Home Middle

ମସଜିଦରୁ ଲାଉଡସ୍ପିକର ହଟାଇବା ମାମଲା: ମନ୍ଦିରରୁ ବି ସୃଷ୍ଟି ହେଉଛି ଉଚ୍ଚ ଶବ୍ଦ, ଆଜାନରୁ ହେଉନି ଶବ୍ଦ ପ୍ରଦୂଷଣ,କହିଲେ ହାଇକୋର୍ଟ…

ଅହମଦାବାଦ,୨୯।୧୧ : ମସଜିଦରେ ଲାଉଡ ସ୍ପିକର ଉପରେ ପ୍ରତିବନ୍ଧକ ଲଗାଇବାକୁ କରାଯାଇଥିବାଆବେଦନକୁ ଗୁଜରାଟ ହାଇକୋର୍ଟ ଖାରଜ କରିଛନ୍ତି। ମସଜିଦରୁ ଆଜାନ ପାଇଁ ଲାଉଡ ସ୍ପିକର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ କୋର୍ଟରେ ଏକ ଜନସ୍ବାର୍ଥ ମାମଲା(ପିଆଇଏଲ) ଦାଖଲ କରାଯାଇଥିଲା। କୋର୍ଟ ଏହି…

ମୋଦିଙ୍କୁ ଦିବ୍ୟାଙ୍ଗ ଛାତ୍ରୀଙ୍କ ଚିଠି, ସ୍କୁଲ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରି ଦିଅନ୍ତୁ, ଝୁଣ୍ଟି ପଡି ହେଉଛି ଖଣ୍ଡିଆ ଖାବରା…

ନୂଆଦିଲ୍ଲୀ,୨୯।୧୧ : ଜମ୍ମୁ-କଶ୍ମୀରର କାଠୁଆର ଜଣେ ସ୍କୁଲ ଛାତ୍ର ସିରାଟ ନାଜଙ୍କ ପଦାଙ୍କ ଅନୁସରଣ କରି ଉଦାମପୁର ଜିଲାର ଜଣେ ଭିନ୍ନକ୍ଷମ ଝିଅ ଦେଶର ସବୁଠାରୁ ଶକ୍ତିଶାଳୀ ନେତାଙ୍କୁ ଏକ ବିଶେଷ ଅନୁରୋଧ କରିଛନ୍ତି। ଆମେ ଆପଣଙ୍କୁ କହିବୁ କାଠୁଆର ସିରାଟ…

ଭିଆଇପି ଭଳି ନ ହୋଇ ସାଧାରଣ ଲୋକଙ୍କୁ ଜଣାଅ ସରକାରଙ୍କ ସଫଳତା: ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି…

ନୂଆଦିଲ୍ଲୀ,୨୯।୧୧ : ମଧ୍ୟପ୍ରଦେଶ ଏବଂ ରାଜସ୍ଥାନ ସମେତ ୫ ଟି ରାଜ୍ୟର ନିର୍ବାଚନ ଶେଷ ହେବାକୁ ଯାଉଛି ଏବଂ ଏହି ରାଜ୍ୟଗୁଡିକର ଫଳାଫଳ ୩ ଡିସେମ୍ବରରେ ଆସିବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୪ ଲୋକସଭା ନିର୍ବାଚନ ପାଇଁ ରଣନୀତି…

ଆୟର୍ଲାଣ୍ଡରେ ସବୁଠୁ ଅଧିକ ଦରମା ପାଉଛନ୍ତି ଭାରତୀୟ ମହିଳା, ଆୟର୍ଲାଣ୍ଡର ମହିଳା ଅଛନ୍ତି ପଛରେ…

ଡବଲିନ,୨୯।୧୧: ଅଧିକ ଦରମା ପାଇବା ପାଇଁ ଭାରୀୟମାନେ ଦେଶ ବାହାରକୁ ଯାଉଛନ୍ତି। କେବଳ ପୁରୁଷ ନୁହେଁ ମହିଳମାନେ ମଧ୍ୟ ଦେଶ ବାହାରକୁ ଯାଇ ବିଭିନ୍ନ ପ୍ରକାର ଚାକିରି କରୁଛନ୍ତି। ତେବେ ନିକଟରେ ଏକ ରିପୋର୍ଟରୁ ଜଣାପଡିଛି କି, ଭାରତୀୟ କାର୍ଯ୍ୟରତ ମହିଳାମାନେ…

ଟନେଲ ରେସକ୍ୟୁ ନେଇ ହେବ ମିଶନ ସୁଡଙ୍ଗ ଫିଲ୍ମ, ମୁଖ୍ୟ ଭୁମିକାରେ ଏହି ଅଭିନେତା…

ମୁମ୍ବାଇ,୨୯।୧୧ : ଉତ୍ତରାଖଣ୍ଡର ସିଲ୍କିରା-ଡାଣ୍ଡାଲଗାଓଁ ଟନେଲରେ ଉଦ୍ଧାର କାର୍ଯ୍ୟର ସଫଳତା ପରେ ଏହାକୁ ନେଇ ଫିଲ୍ମ ନିର୍ମାଣ କରିବା ଯୋଜନା ଆରମ୍ଭ ହୋଇଛି। ସୋସିଆଲ ମିଡିଆ ପୋଷ୍ଟ ଅନୁଯାୟୀ ଏହି ଉଦ୍ଧାର କାର୍ଯ୍ୟରେ ଖୁବ ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ।…

ଭାରତ ଗୌରବ ଏକ୍ସପ୍ରେସରେ ୮୦ ଯାତ୍ରୀ ଗୁରୁତର: ବିଷାକ୍ତ ଖାଦ୍ୟ ଦିଆଯାଇଥିବା ଆଶଙ୍କା…

ପୁଣେ,୨୯।୧୧ : ମହାରାଷ୍ଟ୍ରର ପୁଣେ ରେଳ ଷ୍ଟେଶନରୁ ବଡ ଖବର ଆସିଛି। ଚେନ୍ନାଇରୁ ପୁଣେକୁ ଆସୁଥିବା ଭାରତ ଗୌରବ ଟ୍ରେନର ୮୦ ଯାତ୍ରୀଙ୍କ ସ୍ବାସ୍ଥ୍ୟ ହଠାତ ଖରାପ ହୋଇଯାଇଛି। ଏଭଳି ପରିସ୍ଥିତିରେ ଟ୍ରେନ ପୁଣେରେ ପହଞ୍ଚିବା ମାତ୍ରେ ସମସ୍ତ ଯାତ୍ରୀଙ୍କ ଚିକିତ୍ସା…

ଚାଇନାର ଅଜବ ଆଇନ: ଅସୁସ୍ଥ ପିଲାଙ୍କୁ ହସ୍ପିଟାଲ ହୋମଓ୍ବାର୍କ କରାଉଛନ୍ତି ଅଭିଭାବକ…

ବେଜିଂ,୨୯।୧୧: ଚାଇନାରେ ନିମୋନିଆ ବ୍ୟାପିବା ମଧ୍ୟରେ ପିଲାମାନଙ୍କଠାରେ ଶ୍ୱାସକ୍ରିୟା ସମସ୍ୟା ଦ୍ରୁତ ଗତିରେ ବ୍ୟାପୁଛି। ଏହାର ଚିକିତ୍ସା ପାଇଁ ପିଲାମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ସମୟରେ, ଯେପରି ପିଲାମାନଙ୍କର ପାଠପଢ଼ାରେ କୌଣସି କ୍ଷତି ନ ହେବ ନିଶ୍ଚିତ କରିବାକୁ ହସ୍ପିଟାଲଗୁଡ଼ିକରେ…

କପ୍‌୨୮: ୟୁଏଇ ଆୟୋଜକ

ଅଗ୍ରଣୀ ତୈଳ ଉତ୍ପାଦନକାରୀ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଚଳିତ ବର୍ଷ କପ୍‌୨୮ର ଆୟୋଜନ କରୁଛି। ଦୁବାଇରେ ଗୁରୁବାର ଆରମ୍ଭ ହେବାକୁ ଥିବା ବୈଶ୍ୱିକ ଜଳବାୟୁ ସମ୍ମିଳନୀରେ ବିଶ୍ୱର ବିଭିନ୍ନ ଭାଗରୁ ଲକ୍ଷାଧିକ ଲୋକ ସାମିଲ ହେବେ। ବିଶ୍ୱ ନିଜ ଜଳବାୟୁ…

ଅଷ୍ଟ୍ରେଲିଆ ବିଜୟୀ

ଗୁଆହାଟୀ,୨୮ା୧୧: ଗ୍ଲେନ୍‌ ମ୍ୟାକ୍ସଓ୍ବେଲଙ୍କ ଦମଦାର ଶତକ ବଳରେ ଭାରତ ବିପକ୍ଷ ତୃତୀୟ ଟି୨୦ ମ୍ୟାଚକୁ ୫ ଉଇକେଟରେ ଜିତି ନେଇଛି ଅଷ୍ଟ୍ରେଲିଆ। ଓପନର ଋତୁରାଜ ଗାଏକ୍ୱାଡଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ ବଳରେ ଭାରତ ୩ ଉଇକେଟରେ ୨୨୨ ରନ୍‌ କରିଥିଲା। ଜବାବରେ…

ଛାଡପତ୍ର ମାମଲାରେ ଚିହିଁକି ଉଠିଲେ କୋର୍ଟ, କହିଦେଲେ ଏମିତି…

ଅହମ୍ମଦବାଦ,୨୮।୧୧: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ହେଉଥିବା ଛୋଟ ଛୋଟ ଝଗଡା ଯଦି ଆଇନ ଅନୁସାରେ କ୍ରୁରତା ରୂପ ଧାରଣ କରାଯାଏ ବୋଲି ମାନି ନିଆଯାଏ ତେବେ ସବୁ ବିବାହ ଭାଙ୍ଗି ଯିବା ସହ ସମସ୍ତେ ପରସ୍ପରକୁ ଛାଡପତ୍ର ଦେବେ। ଆହ୍ଲାବାଦ ହାଇକୋର୍ଟ ଏକ…

ବିରାଟଙ୍କ ରେକର୍ଡ ଭାଙ୍ଗିଲେ ଋତୁରାଜ…

ଗୁଆହାଟୀ,୨୮।୧୧ : ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବିସ୍ଫୋରକ ବ୍ୟାଟିଂ କରି ଟିମ୍‌ ଇଣ୍ଡିଆର ଋତୁରାଜ ଗାଇକ୍ୱାଡ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେ ୫୭ ବଲରେ ୨୧୫.୭୮ ଷ୍ଟ୍ରାଇକ ରେଟରେ ୧୨୩ ଅପରାଜିତ ରନ ସ୍କୋର କରିବାରେ ସଫଳ ହୋଇଛନ୍ତି।…

ଅନ୍ଧାରୀ ଟନେଲରୁ ଫେରିଲା ଜୀବନ: ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବରିଷ୍ଠ ବ୍ୟକ୍ତି

ନୂଆଦିଲ୍ଲୀ,୨୮।୧୧: ଉତ୍ତରାଖଣ୍ଡର ଉତ୍ତରକାଶୀର ସିଲକ୍ୟାରା ସୁଡଙ୍ଗରୁ ରେସ୍କ୍ୟୁ ହୋଇଛନ୍ତି ୪୧ଶ୍ରମିକ। ଅନ୍ଧାରୀ ଟନେଲରୁ ଫେରିଛି ଜୀବନ। ୧୭ଦିନ ପୂର୍ବେ ଏହି ଜୀବନ ରହିବ କି ନାହିଁ ତାହା ଘଡି ସନ୍ଧି ମୂହୁର୍ତ୍ତରେ ଥିଲା। ହେଲେ କଠିନ ପରିଶ୍ରମର ଫଳାଫଳ ୪୧ଜଣ ଶ୍ରମିକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri