ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା
ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ଦରମା ଓ ଭତ୍ତା ବୃଦ୍ଧି ପାଇଁ…
୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…
ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ…
ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା
ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍ସନ୍ରେ ବଡ଼ ଧରଣର ବୃଦ୍ଧିକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହାଫଳରେ ବର୍ତ୍ତମାନର ଏବଂ ପୂର୍ବତନ ବିଧାୟକମାନଙ୍କର ଦରମା…
ନେହେରୁ ନୁହେଁ, ଭବିଷ୍ୟତକୁ ଦେଖ
‘ବନ୍ଦେ ମାତରମ୍’ ଭାରତର ଜାତୀୟ ଗୀତ ଭାବେ ଜଣାଶୁଣା। ବଙ୍କିମ ଚନ୍ଦ୍ର ଚାଟାର୍ଜୀଙ୍କ ଦ୍ୱାରା ଏହା ରଚିତ ହୋଇଥିଲା। ୧୮୭୫ ନଭେମ୍ବର ୭ରେ ପ୍ରଥମେ ‘ବଙ୍ଗଦର୍ଶନ’ ସାହିତ୍ୟ ପତ୍ରିକାରେ ଏହା ପ୍ରକାଶ ପାଇଥିଲା। ୨୦୨୫ ନଭେମ୍ବର ୭ରେ ଏହାର ୧୫୦ ବର୍ଷ…
କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍
ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ ୧୭ ଇଞ୍ଚ୍) ର କୋର୍ ଡ୍ରିଲିଂ କାର୍ଯ୍ୟ କରାଯାଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ASI)…
ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ
ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ ତାଙ୍କ ମା’ଙ୍କ ମୃତଦେହକୁ ଏକ ଷ୍ଟ୍ରେଚରରେ ଟାଣି ପ୍ରାୟ ଦୁଇ କିଲୋମିଟର ରାସ୍ତା ଅତିକ୍ରମ…
‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା
ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ ଅତ୍ୟାବଶ୍ୟକ ଖର୍ଚ୍ଚ କରିବାରେ ଲଗାତାର ଅବହେଳା ପାଇଁ କଡ଼ା ସମାଲୋଚନା କରିଛନ୍ତି। ନବୀନ ଖବରଦାତାମାନଙ୍କୁ…
ନବୀନଙ୍କ ଟାର୍ଗେଟ୍ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍ ବସିବାକୁ ଧୈର୍ଯ୍ୟ ନାହିଁ’
ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ ଉଠହାଇଛନ୍ତି। ନବୀନଙ୍କ ଏହି ଟାର୍ଗେଟ୍ ପରେ, ମୁଖ୍ୟମନ୍ତ୍ରୀ…
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ସୋମବାର ଲୋକସଭାରେ ସୂଚନା ଦେଇଛନ୍ତି ଯେ ୮ମ ବେତନ କମିଶନ…
ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି
ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି ସତର୍କତା ଜାରି କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ହୋକାଇଡୋ ଉପକୂଳରୁ ଏବଂ ଆମୋରୀ ସହର ନିକଟରେ…
ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ
ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ ନେତ୍ରୀ ନବଜୋତ କୌର ସିଦ୍ଧୁଙ୍କୁ ଦଳର ରାଜ୍ୟ ୟୁନିଟ୍ ତୁରନ୍ତ ନିଲମ୍ବନ କରିଛି। ତାଙ୍କର…
ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା
ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି ସେବାର ଆବାସିକ ପ୍ଲାନ୍ ପାଇଁ ମାସିକ ₹୮,୬୦୦ ଧାର୍ଯ୍ୟ କରାଯାଇଛି। ଷ୍ଟାରଲିଙ୍କ୍ ଅସୀମିତ ଡାଟା…
Archives


