Home Middle

ଜାତିସଂଘ ସହାୟତା ଗୋଦାମରୁ ଲୁଟ୍‌

ଡେଇର୍‌ ଅଲ୍‌ ବାଲାହ(ଗାଜା ଷ୍ଟ୍ରିପ୍‌),୩୦ା୧୦ : ଗାଜାରେ ଥିବା ଜାତିସଂଘର ସହାୟତା ସାମଗ୍ରୀ ଗୋଦାମଗୁଡ଼ିକରେ ହଜାର ହଜାର ପାଲେଷ୍ଟିନୀୟ ପଶି ଲୁଟ୍‌ପାଟ୍‌ କରିଛନ୍ତି। ସେମାନେ ଗୋଦାମରୁ ଅଟା ଓ ମୌଳିକ ସ୍ବାସ୍ଥ୍ୟସେବା ସାମଗ୍ରୀ ନେଇଯାଇଛନ୍ତି। ୩ ସପ୍ତାହ ଧରି ଚାଲିଥିବା ଆକ୍ରମଣ…

ଗାଜା ମୃତ୍ୟୁସଂଖ୍ୟା ୮୦୦୦+

ଜେରୁଜେଲମ୍‌,୩୦ା୧୦ : ଇସ୍ରାଏଲୀ ସେନା ଗାଜାରେ ଏୟାରଷ୍ଟ୍ରାଇକ୍‌କୁ ଜୋର୍‌ଦାର କରିଛି। ଗାଜାର ଅଣ୍ଡରଗ୍ରାଉଣ୍ଡ ଟାର୍ଗେଟ୍‌ଗୁଡ଼ିକ ଉପରେ ଘନଘନ ବୋମାମାଡ଼ ହେଉଛି। ଏପରିକି ସେଠାର ସବୁଠୁ ବଡ଼ ହସ୍ପିଟାଲ ମଧ୍ୟ ବାଦ୍‌ ପଡ଼ିନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ଇସ୍ରାଏଲୀ ସେନା ହମାସ୍‌ର…

ଆନ୍ଧ୍ରପ୍ରଦେଶ ଟ୍ରେନ୍‌ ଦୁର୍ଘଟଣା: ୮ ମୃତ ଅନେକେ ଆହତ, ରେଳମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୦: ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲାରେ ରବିବାର ବିଳମ୍ବିତ ସନ୍ଧ୍ୟାରେ ୨ଟି ପାସେଞ୍ଜର ଟ୍ରେନ ମଧ୍ୟରେ ଧକ୍କା ହେବା ଫଳରେ ୮ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କୋଥାଭାଲାସା ମଣ୍ଡଳର କଣ୍ଟାକାପାଲୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ପଲାସା ଏକ୍ସପ୍ରେସ ଏବଂ…

ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ

ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌କୁ ଅନ୍ୟ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ଏଥିରେ…

ବିଜୟ ଛକା ମାରିଲା ଭାରତ: ସେମିଫାଇନାଲ ଟିକେଟ୍‌ ନିକଟତର

ଲକ୍ଷ୍ନୌ,୨୯।୧୦: ଦିନିକିଆ ବିଶ୍ୱକପର ୨୯ତମ ମ୍ୟାଚରେ ଭାରତ ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କରିଛି। ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୫୦ ଓଭରରେ…

ବିଶାଖାପାଟଣା-ରାୟଗଡ଼ା ଟ୍ରେନ ଲାଇନ୍‌ଚ୍ୟୁତ: ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରେନ୍‌, ୩ ମୃତ, ୧୦ ଆହତ

ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ ରାୟଗଡ଼ା ଅଭିମୁଖେ ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଂଟକାପଲ୍ଲୀଠାରେ ରବିବାର ଲାଇନ୍‌ଚ୍ୟୁତ ହୋଇଛି । ଫଳରେ ଟ୍ରେନର ୩ଟି ବଗି ପରସ୍ପରକୁ ଧକ୍କା ଦେଇ ଓଲଟି ପଡିଥିବା ସୂଚନା ମିଳିଛି।…

କ୍ଷମା ମାଗିଲେ ନେତାନ୍ୟାହୁ, କହିଲେ ଏମିତି କହିବାର ନ ଥିଲା

ଜେରୁଜେଲମ,୨୯।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ୨୩ ଦିନରେ ପ୍ରବେଶ କରିଛି। ଇତିମଧ୍ୟରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତାଙ୍କର ଏକ ବିବୃତ୍ତି ସଂପର୍କରେ ତାଙ୍କ ସହଯୋଗୀ ଏବଂ ବିରୋଧୀଙ୍କ ତୀବ୍ର ସମାଲୋଚନା କରିଛନ୍ତି। ଅକ୍ଟୋବର ୭ରେ ହମାସଙ୍କ…

‘ରାଷ୍ଟ୍ରପତି ହୋଇ ଆସିଲେ ମୁସଲିମ ଦେଶର ନେତାଙ୍କ ଉପରେ ପୁଣି ବ୍ୟାନ ଲଗାଇବି’-ଡୋନାଲ୍ଡୋ ଟ୍ରମ୍ପ

ନୂଆଦିଲ୍ଲୀ,୨୯/୧୦: ଆମେରିକାର ପୂର୍ବତ୍ତନ ରାଷ୍ଟ୍ରପତି ଡୋନାଲ୍ଡୋ ଟ୍ରମ୍ପ ଶପଥ ନେଇଛନ୍ତି, ଯଦି ଦ୍ୱିତୀୟ ଥର ସେ ହ୍ୱାଇଟ ହାଉସକୁ ନିର୍ବାଚିତ ହୁଅନ୍ତି ତେବେ ସେ କିଛି ମୁସଲିମ ଦେଶର ନେତାଙ୍କ ଉପରେ ପ୍ରତିବନ୍ଧକ ଲଗାଇବେ। ଶନିବାର ରିପବ୍ଲିକାନ-ଇହୁଦୀ ଗଠବନ୍ଧନର ବାର୍ଷିକ ଶିଖର…

ଆଜି ଆମେରିକାରେ ଉଡ଼ିଲା ଅର୍ଦ୍ଧନମିତ ପତାକା, କାରଣ ଜାଣିଲେ…

ଓ୍ବାଶିଂଟନ,୨୯ା୧୦: ଆମେରିକାର ସମସ୍ତ ଦୂତାବାସ, କନସୁଲାର ଅଫିସ ଏବଂ ଅନ୍ୟାନ୍ୟ ଅଫିସରେ ରବିବାର ଅର୍ଦ୍ଧନମିତ ପତାକା ଉଡ଼ିଛି। ମେନ୍‌ରେ ଘଟିଥିବା ଭୟଙ୍କର ଗୁଳି ବିନିମୟରେ ବୁଧବାର ରାତିରେ ୧୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ମୁଖ୍ୟ…

ଶତକରୁ ଅଳ୍ପକେ ବର୍ତ୍ତିଲେ ରୋହିତ ଶର୍ମା: ଇଂଲଣ୍ଡକୁ ୨୩୦ ରନ୍‌ର ଟାର୍ଗେଟ୍‌ ଦେଲା ଭାରତ

ଲକ୍ଷ୍ନୌ,୨୦।୧୦: ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଭାରତ ଇଂଲଣ୍ଡକୁ ୨୩୦ ରନ୍‌ର ଟାର୍ଗେଟ ଦେଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୫୦ ଓଭରରେ ୯ ଉଇକେଟ ହରାଇ ୨୨୯ ରନ ସଂଗ୍ରହ କରିଛି। ଭାରତୀୟ ଦଳ ହେଉଛି ଏକମାତ୍ର ଦଳ…

ପ୍ରାଇଭେଟ ସେକ୍ଟରରେ ଅଧିକ ନିଯୁକ୍ତି, ସରକାରୀ ବାବୁଙ୍କ ସଂଖ୍ୟା କମ୍‌…

ନୂଆଦିଲ୍ଲୀ,୨୯।୧୦ : ପ୍ରାଇଭେଟ ସେକ୍ଟରରେ ଚାକିରି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛି, ସରକାରୀ କର୍ମଚାରୀମାନେ ପଛରେ ଅଛନ୍ତି। ମଧ୍ୟବିତ୍ତ ଶ୍ରେଣୀର ଲୋକମାନେ ଯୁବବର୍ଗମାନଙ୍କ ସହିତ ପ୍ରାଇଭେଟ ସେକ୍ଟରରେ ଅଧିକ ସଂଖ୍ୟକ କାର୍ଯ୍ୟ କରୁଛନ୍ତି । ବାସ୍ତବରେ ରିପୋର୍ଟ ଅନୁଯାୟୀ ଦେଶର ପ୍ରାଇଭେଟ ସେକ୍ଟର…

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ: ଜଣେ ପୋଲିସ ଶହୀଦ

ଶ୍ରୀନଗର,୨୯।୧୦: ଜମ୍ମୁ-କାଶ୍ମୀରର ଶ୍ରୀନଗର ଇଦଗାଠାରେ ଆତଙ୍କବାଦୀ ଆକମ୍ରଣ ହୋଇଛି। ଆତଙ୍କବାଦୀ ଜଣେ ପୋଲିସ କର୍ମଚାରୀଙ୍କୁ ଗୁଳି କରିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଥିଲା, ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଶହୀଦ ହୋଇଥିବା ପୋଲିସ ଅଧିକାରୀ ଅଲି ମହମ୍ମଦ ୱାନୀଙ୍କ ପୁଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri