Home Middle

ଅଯୋଧ୍ୟାରେ ସୁଦର୍ଶନଙ୍କ ନୂଆ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ, ୨୨।୧: ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ରବିବାର ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଅଯୋଧ୍ୟାର ରାମକଥା ପାର୍କରେ ସୁଦର୍ଶନଙ୍କ ଦ୍ୱାରା ପ୍ରସ୍ତୁତ ରାମମନ୍ଦିରର ୫୦୦ କ୍ଷୁଦ୍ର ପ୍ରତିରୂପ ସ୍ଥାନିତ…

ପ୍ରାଣ ପ୍ରତିଷ୍ଠା ନେଇ ସାରା ବିଶ୍ୱରେ ଉତ୍ସାହ: ଆମେରିକା ରାଜରାସ୍ତାରେ ଜୟ ଶ୍ରୀରାମ ସ୍ଲୋଗାନ, ଟାଇମ୍ସ ସ୍କୋୟାରରେ ଲଡୁ ବଣ୍ଟା…

ଓ୍ବାଶିଂଟନ,୨୨।୧ : ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ନେଇ ସାରା ବିଶ୍ୱରେ ଉତ୍ସାହ ଦେଖାଦେଇଛି। ଆମେରିକାର ହିନ୍ଦୁମାନଙ୍କ ମଧ୍ୟରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ନେଇ ଉତ୍ସାହ ରହିଛି। ଏହି ଅବସରରେ, ରାମ ମନ୍ଦିର ଓଭରସିଜ ଫ୍ରେଣ୍ଡସର ସଦସ୍ୟମାନେ ଆମେରିକାର ପ୍ରସିଦ୍ଧ…

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ: ପୁଣି ଧର୍ମେନ୍ଦ୍ର-ପ୍ରଣବ କଥା କଟାକଟି

ଭୁବନେଶ୍ୱର, ୨୨।୧ (ଅସମାପିକା ସାହୁ): କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ ନେଇ ପୁଣି ରବିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ କଥା କଟାକଟି ହୋଇଛି। ଧର୍ମେନ୍ଦ୍ର ରାଜ୍ୟ…

ଆନ୍ଦୋଳନକୁ ଓହ୍ଲାଇବ ଓଷ୍ଟା

ଭୁବନେଶ୍ୱର/କଟକ ୨୨।୧(ଅସମାପିକା ସାହୁ/କାର୍ତ୍ତିକ ସାହୁ): ବିଭିନ୍ନ ସମସ୍ୟା ନେଇ ଫେବୃଆରୀ ପ୍ରଥମ ସପ୍ତାହରେ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)। ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କ ସହ ବିଭିନ୍ନ ସଙ୍ଗଠନ ଏହି ଆନ୍ଦୋଳନରେ…

କୋହଲା ପାଗକୁ ହାଲୁକା ବର୍ଷା

ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଗୁରୁଚାପ ବଳୟ ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ମଧ୍ୟ ହୋଇଛି। ରବିବାର…

‘ରାମମୟ’ ଅଯୋଧ୍ୟା: ରାମଲାଲାଙ୍କ ୫୦୦ ବର୍ଷ ‘ନିର୍ବାସନ’ର ସମାପ୍ତି କରି ଆଜି ହେବ ‘ପ୍ରାଣ ପ୍ରତିଷ୍ଠା’

ଅଯୋଧ୍ୟା,୨୨।୧: ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ, ସେହି ଐତିହାସିକ କ୍ଷଣ ଉପନୀତ। ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା ଦେଶ…

ରାମ ଜନ୍ମଭୂମିରେ ସାଢେ ୪ ଘଣ୍ଟା ରହିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧: ବର୍ଷ ବର୍ଷର ଅପେକ୍ଷା ବର୍ତ୍ତମାନ ଶେଷ ହେବାକୁ ଯାଉଛି। ସେହି ଶୁଭ ସମୟ ସୋମବାର ଦିନ୧୨ଟା ୫ ରୁ ୧୨ଟା ୫୫ମଧ୍ୟରେ ହେବ, ଯେତେବେଳେ ବୈଦିକ ମନ୍ତ୍ର ମଧ୍ୟରେ କମଲ ନୟନଙ୍କ ଅଚଳ ପ୍ରତିମୂର୍ତ୍ତିକୁ ଏହାର ଈଶ୍ୱରୀୟ ମନ୍ଦିରରେ ପ୍ରତିଷ୍ଠିତ…

ପ୍ରାଣ ପ୍ରତିଷ୍ଠାର ପୂର୍ବ ସନ୍ଧ୍ୟାରେ ମୋଦିଙ୍କୁ ପତ୍ର ଲେଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୧।୧: ସୋମବାର ଜାନୁଆରୀ ୨୨ରେ ଅଯୋଧ୍ୟାରେ ଥିବା ଶ୍ରୀ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଅତିଥିମାନେ ପହଞ୍ଚିବା ଆରମ୍ଭ କରିଛନ୍ତି ଏବଂ ଏକ ଐତିହାସିକ ଉତ୍ସବ ପାଇଁ…

ଜଣେ ବ୍ୟକ୍ତି ଭଗବାନଙ୍କ ଉପରେ କବ୍ଜା କରିଛନ୍ତି, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ମୋଦିଙ୍କୁ ଟାର୍ଗେଟ୍‌ କଲେ ଖାର୍ଗେ

ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୨୨ରେ ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ରାମଲାଲା ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଆସାମର ନାଗାଓଁରେ ଏକ ରାଲିରେ ସମ୍ବୋଧିତ କରି କହିଥିଲେ ଯେ, ଜଣେ…

ସକାଳ ୧୦ଟାରୁ ଗୁଞ୍ଜରିତ ହେବ ମଙ୍ଗଳଧ୍ୱନି, ୮୪ ସେକେଣ୍ଡ ଶୁଭ ମୁହୂର୍ତ୍ତରେ ହେବ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟା,୨୧।୧: ଅଯୋଧ୍ୟାରେ ରାମଲାଲା ପହଞ୍ଚିବାର ସମୟ ପାଖେଇ ଆସିଛି। ସୋମବାର (ଜାନୁଆରୀ ୨୨) ରେ ଅନୁଷ୍ଠିତ ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସମଗ୍ର ସହରକୁ ଆଧ୍ୟାତ୍ମିକ ରଙ୍ଗରେ ସଜାଯାଇଛି। ସମଗ୍ର ମନ୍ଦିର କମ୍ପ୍ଲେକ୍ସର…

ଶ୍ରୀରାମଲଲାଙ୍କ ପ୍ରାଣପ୍ରତିଷ୍ଠା ପାଇଁ ଉତ୍ସବମୁଖର ସମଗ୍ର ଦେଶ, ଅଯୋଧ୍ୟାରେ ପହଞ୍ଚିଲେଣି ଅନେକ ବ୍ୟକ୍ତିବିଶେଷ

ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟାରେ ଶ୍ରୀରାମଲାଲା ବିରାଜମାନର ପ୍ରାଣ ପ୍ରତିଷ୍ଠା ସମାରୋହକୁ ଐତିହାସିକ କରିବାପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଏହି ଭବ୍ୟ ଉତ୍ସବକୁ ଦେଖିବାପାଇଁ ହଜାର ହଜାର ସଂଖ୍ୟାରେ ରାମଭକ୍ତ…

ଅଯୋଧ୍ୟାରେ ରାମଲାଲାଙ୍କ ‘ମ୍ୟାଜିକ’, ସୁନାଠାରୁ ବି ଅଧିକ ହେଲା ଜମିର ଦାମ

ଅଯୋଧ୍ୟା,୨୧।୧: ରାମ ସୁରତ ବର୍ମା ୨୦୧୯ରେ ତାଙ୍କ ଜମି ବିକ୍ରୟ ନିଷ୍ପତ୍ତିରେ ବର୍ତ୍ତମାନ ଅନୁତାପ କରୁଛନ୍ତି। ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌଠାରୁ ପ୍ରାୟ ୧୫୫ କିଲୋମିଟର (୯୬ ମାଇଲ) ଦୂରରେ ଥିବା ଅଯୋଧ୍ୟା ଜିଲାର ତକପୁରା ଗାଁର ଜଣେ କୃଷକ ଚାରି ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?