Home Middle

ଗାଜାରୁ ଗଣ ପଳାୟନ କଲେ ୧୦ଲକ୍ଷ ଲୋକ

ଗାଜା,୧୩।୧୦: ଇସ୍ରାଏଲ-ହମାସ ଯୁଦ୍ଧ ନିକଟ ଭବିଷ୍ୟତରେ ଥମିବାର ସମ୍ଭାବନା ଦେଖାଯାଉ ନାହିଁ। ହମାସ ଦିନକୁ ଦିନ ରକ୍ତମୁଖା ହୋଇ ନର ସଂହାର କରିବାରେ ଲାଗିଛି। ଇସ୍ରାଏଲ ସେନା ଶୁକ୍ରବାର ଗାଜା ଉପରେ ୬ହଜାରରୁ ଅଧିକ ରକେଟ ମାଡ କରିଛି। ତେଣୁ ସେନା…

ଟିଭି, ସୋସିଆଲ ମିଡିଆରେ ଅଧିକ ନ୍ୟୁଜ ଦେଖନ୍ତୁ ନାହିଁ: ହୁ

ନୂଆଦିଲ୍ଲୀ,୧୩।୧୦:ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱକୁ ଆତଙ୍କିତ କରି ରଖିଛି। ନର ପିଶାଚ ପାଲଟିଥିବା ହମାସ ଗୋଟିକ ପରେ ଗୋଟିଏ ବନ୍ଧକ ରଖିଥିବା ଇସ୍ରାଏଲୀଙ୍କୁ ହତ୍ୟା କରିବାରେ ଲାଗିଛି। ଏହାରି ଭିତରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ) ଲୋକମାନଙ୍କୁ…

ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ

ମୁମ୍ବାଇ,୧୩ା୧୦: ୨୦୨୮ ଅଲିମ୍ପିକ୍ସରେ ପୁରୁଷ ଓ ମହିଳା କ୍ରିକେଟ ସାମିଲ ହେବାକୁ ଯାଉଛି। ଲସ୍‌ଏଞ୍ଜେଲ୍ସ ଗେମ୍ସ ଆୟୋଜକଙ୍କ ଏ ସମ୍ପର୍କିତ ପ୍ରସ୍ତାବ ଶୁକ୍ରବାର ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଦ୍ୱାରା ଅନୁମୋଦନ ଲାଭ କରିଛି। କ୍ରିକେଟ ଟି୨୦ ଫର୍ମାଟରେ ଖେଳାଯିବ। ଅନ୍ୟ…

‘ସତ୍ୟଜିତ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ’ରେ ସମ୍ମାନିତ ହେବେ ହଲିଉଡ ଅଭିନେତା ମାଇକେଲ ଡଗଲାସ

ନୂଆଦିଲ୍ଲୀ,୧୩।୧୦: ଗୋଆରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)ରେ ଲୋକପ୍ରିୟ ହଲିଉଡ ଅଭିନେତା ମାଇକେଲ ଡଗଲାସଙ୍କୁ ସତ୍ୟଜିତ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରାଯିବ। ଏନେଇ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର।…

ନ୍ୟୁଟନ କିମ୍ବା ଆଇନଷ୍ଟାଇନଙ୍କୁ ଭୁଲ ପ୍ରମାଣ କରିବାକୁ ଆମେ ଏଠାରେ ବସି ନାହୁଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୧୦: ଡାରୱିନଙ୍କ ଜୈବିକ ବିବର୍ତ୍ତନ ଥିଓରି ଓ ଆଲବର୍ଟ ଆଇନଷ୍ଟାଇନଙ୍କ (E = MC2)ର ସୂତ୍ର ଭୁଲ ବୋଲି ଦର୍ଶାଇ ସୁପ୍ରିମକୋର୍ଟରେ ଏକ ମାମଲା ଦାଖଲ କରାଯାଇଛି। ଏହି ଦୁଇ ବୈଜ୍ଞାନିକଙ୍କ ସିଦ୍ଧାନ୍ତରେ ଉନ୍ନତି ଆଣିବା ଉଚିତ ବୋଲି ସୁପ୍ରିମକୋର୍ଟ ଆବେଦନ…

ମନୋରଞ୍ଜନ ବିଭାଗ ହୋଇଗଲାଣି ଇଡି, ଶୁଣାଣି ସମୟରେ କୋର୍ଟରେ କହିଲେ ସଞ୍ଜୟ ସିଂ

ନୂଆଦିଲ୍ଲୀ,୧୩।୧୦: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟ ଆମ ଆଦମୀ ପାର୍ଟି (ଏଏପି) ନେତା ସଞ୍ଜୟ ସିଂଙ୍କୁ ଅକ୍ଟୋବର ୨୭ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଇଡିର ରିମାଣ୍ଡ ଅବଧି ଶେଷ ହେବା ପରେ ଏଜେନ୍ସି ସଞ୍ଜୟ ସିଂଙ୍କୁ କୋର୍ଟରେ ହାଜର…

ପାକିସ୍ତାନ-ଆଫଗାନିସ୍ତାନରେ ମେଣ୍ଟ ସରକାର ଗଠନ କରୁ କଂଗ୍ରେସ: ହିମନ୍ତ ବିଶ୍ୱ ସରମା

ଗୁଆହାଟି,୧୩।୧୦: ଇସ୍ରାଏଲ-ହମାସ୍‌ ମଧ୍ୟରେ ଚାଲିଥିବା ରକ୍ତାକ୍ତ ସଂଘର୍ଷ ମଧ୍ୟରେ ଭାରତରେ ଭାଜପା ଓ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଭାଜପା ଇସ୍ରାଏଲକୁ ସମର୍ଥନ କରୁଥିବାବେଳେ କଂଗ୍ରେସ ପାଲେଷ୍ଟାନୀୟଙ୍କୁ ସମର୍ଥନ ଜଣାଇଛି। ଏନେଇ କଂଗ୍ରେସକୁ କଟାକ୍ଷ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ…

ଗୁଗଲ କ୍ରୋମ ଅପଡେଟ୍‌ ନ କଲେ ହୋଇପାରେ ସାଇବର ଆଟାକ୍‌

ନୂଆଦିଲ୍ଲୀ,୧୩।୧୦: ସରକାରଙ୍କ କମ୍ପ୍ୟୁଟର ଜରୁରୀକାଳୀନ ପ୍ରତିକ୍ରିୟା ଦଳ (ସିଇଆରଟି) ଇଣ୍ଟରନେଟର ସବୁଠାରୁ ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ ଗୁଗଲ କ୍ରୋମକୁ ନେଇ ୟୁଜର୍ସଙ୍କୁ ସତର୍କ କରାଇଛି। ଗୁଗଲ କ୍ରୋମ ଦ୍ୱାରା ସାଇବର ଆଟାକ୍‌ ହୋଇପାରେ ବୋଲି ୟୁଜର୍ସଙ୍କୁ ସୂଚନା ଦେଇଛି ସିଇଆରଟି। ଏହାଦ୍ୱାରା…

ଜଟିଳ ରୋଗ ଅପରେଶନର ଲାଇଭ ଷ୍ଟ୍ରିମିଂ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ମାମଲା ଦାଖଲ

ନୂଆଦିଲ୍ଲୀ,୧୩।୧୦: ଜଟିଳ ରୋଗର ଅପରେଶନର ଲାଇଭ ଷ୍ଟ୍ରିମିଂ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। କୋର୍ଟରେ ଦାଖଲ ହୋଇଥିବା ପିଟିଶନରେ କୁହାଯାଇଛି, ଲାଇଭ ସର୍ଜରୀ ଟେଲିକାଷ୍ଟ ଆଇନତଃ ଅନୈତିକ। ରିପୋର୍ଟ ଅନୁଯାୟୀ, ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ…

୨୪୫ ରନ୍‌ରେ ଅଟକିଲା ବାଂଲାଦେଶ

ଚେନ୍ନାଇ,୧୩।୧୦: ଚେନ୍ନାଇସ୍ଥିତ ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ୨୦୨୩ ବିଶ୍ୱକପ୍‌ର ୧୧ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ୱିଲିୟମଶନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇଁ ବାଂଲାଦେଶ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦…

ସିକିମ୍‌ର ତିସ୍ତାନଦୀରେ ବନ୍ୟା ଆସିବା ପୂର୍ବରୁ ସିଗନାଲ ଦେବା ବନ୍ଦ କରିଥିଲା ପାଣିପାଗ ଷ୍ଟେଶନ: ଏନଡିଏମଏ

ଗ୍ୟାଙ୍ଗଟକ,୧୩।୧୦: ସିକିମ୍‌ରେ ବାଦଲ ଫଟା ବର୍ଷା ଯୋଗୁ ତିସ୍ତାନଦୀରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରାୟ ୧୦୦ ଲୋକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ଅନେକ ଲୋକ ନିଖୋଜ ଅଛନ୍ତି। ତେବେ ଏହି ଭୟଙ୍କର ବନ୍ୟାକୁ ନେଇ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ)…

ଇସ୍ରାଏଲକୁ ସ୍ପାଏ ପ୍ଲେନ, ଜାହାଜ ଯୋଗାଇଲା ବ୍ରିଟେନ

ଇଂଲଣ୍ଡ,୧୩।୧୦: ଗାଜାରେ ସପ୍ତମ ଦିନ ପାଇଁ ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଆମେରିକା ଇସ୍ରାଏଲକୁ ସମର୍ଥନ କରି ଭୂମଧ୍ୟସାଗରରେ ଅସ୍ତ୍ରଶସ୍ତ୍ର ଏବଂ ଫାଇଟର ଜେଟ ସମେତ ଯୁଦ୍ଧ ଜାହାଜ ପଠାଇବା ପରେ ବର୍ତ୍ତମାନ ବ୍ରିଟେନ ମଧ୍ୟ ବନ୍ଧୁ ରାଷ୍ଟ୍ର ଇସ୍ରାଏଲକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri