Home Middle

ରୁଷିଆର ପୂର୍ବତନ ଜେନେରାଲ ଓ ତାଙ୍କ ସ୍ତ୍ରୀଙ୍କ ରହସ୍ୟମୟ ମୃତ୍ୟୁ, ପୁଟିନଙ୍କୁ କରିଥିଲେ ସମାଲୋଚନା

ମସ୍କୋ,୧୭।୧୧: ରୁଷିଆ-ୟୁକ୍ରେନ ସଂଘର୍ଷ ଦିନକୁ ଦିନ ତେଜୁଥିବାବେଳ ରୁଷିଆରେ ଲୋକଙ୍କ ରହସ୍ୟ ଜନକ ମୃତ୍ୟୁ ଏବେ ସାରା ବିଶ୍ୱକୁ ତାଜୁବ କରିଛି। ନିକଟରେ ଓ୍ବାଗନର ମୁଖ୍ୟ ୟେଭେଗିନ ପ୍ରିଗୋଝିନଙ୍କ ମୃତ୍ୟୁ ରହସ୍ୟ ଫିଟି ନ ଥିବାବେଳେ ରୁଷିଆର ଜଣେ ପୂର୍ବତନ ଜେନେରାଲ…

ସୁରେଶ ମହାପାତ୍ର ହେଲେ ସିଏମ୍‌ଓ ମୁଖ୍ୟ ପରାମର୍ଶଦାତା

ଭୁବନେଶ୍ୱର,୧୭।୧୧(ଅନୀଲ ଦାସ): ପୂର୍ବତନ ମୁଖ୍ୟ ଶାସନସଚିବ ଏବଂ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍‌ସି)ର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ନୂତନ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। ଏହି ନିଯୁକ୍ତି ପାଇବା ପରେ ସେ ଓଇଆର୍‌ସି ଅଧ୍ୟକ୍ଷ…

ହ୍ବିସ୍କି ପିଉଥିବା ଲୋକ ଶିକ୍ଷିତ ଓ ସମୃଦ୍ଧ ବର୍ଗର ଅଟନ୍ତି: ହାଇକୋର୍ଟ

ଭୋପାଳ,୧୭।୧୧: ଲୋକପ୍ରିୟ ହ୍ବିସ୍କି ବ୍ରାଣ୍ଡ ବ୍ଲେଣ୍ଡର୍ସ ପ୍ରାଇଡ, ଏମ୍ପାୟଲ ବ୍ଲୁ ଓ ଲଣ୍ଡନ ପ୍ରାଇଡକୁ ନେଇ ଜଡିତ ମାମଲାରେ ମଧ୍ୟପ୍ରଦେଶ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ଶୁଣାଣି ସମୟରେ ହାଇକୋର୍ଟ ସ୍ପଷ୍ଟ କରିଛନ୍ତି, ସ୍କଚ ହ୍ବିସ୍କି ପିଉଥିବା ଲୋକ…

ବିଶ୍ୱକପରେ ଭାରତ ଜିତିଲେ ବିସିସିଆଇ କମେଇବ ଏତିକି କୋଟି ଟଙ୍କା

ନୂଆଦିଲ୍ଲୀ,୧୭।୧୧: ଆଇସିସି କ୍ରିକେଟ ବିଶ୍ୱକପର ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହେବାକୁ ଯାଉଛି। ଫାଇନାଲ ମ୍ୟାଚରେ ଅହମ୍ମଦବାଦର ନରେନ୍ଦ୍ରମୋଦି ଷ୍ଟାଡିୟମରେ ଅଷ୍ଟ୍ରେଲିଆକୁ ଭେଟିବାକୁ ଯାଉଛି ଭାରତ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଟିମ୍‌ ସେମି ଫାଇନାଲରେ ନ୍ୟୁଜିଲାଣ୍ଡକୁ ଧୂଳି ଚଟେଇ…

ମଧ୍ୟପ୍ରଦେଶରେ ନିର୍ବାଚନୀ ହିଂସା: କାର ଚଳାଇ କଂଗ୍ରେସ ସମର୍ଥକ ସଲମାନଙ୍କୁ ହତ୍ୟା

ଭୋପାଳ,୧୭।୧୧: ନିର୍ବାଚନ ପ୍ରଚାର ପରେ ଆରମ୍ଭ ହୋଇଯାଇଛି ମତଦାନ ପ୍ରକ୍ରିୟା। ଶୁକ୍ରବାର ମଧ୍ୟପ୍ରଦେଶ ଓ ଛତିଶଗଡରେ ମତଦାନ ହୋଇଛି। ନିର୍ବାଚନ ପ୍ରଚାର ଶାନ୍ତିପୂର୍ଣ୍ଣ ହୋଇଥିବାବେଳେ ଭୋଟିଂ ଦିନ ମଧ୍ୟପ୍ରଦେଶର କେତେକ ସ୍ଥାନରେ ହିଂସା ଦେଖାଦେଇଛି। ଏପରିକି ହିଂସା ଯୋଗୁ ଜଣେ କଂଗ୍ରେସ…

ସଙ୍କଟରେ ଭାରତୀୟ ଚା’

ନୂଆଦିଲ୍ଲୀ,୧୭।୧୧: କେବଳ ଦେଶରେ ନୁହେଁ ବିଦେଶରେ ବି ଭାରତୀୟ ଚା’ର ଚାହିଦା କମ ନୁହେଁ। ଧନୀ ହେଉ କି ମଧ୍ୟବିତ୍ତ ହେଉ ଅବା ଗରିବ ସମସ୍ତେ ଚା’ର ଗୋଟିଏ ଚୁସକି ସକଳ ଯାବତୀୟ କଷ୍ଟ ଭୁଲି ଯାଆନ୍ତି। ଔଷଧ ପରି ଦେହପୀଡା…

ଗାଜାର ଅଲ ଶିଫା ହସ୍ପିଟାଲ ନିକଟରୁ ମିଳିଲା ଇସ୍ରାଏଲ ମହିଳା ସେନାଙ୍କ ମୃତଦେହ, ହମାସ କରିଥିଲା ଅପହରଣ

ତେଲ ଆଭିବ,୧୭।୧୧: ଗାଜାର ଅଲ ଶିଫା ହସ୍ପିଟାଲ ନିକଟରେ ଇସ୍ରାଏଲର ଜଣେ ମହିଳା ସେନାଙ୍କର ମୃତଦେହ ମିଳିଛି। ଇସ୍ରାଏଲ ସେନା ଏହି ସୂଚନା ପ୍ରଦାନ କରି ଏକ ବିବୃତ୍ତି ଜାରି କରିଛି। ଇସ୍ରାଏଲ ସେନା ଏକ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି…

ପୁଣି କରଜ କରିବ ପାକିସ୍ତାନ

ଇସଲାମବାଦ,୧୭।୧୧: ପାକିସ୍ତାନର ଅର୍ଥନୀତି ଅଚଳାବସ୍ଥାଦେଇ ଗତି କରୁଥିବାବେଳେ ସେଥିରେ ଦାଉ ସାଧିଛି ଇସ୍ରାଏଲ-ହମାସ ଯୁଦ୍ଧ। ଯୁଦ୍ଧର ଗଭୀର ପ୍ରଭାବ ପାକିସ୍ତାନ ଉପରେ ପଡିଛି। ତେବେ ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଅର୍ନ୍ତରାଷ୍ଟ୍ରୀୟ ମୁଦ୍ରା କୋଷ(ଆଇଏମଏଫ)ରୁ ପାକିସ୍ତାନ କରଜ ଆଣିବା ପାଇଁ…

ସମ୍ପର୍କୀୟଙ୍କୁ ଫେରାଇ ଆଣିବା ପାଇଁ ନିବେଦନ କଲେ ପରିବାର ଲୋକେ

ଜେରୁଜେଲମ୍‌,୧୭ା୧୧: ଇସ୍ରାଏଲ-ହମାସ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ ୪୦ ଦିନରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ସରିବାର ନାଁ ନେଉନି। ବରଂ ପରିସ୍ଥିତି ଆହୁରି ଖରାପ ହେବାରେ ଲାଗିଛି। ଏହି ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ୧୨୦୦ରୁ ଅଧିକ ଇସ୍ରାଏଲ ଏବଂ ୧୧ ହଜାରରୁ…

ଗାଜାର ଶରଣାର୍ଥୀ ଶିବିର ଉପରେ ଏୟାର ଷ୍ଟ୍ରାଇକ, ୧୮ ମୃତ

ଜେରୁଜେଲମ,୧୭।୧୧: ଗାଜାର ଜବାଳିଆ ଶରଣାର୍ଥୀ ଶିବିର ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ କରିଛି। ଏଥିରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ପାଲେଷ୍ଟାଇନ ୱାଫା ନ୍ୟୁଜ ଏଜେନ୍ସିର ରିପୋର୍ଟ ଅନୁଯାୟୀ ଆବାସିକ କୋଠାକୁ ଲକ୍ଷ୍ୟ କରି କରାଯାଇଥିବା ଆକ୍ରମଣରେ ଅତି କମରେ ୧୮…

ଫିଲିପାଇନ୍ସରରେ ଭୂକମ୍ପ ଝଟକା

ମାନିଲା,୧୭।୧୧: ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଝଟକା। ଜର୍ମାନ ଅନୁସନ୍ଧାନ କେନ୍ଦ୍ର ଫର ଜିଓ ସାଇନ୍ସ (ଜିଏଫ୍‌ଜି) ଅନୁଯାୟୀ, ମିଣ୍ଡାନାଓରେ ହୋଇଥିବା ଭୂକମ୍ପର ତୀବ୍ରତା ୬.୯ ରେକର୍ଡ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ୧୦ କିଲୋମିଟର (୬.୨ମାଇଲ) ଗଭୀରରେ ଥିଲା।…

ଓଡ଼ିଶାକୁ ବାତ୍ୟା ବିପଦ ନାହିଁ

ଭୁବନେଶ୍ୱର,୧୭ା୧୧(ଅନିଲ ଦାସ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୩୫୦କି.ମି., ପାରାଦୀପରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ୨୮୦କି.ମି. ଏବଂ ପଶ୍ଚିମବଙ୍ଗର ଦିଘାଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୪୨୦କି.ମି. ଦୂର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri