Home Middle

ନୀରବ ନାୟକ-ନବୀନ

ନବୀନ ପଟ୍ଟନାୟକ- କେବଳ ଏକ ନାମ ନୁହେଁ, ବରଂ ଅନନ୍ୟ ସଫଳତାର ଏକ ବିରଳ କାହାଣୀ। ଏକ ଦୁର୍ବାର ରାଜନୈତିକ ଅଭିଯାନ। ସେ ଅଭିଯାନ ଯେତିକି ରୋମାଞ୍ଚକର, ସେତିକି ଉଦ୍‌ବୋଧନୀୟ। ରାଜନୀତିରେ ରୁଚି ନ ଥାଇ ମଧ୍ୟ ଓଡ଼ିଶାବାସୀଙ୍କ ଶ୍ରଦ୍ଧା, ଆଗ୍ରହ…

ଜଳିଗଲା ୬୦ରୁ ଊର୍ଦ୍ଧ୍ୱ ଦୋକାନ

କୋଲକାତା,୧୬ା୧୦(୦୫): ପଶ୍ଚିମବଙ୍ଗ ଦାର୍ଜିଲିଂ ଜିଲା ସିଲିଗୁଡ଼ି ନକ୍ସଲବାରି ବଜାରରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବାରୁ ୬୦ରୁ ଊର୍ଦ୍ଧ୍ୱ ଦୋକାନ ଜଳିଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି। ପୂଜା ପୂର୍ବରୁ ଲୁଗା ଦୋକାନଗୁଡ଼ିକ ଜଳିଯାଇଥିବାରୁ ଦୋକାନୀମାନେ…

ଇସ୍ରାଏଲ ଯିବେ ବାଇଡେନ

ଓ୍ବାଶିଂଟନ,୧୬ା୧୦(୦୫): ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲ ଗସ୍ତରେ ଯିବେ। ବାଇଡେନଙ୍କ ଏହି ଗସ୍ତ ସମ୍ପର୍କରେ ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି। ହମାସ୍‌-ଇସ୍ରାଏଲ ମଧ୍ୟରେ ଘମାଘଟ ଲଢ଼େଇ ଚାଲିଥିବା ବେଳେ ବାଇଡେନ ଇସ୍ରାଏଲ ଯିବେ। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାନାହୁ ବାଇଡେନଙ୍କୁ…

୭୮ରେ ନବୀନ

ଭୁବନେଶ୍ୱର, ୧୬।୧୦: (ସୁନିତ୍‌ ମିଶ୍ର)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୭୮ ବର୍ଷ ବୟସରେ ପଦାର୍ପଣ କରିବେ। ହେଲେ ଚଳିତଥର ମୁଖ୍ୟମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ରବିବାର ସୂଚନା ଦେଇଛନ୍ତି। ଗତ ମାସରେ ତାଙ୍କ ବଡ଼ ଭଉଣୀ ଗୀତା…

ନବରାତ୍ରୀ ଶୁଭେଚ୍ଛା ଜଣାଇଲେ କାନାଡା ପ୍ରଧାନମନ୍ତ୍ରୀ

ଓଟାଓ୍ବା,୧୫।୧୦(୦୭): ଭାରତ ସହ କୂଟନୈତିକ ବିବାଦ ମଧ୍ୟରେ ରବିବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନବରାତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ କାନାଡାର ପ୍ରଧାନମନ୍ତ୍ରୀ କହିଛନ୍ତି, ଶୁଭ ନବରାତ୍ରୀ। ମୁଁ ହିନ୍ଦୁ ସମ୍ପ୍ରଦାୟର ସଦସ୍ୟ ତଥା ଏହି ଉତ୍ସବ ପାଳନ କରୁଥିବା ସମସ୍ତଙ୍କୁ…

ବିଶ୍ୱକପ୍‌ରେ ବଡ଼ ବିପର୍ଯ୍ୟୟ: ଇଂଲଣ୍ଡକୁ ହରାଇଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୧୫।୧୦(୦୭): ବିଶ୍ୱକପ୍‌ ୨୦୨୩ରେ ରବିବାର ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଗତଥର ଚାମ୍ପିଅନ୍‌ ଇଂଲଣ୍ଡକୁ ୬୯ରେ ରନ୍‌ରେ ପରାସ୍ତ କରିଛି ଆଫଗାନିସ୍ତାନ। ନୂଆଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ…

ଚଳିତବର୍ଷ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତବର୍ଷ ଜନ୍ମଦିନ ପାଳିବେ ନାହିଁ। ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ବିୟୋଗ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି।…

‘ଇସ୍ରାଏଲ ସହ ଆମେ ଅଛୁ’

ଲଣ୍ଡନ,୧୫ା୧୦: ଇସ୍ରାଏଲ ଏବଂ ହମାସ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଇସ୍ରାଏଲ ଉପରେ ହମାସ୍‌ର ଆକ୍ରମଣକୁ ନିନ୍ଦା କରିଛନ୍ତି। ସେ କହିଛନ୍ତି, ଆମେ ଇସ୍ରାଏଲ ସହିତ ଛିଡ଼ା ହୋଇଛୁ। ଇସ୍ରାଏଲ ଉପରେ ହମାସ୍‌ର…

ଡଙ୍ଗା ବୁଡ଼ି ଘଟଣା: ୩୦ ମୃତ, ୧୬୭ ନିଖୋଜ

କିନ୍‌ସାସା,୧୫ା୧୦: କଙ୍ଗୋରେ ଏକ ଡଙ୍ଗା ବୁଡ଼ିଯିବା ଦ୍ୱାରା ୩୦ ଜଣଙ୍କର ମୃତ୍ୟୁ ଘଟିଛି। ଡେପୁଟି ପ୍ରାଦେଶିକ ରାଜ୍ୟପାଳ ଟେଲର ନଗନାଜିଙ୍କ ଅନୁଯାୟୀ, ଇକ୍ୟୁଏଟର ପ୍ରଦେଶର ମାବାନ୍ଦାକା ସହରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଡଙ୍ଗା ବୁଡ଼ି ଯାଇଥିଲା। ଏହି ଡଙ୍ଗା କଙ୍ଗୋ…

ଇସ୍ରାଏଲର ବିମାନ ଆକ୍ରମଣରେ ହମାସର ଆଉ ଜଣେ ଟପ କମାଣ୍ଡର ନିହତ

ତେଲ ଆଭିବ,୧୫।୧୦:  ପାଲେଷ୍ଟାଇନର ଆତଙ୍କବାଦୀ ସଙ୍ଗଠନ ହମାସର ଆକ୍ରମଣ ପରେ ଇସ୍ରାଏଲ ଲଗାତାର ଏୟାର ଷ୍ଟ୍ରାଇକ କରି ଚାଲିଛି। ଏହାର ଜବାବରେ ଇସ୍ରାଏଲ ପାଲେଷ୍ଟାଇନର ୨୯୦୦ରୁ ଅଧିକ ଲୋକଙ୍କୁ ମାରି ସାରିଲାଣି। ଇତିମଧ୍ୟରେ ଇସ୍ରାଏଲ ହମାସର ବି ଅନେକ କମାଣ୍ଡରଙ୍କୁ ଟାର୍ଗେଟ…

ମୁଖ୍ୟମନ୍ତ୍ରୀ ହୋଇ କମଲନାଥ ଧନ ସମ୍ପତ୍ତି ପାଇଁ କାନ୍ଦିଛନ୍ତି: ଶିବରାଜ…

ଭୋପାଳ,୧୫।୧୦ : (୦୧) ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ରବିବାର ଦାତିଆ ଜିଲାରେ ଏକ ରାଲିରେ କଂଗ୍ରେସ ରାଜ୍ୟ ମୁଖ୍ୟ କମଲ ନାଥଙ୍କୁ କଡ଼ା ସମାଲୋଚନା କରି ତାଙ୍କୁ କାନ୍ଦୁଥିବା ମୁଖ୍ୟମନ୍ତ୍ରୀ’ ବୋଲି କହିଛନ୍ତି। କମଲ ନାଥ ୨୦୧୮ ରେ…

ନାଗରିକଙ୍କୁ ଚେତାବନୀ ଦେଲା ଇସ୍ରାଏଲ: ୩ ଘଣ୍ଟାରେ ଖାଲି କର ଗାଜା

ଜେରୁଜେଲମ,୧୫।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ନଅ ଦିନ ବିତିଗଲାଣି। ଏହି ସମୟରେ ଇସ୍ରାଏଲ ଗାଜାକୁ ବାୟୁ, ସ୍ଥଳ ଏବଂ ସମୁଦ୍ରରୁ ଆକ୍ରମଣ କରିବାକୁ ଯୋଜନା ପ୍ରସ୍ତୁତ କରିଛି। ରବିବାର ଉତ୍ତର ଗାଜାରୁ ବାହାରୁଥିବା ନାଗରିକମାନଙ୍କୁ ଇସ୍ରାଏଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri