିରାଗ ଶେଟ୍ଟୀ ଏବଂ ସତଭିକ୍ ସାଇରାଜ ରାଙ୍କିରେଡିଙ୍କୁ ସବୁଠାରୁ ବଡ ସମ୍ମାନ ଖେଳ ରତ୍ନ ପୁରସ୍କାର ପ୍ରଦାନ କରାଯିବ। ଷ୍ଟାର କ୍ରିକେଟର…
ଭଗବାନଙ୍କ ନାମରେ ଜାରି ହେଲା ଏଣ୍ଟ୍ରି ପାସ…
ପ୍ରୟାଗରାଜ,୨୦।୧୨ : ଶ୍ରୀକୃଷ୍ଣ ଜନ୍ମଭୂମି-ଇଦଗାହା ବିବାଦର ଶୁଣାଣି ମଧ୍ୟରେ ଆହ୍ଲାବାଦ ହାଇକୋର୍ଟ ଭଗବାନ କେଶବଙ୍କ ନାମରେ ଏକ ଏଣ୍ଟ୍ରି ପାସ ଜାରି କରିଛନ୍ତି। ଅଭିଯୋଗକାରୀଙ୍କ ଅନୁଯାୟୀ କୋର୍ଟ ଏହି ପାସ ଜାରି କରିଛନ୍ତି। ଏହି ପାସ ରେ ମୋବାଇଲ ନମ୍ବର, କେସ…
୫୦୭ ଧାର୍ମିକ, ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୧୨: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର ମଧ୍ୟ…
ଶେୟାର ବଜାରରେ ଭୂକମ୍ପ, ତଳମୁହାଁ ହେଲା ସେନସେକ୍ସ-ନିଫ୍ଟି , ୧୦୦୦ ଅଙ୍କ ଖସିଲା…
ମୁମ୍ବାଇ,୨୦।୧୨ : ବୁଧବାର, ବାଣିଜ୍ୟ ସପ୍ତାହର ତୃତୀୟ ଦିନରେ ଷ୍ଟକ ମାର୍କେଟରେ ଭୂକମ୍ପ ହୋଇଛି। ବଜାର ଖୋଲିବା ମାତ୍ରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଥିଲା। କାରବାରର ଶେଷ ଘଣ୍ଟାରେ ହଠାତ ଶେୟାର ବଜାର ଭୁଶୁଡି ପଡିଥିଲା । ସେନସେକ୍ସ ପ୍ରାୟ…
ସଂସଦ ସୁରକ୍ଷାରେ ତ୍ରୁଟି: ଭାଜପା ଏମପିଙ୍କୁ କାହିଁକି କରାଯାଉନି ପଚରାଉଚରା, ପ୍ରଶ୍ନ କଲା କଂଗ୍ରେସ…
ନୂଆଦିଲ୍ଲୀ,୨୦।୧୨ : ସଂସଦର ଶୀତକାଳୀନ ଅଧିବେଶନରେ ୧୪୧ ଏମପିଙ୍କୁ ନିଲମ୍ବନ ପ୍ରସଙ୍ଗ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ସଂସଦର ସୁରକ୍ଷା ତ୍ରୁଟି ମାମଲା ସମ୍ପର୍କରେ ପରବର୍ତ୍ତୀ ରଣନୀତି ସ୍ଥିର କରିବାକୁ କଂଗ୍ରେସ ବୁଧବାର ଏକ ସଂସଦୀୟ ଦଳ ବୈଠକ ଡାକିଥିଲା। ଏହି…
ବିବାହିତା ମହିଳା ପାଖରେ ରଖି ପାରିବେ କେତେ ସୂନା ? ସରକାରୀ ନିୟମ ଉଲ୍ଲଂଘନ କଲେ ଲାଗୁ ହେବ ଜରିମାନା…
ନୂଆଦିଲ୍ଲୀ,୨୦।୧୨ : ଭାରତୀୟମାନଙ୍କ ପାଇଁ ସୁନା ସବୁଠାରୁ ପ୍ରିୟ ଧାତୁ। ବିବାହ, ଅଳଙ୍କାରଠାରୁ ଆରମ୍ଭ କରି ପୂଜା ପର୍ଯ୍ୟନ୍ତ ସବୁ ସ୍ଥାନରେ ଏହାକୁ ପ୍ରାଧାନ୍ୟ ଦିଆଯାଇଥାଏ । ଏହା ମଧ୍ୟ ଭାରତୀୟମାନଙ୍କ ପାଇଁ ସବୁଠାରୁ ପବିତ୍ର ଧାତୁ। ଏହା ଦୁନିଆର ସବୁଠାରୁ…
Archives


