Home Middle

ଫୋନ କଲ କରି ହଇରାଣ କଲେ ଦେବାକୁ ପଡିବ ୫୦ ହଜାରରୁ ୨ ଲକ୍ଷ ପର୍ଯ୍ୟନ୍ତ ଜରିମାନା…

ନୂଆଦିଲ୍ଲୀ,୧୯।୧୨ : ଯଦି କେହି ବିନା କାରଣରେ କଲ କରି ହଇରାଣ କରୁଛନ୍ତି, ତା’ହେଲେ ତାଙ୍କ ଉପରେ ୫୦ ହଜାରରୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଲଗାଯାଇପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ ନୂତନ ଟେଲିକମ ବିଲ ଆଗତ…

ଶିଳ୍ପପତିଙ୍କ ଋଣ ଛାଡ କରୁଛନ୍ତି ସରକାର, ହେଲେ କୃଷକଙ୍କ ଋଣ ହେଉନି ଛାଡ…

ଲକ୍ଷ୍ନୌ,୧୯।୧୨ : ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ କହିଛନ୍ତି ଭାଜପା ସରକାରଙ୍କ ଭୁଲ ନୀତି ଯୋଗୁଁ ସମସ୍ତେ କଷ୍ଟ ପାଉଛନ୍ତି। କେନ୍ଦ୍ର ସରକାର ୧୦ଲକ୍ଷ କୋଟିରୁ ଅଧିକ ଶିଳ୍ପପତିଙ୍କ ଋଣ ଛାଡ କରିଥିଲେ ମଧ୍ୟ…

ନିଲମ୍ବନ ହେଲେ ବି ଏମପିଙ୍କୁ ମିଳିବ ଦରମା, ଏହା ହେଉଛି କାରଣ…

ନୂଆଦିଲ୍ଲୀ,୧୯।୧୨ : ମଙ୍ଗଳବାର, ସଂସଦର ଶୀତକାଳୀନ ଅଧିବେଶନର ଦ୍ୱାଦଶ ଦିନରେ, ଏମପିଙ୍କ ନିଲମ୍ବନକୁ ନେଇ ବିରୋଧୀମାନେ ଉଭୟ ଗୃହରେ ହଟ୍ଟଗୋଳ ସୃଷ୍ଟି କରିଥିଲେ। ବିରୋଧୀ ଏମପିମାନେ ସଂସଦ ଭିତରୁ ଏବଂ ଗୃହର ଫାଟକ ଓ ପରିସରରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଲୋକସଭା…

୨୦୨୪ ନିର୍ବାଚନ ପାଇଁ କଂଗ୍ରେସର ମାଷ୍ଟର ପ୍ଲାନ…

ନୂଆଦିଲ୍ଲୀ,୧୯।୧୨ : ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛି। ଭାଜପା  ବିଜୟରେ ବାଧା ସୃଷ୍ଟି କରି ଆସନ ହାତେଇବା ଲାଗି ଏହି ସ୍ବତନ୍ତ୍ର ଯୋଜନାର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଦଳ ପକ୍ଷରୁ ଏକ ୫ ସଦସ୍ୟ…

୩ ବର୍ଷରେ ଆତ୍ମହତ୍ୟା କରିଛନ୍ତି ୨୦୬ ସିଆରପିଏଫ ଯବାନ, କାରଣ ସମ୍ପର୍କରେ ସୂଚନା ଦେଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୧୨ : ୨୦୨୦ରୁ ୨୦୨୩ ଗତ ୩ ବର୍ଷ ମଧ୍ୟରେ ୨୦୬ ସିଆରପିଏଫ ଯବାନ ଆତ୍ମହତ୍ୟା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହି ସୂଚନା ପ୍ରଦାନ କରିଛନ୍ତି। ବିବାଦ କାରଣରୁ ସିଆରପିଏଫ ଯବାନଙ୍କ ମୃତ୍ୟୁର ଆକଳନ ସେ ଉପସ୍ଥାପନ…

ପେଟ୍ରୋଲ ଦର ପୁଣି ହେବ ମହଙ୍ଗା,ଲୋହିତ ସାଗର ଦେଇ ପରିବହନ ସାମଗ୍ରୀର ବୀମା ମୂଲ୍ୟ ବୃଦ୍ଧି…

ନୂଆଦିଲ୍ଲୀ,୧୯।୧୨: ହୁତି ବିଦ୍ରୋହୀମାନେ ଲୋହିତ ସାଗରରେ ମାଲବାହୀ ଜାହାଜ ଡ୍ରୋନ ଆକ୍ରମଣ ଜାରି ରଖିଛନ୍ତି। ଫଳରେ ଅନ୍ତର୍ଜାତୀୟ ସାମୁଦ୍ରିକ ବାଣିଜ୍ୟରେ ବାଧା ସୃଷ୍ଟି ହୋଇଛି। କାର୍ଗୋ କମ୍ପାନୀଗୁଡିକ ଏହି ଅଞ୍ଚଳ ଦେଇ କାରବାର କରିବାକୁ ପଛ ଘୁଞ୍ଚା ଦେବାରେ ଲାଗିଛନ୍ତି। ବର୍ତ୍ତମାନ…

ଲୋହିତ ସାଗରରେ ୨ ମାଲବାହୀ ଜାହାଜ ଉପରେ ଡ୍ରୋନ ଆକ୍ରମଣ, ଅନ୍ତର୍ଜାତୀୟ ବାଣିଜ୍ୟ ଠପ୍‌…

ସାନା,୧୯।୧୨: ୟେମେନର ହୁତି ବିଦ୍ରୋହୀମାନେ ଲୋହିତ ସାଗରରେ ଦୁଇଟି ମାଲବାହୀ ଜାହାଜ ଉପରେ ଡ୍ରୋନ ଆକ୍ରମଣ କରିଥିବା ଦାବି କରିଛନ୍ତି। ଏହା ସାମୁଦ୍ରିକ ବାଣିଜ୍ୟରେ ବାଧା ସୃଷ୍ଟି କରିଛି ଏବଂ କାର୍ଗୋ କମ୍ପାନୀଗୁଡିକ ଏହି ଅଞ୍ଚଳଠାରୁ ଦୂରେଇ ଯାଇଛନ୍ତି । ହୁତି…

ସବୁଠାରୁ ମହଙ୍ଗା ଖେଳାଳି: ମିଚେଲଙ୍କୁ ୨୪.୭୫ କୋଟିରେ କିଣିଲା କୋଲକାତା

ଦୁବାଇ,୧୯।୧୨: ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ମିଚେଲଙ୍କୁ ୨୪.୭୫ କୋଟିରେ କୋଲକାତା ନାଇଟ୍‌ ରାଇଡର୍ସ କିଣିଛି। ଏଥିସହିତ ଆଇପିଏଲ୍‌ ଇତିହାସରେ ମିଚେଲ ଷ୍ଟାର୍କ ସବୁଠାରୁ ମହଙ୍ଗା ଖେଳାଳି ହୋଇଛନ୍ତି। ମିଚେଲଙ୍କ ଉପରେ ଦିଲ୍ଲୀ କ୍ୟାପିଟାଲ୍ସ…

ଏହି ୧୨ ଖେଳାଳିଙ୍କ ଉପରେ ହେଲା ଟଙ୍କା ବର୍ଷା: ଜାଣନ୍ତୁ କେଉଁ ଦଳକୁ ଗଲେ କେଉଁ ଖେଳାଳି

ଦୁବାଇ,୧୯।୧୨: ଆଇପିଏଲ୍‌ ୨୦୨୪ ପାଇଁ ନିଲାମ ମଙ୍ଗଳବାର ଦୁବାଇରେ ଅନୁଷ୍ଠିତ ହୋଇଛି। ଏହି ନିଲାମରେ ଖେଳାଳିଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ପ୍ରଥମ ନିଲାମ ୱେଷ୍ଟଇଣ୍ଡିଜ ଖେଳାଳି ରୋଭମାନ ପାୱେଲଙ୍କ ଉପରେ ଲାଗିଛି। ଇଂଲଣ୍ଡ ବ୍ୟାଟର ହ୍ୟାରି ବ୍ରୁକ, ଅଷ୍ଟ୍ରେଲିୟ ବ୍ୟାଟର…

ଆଇପିଏଲ୍ ଇତିହାସରେ ମହଙ୍ଗା ଖେଳାଳି ପ୍ୟାଟ୍ କମିନ୍ସ ,ଏତିକି ଟଙ୍କା ଦେଇ କିଣିଲା ସନରାଇଜର୍ସ ହାଇଦ୍ରାବାଦ

ଦୁବାଇ,୧୯।୧୨: ପ୍ୟାଟ୍ କମିନ୍ସଙ୍କୁ ସନରାଇଜର୍ସ ହାଇଦ୍ରାବାଦ ୨୦.୫୦ କୋଟିରେ କିଣିଛି। ଏହା ସହିତ ଆଇପିଏଲ୍ ଇତିହାସରେ ପ୍ୟାଟ୍ କମିନ୍ସ  ମହଙ୍ଗା ଖେଳାଳି ହୋଇଛନ୍ତି। କମିନ୍ସଙ୍କୁ କିଣିବା ପାଇଁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ ମଧ୍ୟ ସଂଘର୍ଷ କରିଥିଲା, କିନ୍ତୁ ଶେଷରେ ସନରାଇଜର୍ସ ବାଜି…

ଏତିକି କୋଟିରେ ରଚିନ ରବିନ୍ଦ୍ରଙ୍କୁ କିଣିଲା ଚେନ୍ନାଇ

ଦୁବାଇ,୧୯।୧୨: ନ୍ୟୁଜିଲାଣ୍ଡ ଅଲରାଉଣ୍ଡର ରଚିନ ରବିନ୍ଦ୍ରଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ ୧ କୋଟି ୮୦ଲକ୍ଷ ଟଙ୍କାରେ କିଣିଛି। ରବିନ୍ଦ୍ରଙ୍କ ବେସ ମୂଲ୍ୟ ୫୦ ଲକ୍ଷ ଟଙ୍କା ଥିଲା। ୨୦୨୩ ବିଶ୍ୱକପ୍‌ରେ ରବିନ୍ଦ୍ର ଚମତ୍କାର ପ୍ରଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ଆଇପିଏଲ୍‌ ୨୦୨୪ ପାଇଁ…

ଟ୍ରାଭିସ୍ ହେଡଙ୍କୁ ୬.୮୦ କୋଟିରେ କିଣିଲା ସନରାଇଜର୍ସ ହାଇଦ୍ରାବାଦ

ଦୁବାଇ,୧୯।୧୨: ଅଷ୍ଟ୍ରେଲୀୟ ବ୍ୟାଟର ଟ୍ରାଭିସ୍ ହେଡଙ୍କୁ ୬.୬୦ କୋଟିରେ କିଣିଛି ସନରାଇଜର୍ସ ହାଇଦ୍ରାବାଦ। ହେଡଙ୍କ ମୂଳ ମୂଲ୍ୟ ୨ କୋଟି ଟଙ୍କା ଥିଲା। ସନରାଇଜର୍ସ ହାଇଦ୍ରାବାଦ ହେଡଙ୍କ ନିଲାମ ଡାକରା ଆରମ୍ଭ କରିଥିଲା। ଏହା ପରେ ଚେନ୍ନାଇ ସୁପର କିଙ୍ଗ୍ସ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri