ଭୂ-ସଂସ୍କାର ସଂଶୋଧନ ବିଲ୍ ବିଧାନସଭାରେ ଗୃହୀତ
ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ରାଜ୍ୟରେ ସିକିମ ଭାବେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ କିମ୍ବା ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ସ୍ବତ୍ୱ/ରୟତି ଅଧିକାର ମିଳିବ। ଓଡ଼ିଶା ଭୂ-ସଂସ୍କାର ଆଇନ-୧୯୬୦ର ସଂଶୋଧନ କରାଯାଇଛି। ଏହି ସଂଶୋଧନ ପ୍ରସ୍ତାବ…
୫୦ ବର୍ଷରେ ପଦାର୍ପଣ କଲା ‘ଧରିତ୍ରୀ’ ଖବରକାଗଜ: ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର,୨୪।୧୧: ‘ଧରିତ୍ରୀ’ ଖବରକାଗଜ ୫୦ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନିଆରା ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ବାଲୁକାକଳା ଧରିତ୍ରୀର ‘୫୦ ତମ ଜନ୍ମଦିନ ବିଶେଷାଙ୍କ’ ପ୍ରଚ୍ଛଦରେ ସ୍ଥାନିତ ହୋଇଛି। ଏହା…
ଆଜି ଯୁବ ସମ୍ମିଳନୀ: ସୋନୁ, ରିକି ମୁଖ୍ୟ ଆକର୍ଷଣ
ସାରା ବିଶ୍ୱ ପାଇଁ ଜଳବାୟୂ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରୁଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…
ମୁମ୍ବାଇ ବିମାନବନ୍ଦରକୁ ବୋମା ପକାଇ ଉଡାଇ ଦେବାକୁ ମିଳିଲା ଧମକ
ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ ୨କୁ ବୋମା ପକାଇ ଉଡାଇ ଦେବାକୁ ଧମକ ମିଳିଛି। ଏହି ଧମକ ଇମେଲ ମାଧ୍ୟମରେ ଦିଆଯାଇଛି। ଏଥିରେ ୪୮ ଘଣ୍ଟା ମଧ୍ୟରେ ବିଟକଏନରେ ଏକ ମିଲିୟନ ଡଲାର…
ସ୍କୁଲ ଉପରେ ଇସ୍ରାଏଲ ଆକ୍ରମଣ: ଚାଲିଗଲା ୩୦ ଜୀବନ, ୯୩ ଜଣ ଆହତ
ଜେରୁଜେଲମ,୨୪।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୪୯ ଦିନ ବିତିଗଲାଣି। ଇସ୍ରାଏଲ କ୍ରମାଗତ ଭାବରେ ଗାଜା ଷ୍ଟ୍ରିପ ଉପରେ ଏୟାରଷ୍ଟ୍ରଇକ୍ କରୁଛି। ଗାଜାରେ ମିଳିତ ଜାତିସଂଘ ରିଲିଫ ଆଣ୍ଡ ୱାର୍କସ ଏଜେନ୍ସି (UNRWA) ଦ୍ୱାରା ପରିଚାଳିତ ଆବୁ…
ବିଶ୍ୱପକ୍ ପରେ ଅଷ୍ଟ୍ରେଲିଆକୁ ଟି-୨୦ରେ ହରାଇଲା ଭାରତ
ବିଶାଖାପଟ୍ଟନମ୍,୨୩।୧୧: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଗୁରୁବାର ଖେଳାଯାଇଥିବା ପ୍ରଥମ ମ୍ୟାଚ୍କୁ ଭାରତ ୨ ଉଇକେଟ୍ରେ ବିଜୟୀ ହୋଇ ହୋଇଛି। ଏଥିସହ ବିଶ୍ୱପକ୍ ପରାଜୟର ପ୍ରତିଶୋଧ ଟି୨୦ରେ ନେଇଛି। ଭାରତର ଅଧିନାୟକ ସୂର୍ଯ୍ୟ କୁମାର ଯାଦବ ଟସ୍…
ଭାରତ ଆଗରେ ୨୦୯ ରନ୍ର ବିଶାଳ ଟାର୍ଗେଟ୍ ରଖିଲା ଅଷ୍ଟ୍ରେଲିଆ
ବିଶାଖାପଟ୍ଟନମ୍,୨୩।୧୧: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ଗୁରୁବାର ଖେଳାଯାଉଥିବା ପ୍ରଥମ ମ୍ୟାଚ୍ରେ ଭାରତର ଅଧିନାୟକ ସୂର୍ଯ୍ୟ କୁମାର ଯାଦବ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା।…
ଧରିତ୍ରୀ କାର୍ଯ୍ୟାଳୟରେ ଅଭିନେତା ସୋନୁ ସୁଦ୍
ଭୁବନେଶ୍ବର,୨୩।୧୧: ଅଭିନେତା ତଥା କରୋନା ସମୟରେ ଗରିବଙ୍କ ଦେବଦୂତ ସାଜିଥିବା ସୋନୁ ସୁଦ୍ ଧରିତ୍ରୀ ୟୁଥ କନକ୍ଲେଭରେ ଯୋଗ ଦେବା ପାଇଁ ଗୁରୁବାର ଭୁବନେଶରସ୍ଥିତ ଧରିତ୍ରୀ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ତାଙ୍କୁ ଧରିତ୍ରୀ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ, ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସମ୍ପାଦକ…
ଯୁକ୍ତ ୨ରେ ବାୟୋଲୋଜି ରଖି ନ ଥିଲେ ମଧ୍ୟ ପଢିପାରିବେ ଡାକ୍ତରୀ, NMC ଆଣିଲା ନୂଆ ଗାଇଡଲାଇନ୍
ନୂଆଦିଲ୍ଲୀ,୨୩।୧୧: ଜାତୀୟ ମେଡିକାଲ କମିଶନ (NMC) ଆଣିଲା ନୂଆ ଗାଇଡଲାଇନ। ଦ୍ୱାଦଶ ଶ୍ରେଣୀରେ ଯେକୌଣସି ମାନ୍ୟତା ପ୍ରାପ୍ତ ବୋର୍ଡରୁ ବାୟୋଲୋଜି କିମ୍ବା ବାୟୋଟେକ୍ନୋଲୋଜିକୁ ଅତିରିକ୍ତ ବିଷୟ ରଖି ପାସ କରିଥିଲେ ଡାକ୍ତରୀ ପଢ଼ି ପାରିବେ। ଏନଏମସି ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,…
ଟନେଲରେ ଫସିଥିବା ଶ୍ରମିକମାନଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଡେରାଡୁନ,୨୩ା୧୧: ଉତ୍ତରାଖଣ୍ଡର ଉତ୍ତରକାଶୀସ୍ଥିତ ସିଲ୍କ୍ୟାରା ଟନେଲରେ ଫସି ରହିଥିବା ୪୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଅଭିଯାନ ଏବେବି ଜାରି ରହିଛି। ଟନେଲ ଭିତରେ ୪୫ ମିଟର ଯିବା ପରେ ଆଗର୍ ମେଶିନ କାମ ବନ୍ଦ କରିଦେଲା। ଅଳିଆ ଆବର୍ଜନା…
ସୋନିଆଙ୍କ ରହସ୍ୟମୟ ଭାଇଙ୍କୁ ନେଇ ରାଜନୈତିକ ଭୂକମ୍ପ…
ଜୟପୁର,୨୩।୧୧ : ଲାଲ ଡାଏରୀ ରାଜସ୍ଥାନ ରାଜନୀତିରେ ଏକ ଭୂକମ୍ପ ସୃଷ୍ଟି କରିଛି। ଏହି ପ୍ରସଙ୍ଗରେ କଂଗ୍ରେସ, ଗାନ୍ଧୀ ପରିବାର ଏବଂ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାରକୁ ସଙ୍କଟରେ ପକାଇଥିବା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ସିଂ ଗୁଡା ଏବେ ଆଉ…
ବାଚସ୍ପତିଙ୍କୁ ଆଇନଗତ ନୋଟିସ, କ୍ଷମା ପ୍ରାର୍ଥନା ସହ ୧୦ କୋଟି କ୍ଷତିପୂରଣ ଦାବି…
ଚେନ୍ନାଇ,୨୩।୧୧ : ତାମିଲନାଡୁ ବିଧାନସଭା ବାଚସ୍ପତି ଏମ ଆପାଭୁ ବିରୋଧୀ ଏଆଇଏଡିଏମେକେ ବିଧାୟକମାନେ ରାଜ୍ୟରେ ଶାସକ ଡିଏମକେରେ ଯୋଗଦେବା ନେଇ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ମନ୍ତବ୍ୟ ପରେ ଏଆଇଏଡିଏମେକେ ତାଙ୍କୁ ଏକ ଆଇନଗତ ନୋଟିସ ପଠାଇ ତାଙ୍କୁ…
Archives


