ଇସ୍ରାଏଲ ମହିଳାଙ୍କ କରୁଣ ଚିତ୍କାର ଆପଣଙ୍କ କାନକୁ ଶୁଭୁ ନ ଥିଲା କି: ନେତାନ୍ୟାହୁଙ୍କ ପ୍ରଶ୍ନ…
ଜେରୁଜେଲମ,୬।୧୨ : ଅସ୍ତ୍ରବିରତି ପରେ ଇସ୍ରାଏଲ ଦକ୍ଷିଣ ଗାଜାରେ ହମାସ ବିରୁଦ୍ଧରେ ଆକ୍ରମଣକୁ ତୀବ୍ର କରିଛି। ମଙ୍ଗଳବାର ପଖାନ ୟୁନିସ ସହରର ପୂର୍ବ ଅଞ୍ଚଳରେ ଇସ୍ରାଏଲର ଟ୍ୟାଙ୍କଗୁଡ଼ିକ ପ୍ରବଳ ଗୁଳି ଚଳାଇଛନ୍ତି। ଏହି ଯୁଦ୍ଧରେ ହଜାର ହଜାର ମହିଳା ଏବଂ ନିରୀହ…
ପିଲାଙ୍କ ପାଇଁ ହେବ ‘ଅପାର କାର୍ଡ’, ଜାଣନ୍ତୁ କେଉଁ କାମରେ ଲାଗିବ…
ନୂଆଦିଲ୍ଲୀ,୬।୧୨: ଆଧାରକାର୍ଡ ଏବେ ଆମ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇଯାଇଛି। ରାଶନ ଦୋକାନରୁ ଆରମ୍ଭ କରି ସିମ କାର୍ଡ କିଣିବା ପର୍ଯ୍ୟନ୍ତ ସବୁଠି ଆଧାର ଦରକାର ପଡୁଛି। ଏବେ ସରକାର ଏହିପରି ଆଉ ଏକ କାର୍ଡ ଆପଣଙ୍କ ପିଲାମାନଙ୍କ ପାଇଁ…
ସପ୍ତାହକୁ ଅଫିସରେ ୭୦ ଘଣ୍ଟିଆ କାର୍ଯ୍ୟ: ସଂସଦରେ ଚର୍ଚ୍ଚା, ସରକାରଙ୍କୁ ବିରୋଧୀଙ୍କ ପ୍ରଶ୍ନ…
ନୂଆଦିଲ୍ଲୀ,୬।୧୨ : ସଂସଦର ଶୀତକାଳୀନ ଅଧିବେଶନରେ ୭୦ ଘଣ୍ଟିଆ କାର୍ଯ୍ୟ ସପ୍ତାହ ବିଷୟରେ ଆଲୋଚନା ହୋଇଥିଲା । ଇନଫୋସିସ ସହ-ପ୍ରତିଷ୍ଠାତା ନାରାୟଣ ମୁର୍ତ୍ତୀ ଏହି ବିତର୍କକୁ ଜନ୍ମ ଦେଇଥିଲେ। ସଂସଦରେ ସରକାର ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି। ଶ୍ରମ ଓ ରୋଜଗାର…
କର୍ନି ସେନା ଅଧ୍ୟକ୍ଷଙ୍କୁ ହତ୍ୟା ଘଟଣା: ୨ ଗିରଫ
ଜୟପୁର,୬ା୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ୍ କର୍ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗମେଦିଙ୍କୁ ଜୟପୁର ସହରସ୍ଥିତ ତାଙ୍କ ଘରେ ଗୁଳିକରି ହତ୍ୟା କରାଯାଇଛି। ଏହି ହତ୍ୟା ମାମଲାରେ ହରିୟାଣାରୁ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୋବାଇଲ୍ରୁ ତଥ୍ୟ ଆଧାରରେ ଉଭୟଙ୍କୁ ଗିରଫ…
ପୁଣି ବିଦେଶ ଗସ୍ତରେ ଯିବେ ରାହୁଲ ଗାନ୍ଧୀ: ଉଠୁଛି ପ୍ରଶ୍ନ
ନୂଆଦିଲ୍ଲୀ,୬।୧୨: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଡିସେମ୍ବର ୯ରୁ ଡିସେମ୍ବର ୧୪ ପର୍ଯ୍ୟନ୍ତ ଇଣ୍ଡୋନେସିଆ ସମେତ ଚାରିଟି ଦେଶ ଗସ୍ତ କରିବେ। ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ସେ ବିଦେଶ ଗସ୍ତ କରିବେ। କେବଳ ଏତିକି ନୁହେଁ, ବିଧାନସଭା ନିର୍ବାଚନର…
ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ
ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍ଜୋମ୍ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍ ମଧ୍ୟବର୍ତ୍ତୀ ବାପାଟଲା ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଛି। ତେବେ ବାତ୍ୟା ପ୍ରଭାବରେ…
ରାଜ୍ୟରେ କମିଲା ଝିଅ ସଂଖ୍ୟା: ପ୍ରତି ୧୦୦୦ ପୁଅରେ ଅଛନ୍ତି…
ଭୁବନେଶ୍ୱର, ୫।୧୨(ଅସମାପିକା ସାହୁ)- ଓଡ଼ିଶାରେ କମିଛନ୍ତି ଝିଅ ସଂଖ୍ୟା। ଦେଶରେ ଝିଅ ସଂଖ୍ୟା ହ୍ରାସରେ ଓଡ଼ିଶା ୬ ନମ୍ବର ସ୍ଥାନରେ ରହିଛି। କେରଳ, ଛତିଶଗଡ଼, ହିମାଚଳପ୍ରଦେଶ, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ୧୯୬୧ ଜନଗଣନା ଅନୁଯାୟୀ,…
ଗୋଟିଏ ଦେଶ-ଗୋଟିଏ ସମ୍ବିଧାନ ଉପରେ ଟିଏମସି ଏମପିଙ୍କୁ କଡା ଜବାବ ଦେଲେ ଅମିତ ଶାହ, ଦାଦା ଆପଣଙ୍କ ବୟସ ହୋଇଯାଇଛି…
ନୂଆଦିଲ୍ଲୀ,୫।୧୨:‘ଦାଦା ଆପଣଙ୍କ ବୟସ ହୋଇଯାଇଛି’। ଲୋକସଭାରେ ଶୀତ ଅଧିବେଶନ ଚାଲିଥିବାବେଳେ ଟିଏମସି ଏମପି ସ୍ବାଗତ ରାୟଙ୍କୁ ଏପରି କଡା ଜବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ। ସୂଚନାଯୋଗ୍ୟ, ଏମପି ସ୍ବାଗତ ସେହି ସମୟରେ ଜମ୍ମୁ କଶ୍ମିରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ…
ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଆମେରିକା ସରକାରଙ୍କ ବଡ ମନ୍ତବ୍ୟ, ରିପୋର୍ଟର ପ୍ରାସଙ୍ଗିତା ନାହିଁ
ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ ଦେଇଛି।…
ପରାଜୟ ପରେ ଇଣ୍ଡିଆ ମେଣ୍ଟର ପରାମର୍ଶ, ଓ୍ବାଏନାଡ ଛାଡି ଆମେଠିରୁ ଲଢନ୍ତୁ ରାହୁଲ
ନୂଆଦିଲ୍ଲୀ,୫।୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡରେ କଂଗ୍ରେସ ଧରାଶାୟୀ ହେବା ପରେ ଏବେ କଂଗ୍ରେସର ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିବାରେ ଲାଗିଛି। ବିରୋଧୀ ମେଣ୍ଟ ଇଣ୍ଡିଆର ନେତା ତଥା ଏମପି ରାହୁଲ ଗାନ୍ଧୀଙ୍କୁ ଓ୍ବାଏନାଡରୁ ଆଗାମୀ ଲୋକସଭା ନିର୍ବାଚନ ନ ଲଢିବାକୁ…
କୋଲକତା ହେଉଛି ଦେଶର ସବୁଠାରୁ ସୁରକ୍ଷିତ ସହର
କୋଲକାତା,୫।୧୨: ଦେଶରେ ସବୁଠାରୁ ସୁରକ୍ଷିତ ସହର କେଉଁଟି? ଆପଣ ଜାଣନ୍ତି କି। ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ ରେକର୍ଡ ଅନୁସାରେ ୨୦୨୩ରେ ଦେଶର ସବୁଠାରୁ ସୁରକ୍ଷିତ ସହର ଭାବେ କୋଲକାତାକୁ ମାନ୍ୟତା ମିଳିଛି। ଲଗାତାର ୩ୟ ଥର ପାଇଁ କୋଲକାତାକୁ ଦେଶର…
‘ଭାଜପା କେବଳ ଗୌମୂତ୍ର ରାଜ୍ୟରୁ ନିର୍ଵାଚନ ଜିତି ପାରିବ’, ଡିଏମକେ ଏମପିଙ୍କ ବିବାଦୀୟ ବୟାନ
ନୂଆଦିଲ୍ଲୀ, ୫ା୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ଭାଜପାର ବିଜୟକୁ କଟାକ୍ଷ କରି ଡିଏମକେ ଏମପି ଡିଏନବି ସେନ୍ଥିଲ କୁମାର ବିବାଦୀୟ ବୟାନ ଦେଇଛନ୍ତି। ମଙ୍ଗଳବାର ଲୋକ ସଭାରେ ସେ କହିଥିଲେ ଯେ, ”ଭାଜପା କେବଳ ହିନ୍ଦୀ ହାର୍ଟଲ୍ୟାଣ୍ଡରେ ନିର୍ବାଚନ ଜିତି…
Archives


