Home Middle

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ଦାମଙ୍କୁ ପ୍ରଶଂସା କରିବା ସହ ଏଭଳି ବୟାନ ଦେଇଛନ୍ତି ବାପି ସର୍ଖେଲ ।…

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ। ଏହି ଗଣ ଗୁଳିକାଣ୍ଡରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।…

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ ବୟସରେ ଜନ ସିନା ତାଙ୍କର ଶେଷ ମ୍ୟାଚ୍‌ରେ ଗୁନ୍ଥରଙ୍କଠାରୁ ହାରିବା ପରେ ବୃତ୍ତିଗତ କୁସ୍ତିରୁ…

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ ସହ କୋହଲା ପବନ ଶୀତକୁ ଦ୍ୱିଗୁଣିତ କରୁଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ…

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ ଦଳ ଏକ ବଡ଼ ରାଲି କରିବ। ଏହି ରାଲି ମାଧ୍ୟମରେ କଂଗ୍ରେସ ସରକାର ଏବଂ…

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଲାଗି ଜରୁରୀ ପଦକ୍ଷେପ ସ୍ବରୂପ ଦିଲ୍ଲୀ କର୍ତ୍ତୃପକ୍ଷ ଗ୍ରେଡେଡ୍‌ ଆକ୍ସନ ରେସ୍ପନ୍ନ ପ୍ଲାନ୍‌ (ଜିଆର୍‌ଏପି)ର…

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର ୩ ଜଣ ସଦସ୍ୟ କହିବା ସହ ଏହାକୁ ରଦ୍ଦ କରିବା ପାଇଁ ଶୁକ୍ରବାର ପ୍ରସ୍ତାବ…

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର ଏହାକୁ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ତେବେ ଏହି ବର୍ଦ୍ଧିତ…

ମେସିଙ୍କୁ ଦେଖିବା ପାଇଁ ହଙ୍ଗାମା: କ୍ଷମା ମାଗିଲେ ମମତା

କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର ଟିକେଟ ଦେବା ସତ୍ତ୍ୱେ, ଦର୍ଶକମାନେ ସେମାନଙ୍କର ପ୍ରିୟ ତାରକାଙ୍କୁ ଦେଖିପାରି ନାହାନ୍ତି। ଫଳରେ ସେଠାରେ…

ମହାନଦୀ ପ୍ରସଙ୍ଗରେ ପ୍ରସନ୍ନ ଆଚାର୍ଯ୍ୟଙ୍କ 5 ପ୍ରଶ୍ନ, କହିଲେ ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି

ଭୁବନେଶ୍ବର,୧୩।୧୨: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଆଜି ପ୍ରଶ୍ନ ଉଠାଇଛନ୍ତି । ମହାନଦୀ ସଂକଟର ସମାଧାନ କେବେ ହେବ ବୋଲି ସେ ପ୍ରଶ୍ନ ଉଠାଇଛନ୍ତି ।  ପ୍ରସନ୍ନ ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି ଯେ, ମଦାନଦୀ ପ୍ରସଙ୍ଗରେ ଆଭିମୁଖ୍ୟ ସ୍ପଷ୍ଟ…

ମେସିଙ୍କୁ ଦେଖିବାକୁ ହଙ୍ଗାମା, ଚେୟାର ଭାଙ୍ଗିଲେ.. ବୋତଲ ଫିଙ୍ଗିଲେ

ନୂଆଦିଲ୍ଲୀ,୧୩।୧୨: ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ କୋଲକାତାରୁ ଆରମ୍ଭ ହୋଇଛି। ମେସି ହେଉଛନ୍ତି ମିଳିତ ଜାତିସଂଘ ଶିଶୁ ପାଣ୍ଠି (ୟୁନିସେଫ୍)ର ବ୍ରାଣ୍ଡ ଆମ୍ବାସାଡର, ଏବଂ “GOAT India” ଗସ୍ତରେ ଅଂଶଗ୍ରହଣ…

ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର! ଭାରତରେ ଲଞ୍ଚ ହେଲା ଔଷଧ, ଦାମ୍…

ନୂଆଦିଲ୍ଲୀ,୧୩।୧୨: ବର୍ତ୍ତମାନ ସମୟରେ ଡାଇବେଟିସ ଏକ ମୁଣ୍ଡବ୍ୟଥା କାରଣ ସାଜିଛି । ସବୁ ବୟସର ଲୋକେ ଏହି ରୋଗରେ ପୀଡିତ ହେଉଛନ୍ତି । ହେଲେ ଏହାରି ଭିତରେ ମଧୁମେହ ରୋଗୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି ।  ଔଷଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri