ବଦଳିଲା ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳର ତାରିଖ, ନୂଆ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ
ନୂଆଦିଲ୍ଲୀ,୧।୧୨: ଆଉ ଦିନକ ପରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବ। କିଏ ବାଜିମାତ୍ କଲା ଆଉ କିଏ ଧରାଶାୟୀ ହେଲା ଜଣାପଡିବ। ନଭେମ୍ବର ୩୦ରେ ତେଲଙ୍ଗାନା ନିର୍ବାଚନ ଶେଷ ହେବା ପରେ ୫ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି। ନଭେମ୍ବର…
ୟୁସିସି ଲାଗୁ କରିବା ନେଇ କେନ୍ଦ୍ରକୁ ଦେଇ ପାରିବେନି ନିର୍ଦ୍ଦେଶ, ଯାଚିକା ଖାରଜ କଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ,୧।୧୨: ସମାନ ନାଗରିକ ସଂହିତା ଲାଗୁ କରିବା ନେଇ ଦାଖଲ କରାଯାଇଥିବା ଯାଚିକାକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ଏହି ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି, ଏସମ୍ପର୍କରେ ନିଷ୍ପତ୍ତି ନେବା ସଂସଦର କାର୍ଯ୍ୟ ଅଟେ। ୟୁସିସି ଲାଗୁ କରିବା ନେଇ…
୫ ବର୍ଷ ପୂର୍ବେ ହୋଇଯାଇଥିଲେ ଛାଡ଼ପତ୍ର: ହେଲେ ସ୍ବାମୀଙ୍କ ହୋଇଛି ହୃଦଘାତ, ତା’ପରେ…
ଗାଜିଆବାଦ,୧।୧୨: କୁହାଯାଏ ସ୍ବାମୀ-ସ୍ତ୍ରୀ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ପରି। ଦୁଇ ଜଣଙ୍କ ଭିତରେ କେବେକେବେ ବୁଝାମଣା ବାଟବଣା ହେଲେ ବି ସମୟ ଆସିଲେ ପରସ୍ପର ପରସ୍ପର ପାଇଁ ସାହାରା ପାଲଟନ୍ତି। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଗାଜିଆବାଦରେ।…
ମନକଥା କହିଲେ ରାହୁଲ ଗାନ୍ଧୀ, ଲେଖକ ହେବାର ଇଛା ଥିଲା ହେଲେ…
କନ୍ନୁର,୧।୧୨:କଂଗ୍ରେସ ଏମପି ରାହୁଲ ଗାନ୍ଧୀ କେରଳର କନ୍ନୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ମନକଥା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୁଁ ଲେଖକ ହେବାକୁ ଚାହୁଁଥିଲି। ସବୁବେଳେ ସତ ସହ ପରିଚୟ ହେବାକୁ ଏବଂ ସବୁବେଳେ ସତ କହିବାକୁ ଚାହୁଁଛି।…
ରୋଗୀ ପରିବର୍ତ୍ତେ ଆମ୍ବୁଲାନ୍ସରେ ହସ୍ପିଟାଲ ଯାଉଛି ମାଛ, ଭିଡିଓ ଭାଇରାଲ
ଲକ୍ଷ୍ନୌ,୧।୧୨: ଆମ୍ବୁଲାନ୍ସକୁ ଜରୁରୀକାଳୀନ ସେବା ପାଇଁ ନିୟୋଜିତ କରାଯାଇଥାଏ। ଗୁରୁତର ଅବସ୍ଥାରେ ଥିବା ରୋଗୀଙ୍କୁ ଯଥାଶୀଘ୍ର ହସ୍ପିଟାଲ ପହଞ୍ଚାଇବା କାମ ଆମ୍ବୁଲାନ୍ସ କରିଥାଏ। ତେବେ ରୋଗୀ ପରିବର୍ତ୍ତେ ଆମ୍ବୁଲାନ୍ସ ମାଛଙ୍କୁ ହସ୍ପିଟାଲ ନେଉଥିବା କହିଲେ କଣ ଆପଣ ବିଶ୍ୱାସ କରିବେ। ଏପରି…
୬୨ବର୍ଷ ପରେ ଜାଣିଲେ ଦେଶର ନାଗରିକ ନୁହଁନ୍ତି, ଏବେ କୋର୍ଟ ଧାଉଁଛନ୍ତି ଡାକ୍ତର…
ଓ୍ବାଶିଂଟନ୍,୧।୧୨: ଆମେରିକାର ଉତ୍ତର ଭର୍ଜିନିଆରେ ଆଶ୍ଚର୍ଯ୍ୟ କରିଦେବା ଘଟଣା ସାମ୍ନାକୁ ଆସିଛି। ଏଠାରେ ରହୁଥିବା ଜଣେ ଡାକ୍ତର ଦୀର୍ଘ ୬୨ବର୍ଷ ପରେ ଦେଶର ନାଗରିକ ନୁହଁନ୍ତି ବୋଲି ଜାଣିବାକୁ ପାଇଛନ୍ତି। ଏତେବର୍ଷ ପରେ ସେ ଯେତେବେଳେ ପାର୍ସପୋର୍ଟ ନବୀକରଣ କରିବାକୁ ବିଭାଗରେ…
ମହିଳା ଜନ୍ମ କରନ୍ତୁ ୮ଟି ଲେଖାଏଁ ଶିଶୁ: ପୁଟିନ
ମସ୍କୋ,୧।୧୨: ଋଷିଆ-ୟୁକ୍ରେନ ସଂଘର୍ଷକୁ ଦେଢ ବର୍ଷରୁ ଅଧିକ ପୁରିଥିବାବେଳେ ଏଥିରେ ୩ଲକ୍ଷର ଅଧିକ ଲୋକ ନିହତ ହୋଇଛନ୍ତି। ପ୍ରାୟ ୮ରୁ ୯ଲକ୍ଷ ଲୋକ ଦେଶ ଛାଡି ପଳାୟନ କରିଛନ୍ତି। ସେହିପରି ଦେଶରେ ଆର୍ଥିକ ଗିତିବିଧି ମଧ୍ୟ ଭୁଷୁଡି ପଡିଛି। ଯୁବପିଢିଙ୍କ ସଂଖ୍ୟା…
କପ-୨୮ ସମ୍ମିଳନୀରେ ସାମିଲ ହୋଇଥିବା ନେତା ଏକାଠି ଆସିଲେ ନଜର, କ୍ଲିକ କରାଗଲା ଫଟୋ
ନୂଆଦିଲ୍ଲୀ,୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ସଂଯୁକ୍ତ ରାଜ୍ୟ ଏମିରେଟ୍ସର ରାଜଧାନୀ ଦୁବାଇରେ ପହଞ୍ଚିଥିଲେ। ଏହି ସମୟ ମଧ୍ୟରେ ଭାରତୀୟ ସମ୍ପ୍ରଦାୟ ତାଙ୍କୁ ସ୍ବାଗତ କରିଥିଲେ। ଶୁକ୍ରବାର ପ୍ରଧାନମନ୍ତ୍ରୀ କପ-୨୮ର ବିଶ୍ୱ ଜଳବାୟୁ ସମ୍ମିଳନୀରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ…
ଅନ୍ଧାରରେ କେମିତି ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍: ଷ୍ଟାଡିୟମରେ ବିଦ୍ୟୁତ କାଟ୍
ରାୟପୁର,୧।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ଏହି ସିରିଜର ଚତୁର୍ଥ ମ୍ୟାଚ ଆଜି ରାୟପୁରର କ୍ରିକେଟ ଷ୍ଟାଡିୟମରେ ସନ୍ଧ୍ୟା ୭ଟାରେ ମ୍ୟାଚ୍ ଆରମ୍ଭ ହେବ। କିନ୍ତୁ ବର୍ତ୍ତମାନ ମ୍ୟାଚ ଆରମ୍ଭ ହେବ କି…
ବେଙ୍ଗାଲୁରୁର ୧୫ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ
ବେଙ୍ଗାଲୁରୁ,୧।୧୨: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ପ୍ରାୟ ୧୫ଟି ସ୍କୁଲକୁ ଶୁକ୍ରବାର ସକାଳେ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ଏକାସାଙ୍ଗେ ଇମେଲ ଜରିଆରେ ଏହି ଧମକ ଦିଆଯାଇଛି। ପରେ ସମଗ୍ର ଅଞ୍ଚଳରେ ଭୟଭିତ ପରିସ୍ଥିତି ଉପୁଜିଛି। ଯଦିଓ ପ୍ରଶାସନ ସମସ୍ତ ବିଦ୍ୟାଳୟକୁ…
ଏହି ଦେଶରେ ସର୍ବପ୍ରଥମେ ହୋଇଥିଲା ଏକଜିଟ ପୋଲ, ଫଳାଫଳ ଏତେ ସଠିକ ଯେ ସମସ୍ତେ ହୋଇଥିଲେ ଆଶ୍ଚର୍ଯ୍ୟ
ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ବର୍ତ୍ତମାନ ଦେଶର ୫ଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନକୁ ନେଇ ଏକଜିଟ ପୋଲ ସମଗ୍ର ଦେଶରେ ଆଲୋଚନାର କେନ୍ଦ୍ର ପାଲଟିଛି। ସମସ୍ତେ ଏ ବିଷୟରେ ଆଲୋଚନା କରୁଛନ୍ତି। ଏକଜିଟ ପୋଲ ଏଥର କେତେ ସଠିକ ପ୍ରମାଣିତ ହୋଇଛି ତାହା କେବଳ…
ବିମାନରୁ ଓହ୍ଲାଇବାକୁ ଅଧ ଘଣ୍ଟା ଅପେକ୍ଷା କଲେ ରାଷ୍ଟ୍ରପତି
ଦୋହା,୧।୧୨: ଜର୍ମାନ ରାଷ୍ଟ୍ରପତି ଫ୍ରାଙ୍କ ୱାଲ୍ଟର ଷ୍ଟେନମେୟରଙ୍କୁ କତାରରେ ଅବତରଣ କରିବା ପରେ ବିମାନରେ ଅଧ ଘଣ୍ଟା ଅପେକ୍ଷା କରିବାକୁ ପଡିଥିବା ବେଳେ ତାଙ୍କୁ ଏକ ଅସହଜ ପରିସ୍ଥିତିର ସାମ୍ନା କରିବାକୁ ପଡିଥିଲା। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି, ଯେଉଁଥିରେ…
Archives


