Home Middle

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି କରିଥିଲେ । ବିଲର କାଗଜପତ୍ର ଚିରି ଫିଙ୍ଗି ଦେଇଥିଲେ। ଗୃହର ପରିବେଶ…

ଅତିରଞ୍ଜିତ କରି ଏମିତି କଥା କହିଲେ ଟ୍ରମ୍ପ, ମୁଣ୍ଡରେ ହାତ ଦେଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ବୟାନ ପାଇଁ ଚର୍ଚ୍ଚାରେ ଅଛନ୍ତି। ଦେଶକୁ ସମ୍ବୋଧିତ କରି ସେ କହିଛନ୍ତି, ତାଙ୍କର ନିଷ୍ପତ୍ତି ଏବଂ ନୀତି ବିଶ୍ୱରେ ଅନେକ ବଡ଼ ବିବାଦର ଅନ୍ତ ଘଟାଇଛି। ସେ ମାତ୍ର ଦଶ ମାସରେ…

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମା, ଷ୍ଟାଚ୍ୟୁ ଅଫ ୟୁନିଟି ଡିଜାଇନ…

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏହି ସମୟରେ ଚାଇନାର ରାଜଧାନୀ ବେଜିଂ, ଯାହାକୁ କେବେ…

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି ୧୦ ଜଣରୁ କମ୍‌ ଛାତ୍ରୀଛାତ୍ର ପଢ଼ୁଥିବା ସ୍କୁଲ ସଂଖ୍ୟା ଗତ ୨ ବର୍ଷ ମଧ୍ୟରେ…

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ ହାର୍ନେସିଂ ଆଣ୍ଡ୍‌ ଆଡ୍‌ଭାନ୍ସମେଣ୍ଟ ଅଫ୍‌ ନ୍ୟୁକ୍ଲିଅର ଏନର୍ଜି ଫର୍‌ ଟ୍ରାନ୍ସଫର୍ମିଂ ଇଣ୍ଡିଆ (ଶାନ୍ତି) ବିଲ୍‌,…

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର ଭୁବନେଶ୍ୱରର ମୁଖ୍ୟକାର୍ଯ୍ୟଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ବନ୍ଧୁମିଳନ କାର୍ଯ୍ୟକ୍ରମ।  

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି ଏବଂ ଉପକୂଳ ଜଳ ରକ୍ତ ଭଳି ଗାଢ଼ ନାଲି ରଙ୍ଗ ଧାରଣ କରିଛି, ଯାହା…

ସାରା ଦେଶରେ ‘ନକଲି ପନିର’; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI) ପକ୍ଷରୁ ସାରା ଦେଶରେ ଏକ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଡ୍ରାଇଭ୍ ଆରମ୍ଭ କରାଯାଇଛି। ଏହି…

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ ଆୟୋଜିତ ପରୀକ୍ଷାରେ ପ୍ରାୟ ୮,୦୦୦ ଆଶାୟୀ ଅଂଶଗ୍ରହଣ କରିଛନ୍ତି। ସୂଚନା ଅନୁଯାୟୀ, ଚୁକ୍ତିଭିତ୍ତିକ…

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ କୁହୁଡ଼ି ଯୋଗୁଁ ଗୋଟିଏ ବି ବଲ୍ ଫିଙ୍ଗାଯାଇପାରିଲା ନାହିଁ କିମ୍ବା ଟସ୍ ମଧ୍ୟ ହୋଇପାରିଲା…

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ କମିଶନର ସ୍ପଷ୍ଟ କରିବା ପରେ ଏବଂ ସାଂସଦ ବଳଭଦ୍ର ମାଝୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri