Home Middle

୨୦ କୋଟି ନ ଦେଲେ କରିବୁ ହତ୍ୟା: ମୁକେଶ ଅମ୍ବାନୀଙ୍କୁ ଆସିଲା ଏଭଳି ଧମକ

ମୁମ୍ବାଇ,୨୮।୧୦: ଦେଶର ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ମୁକେଶ ଅମ୍ବାନୀଙ୍କୁ ଧମକ ମିଳିଛି। ଅମ୍ବାନୀଙ୍କୁ ତାଙ୍କ ଅଫିସିଆଲ ଇମେଲ ଆଇଡିରେ ଧମକ ଦିଆଯାଇଛି। ତାଙ୍କଠାରୁ ୨୦ କୋଟି ଟଙ୍କା ଦାବି କରାଯାଇଛି। ଏହି ମେଲ ୨୭ ଅକ୍ଟୋବରରେ ପଠାଯାଇଥିଲା।…

ଭାରତୀୟ ନୈସେନାର ୮ ପୂର୍ବତନ ଅଧିକାରୀଙ୍କୁ ମୃତ୍ୟୁଦଣ୍ଡ ଦେଇପାରିବ ନାହିଁ କତାର

ନୂଆଦିଲ୍ଲୀ,୨୮।୧୦: କତାରର ଏକ କୋର୍ଟ ସେଠାରେ ବାସ କରୁଥିବା ୮ ଜଣ ଭାରତୀୟ ନୈସେନା ଅଧିକାରୀଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି, ଯାହା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଗଲ୍ଫ ଦେଶ କତାରର ଏହି ନିଷ୍ପତ୍ତି ଭାରତୀୟମାନଙ୍କୁ ଆଶ୍ଚର୍ଯ୍ୟଜନକ କରିଛି।…

ଟୁଇଟରରେ ଗୋଟିଏ ବି ଆଡ ନ ଦେଖିବାକୁ ଚାହୁଁଥିବା ୟୁଜରଙ୍କୁ ଦେବାକୁ ପଡିବ ୧୩ ହଜାର ୬ଶହ ଟଙ୍କା

ଓ୍ବାଶିଂଟନ,୨୮।୧୦: ଟୁଇଟର ବ୍ଲୁକୁ ହଟାଇ ଏଲୋନ ମସ୍କ ଏକ୍ସ ପ୍ରିମିୟମ ଯୋଜନା ଆରମ୍ଭ କରିଥିଲେ। ଏଥିପାଇଁ ୯୦୦ଟଙ୍କା ଦେବାକୁ ପଡିବ ଯେଉଁଥିରେ ୟୁଜର୍ସ ବ୍ଲୁ ଚେକ ମାର୍କ ସହିତ ଅନ୍ୟାନ୍ୟ ସୁବିଧା ପାଇପାରିବେ। ଏହି ଯୋଜନାରେ ସୀମିତ ବିଜ୍ଞାପନ ମଧ୍ୟ ଦୃଶ୍ୟମାନ…

ସିରିଆରେ ଥିବା ୨ ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣ

ଓ୍ବାଶିଂଟନ,୨୮ା୧୦: ଇରାନର ଇସ୍‌ଲାମିକ ରେଭଲ୍ୟୁଶନାରି ଗାର୍ଡ କର୍ପସ (ଆଇଆର୍‌ଜିସି) ବ୍ୟବହାର କରୁଥବା ପୂର୍ବ ସିରିଆର ଦୁଇଟି ଘାଟି ଉପରେ ଆମେରିକା ସେନା ଆକ୍ରମଣ କରିଛି। ଆମେରିକା ପ୍ରତିରକ୍ଷା ସଚିବ ଲୟଡ ଅଷ୍ଟିନ୍‌ ଏହି ସୂଚନା ଦେଇଛନ୍ତି। ଗତ ୧୭ ତାରିଖରୁ ଇରାକ ଏବଂ…

ହମାସ୍‌କୁ ପାଣ୍ଠି ଯୋଗାଣ ଉପରେ କଟକଣା ଲଗାଇଲା ଆମେରିକା

ଲଣ୍ଡନ,୨୮ା୧୦: ଗାଜାର ହମାସ୍‌ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ବନ୍ଦ କରିବା ଲାଗି ଆମେରିକା ଏହାର ଉଦ୍ୟମକୁ ଶୁକ୍ରବାର ଜୋର୍‌ଦାର କରିଛି। ଏହି ଗ୍ରୁପ୍‌ ସହ ସମ୍ପୃକ୍ତ ବ୍ୟକ୍ତିବିଶେଷ ଓ ସଂଗଠନ ଉପରେ ଯୁକ୍ତରାଷ୍ଟ୍ର ଦ୍ୱିତୀୟ କଟକଣା ଲଗାଯାଇଛି। ଇସ୍ରାଏଲ୍‌ ଉପରେ ହମାସ୍‌ର ଆକ୍ରମଣ…

ହମାସ୍‌ର ସୁଡ଼ଙ୍ଗ ଧ୍ୱଂସକରିବା ସହଜ ନୁହେଁ

ଜେରୁଜେଲମ୍‌,୨୮ା୧୦: ହମାସ୍‌ ଶାସିତ ଗାଜା ଷ୍ଟ୍ରିପ୍‌ରେ ବଡ଼ ଧରଣର ସ୍ଥଳଯୁଦ୍ଧ ଆକ୍ରମଣ ପାଇଁ ପ୍ରସ୍ତୁତି ଚଳାଇଥିବା ଇସ୍ରାଏଲୀ ସେନା ଦୁଇଦିନ ହେଲା ସଂକ୍ଷିପ୍ତ ଗ୍ରାଉଣ୍ଡ ରେଡ୍‌ ଚଳାଇଛି। ତେବେ ଗାଜାରେ ଥିବା ହମାସ୍‌ର ଗୁପ୍ତ ଟନେଲଗୁଡ଼ିକୁ ଧ୍ୱଂସ କରିବା କଷ୍ଟକର ହେବ ବୋଲି…

ଇସ୍ରାଏଲ ଉପରେ ହମାସର ଆକ୍ରମଣ ପରେ ଭାରତ ସଜାଗ, ଏବେ ସୀମାରେ ଏହି କୌଶଳ ଦ୍ୱାରା ରଖାଯିବ ନଜର

ନୂଆଦିଲ୍ଲୀ,୨୮।୧୦: ୨୧ ଦିନ ପୂର୍ବେ ହମାସ ଇସ୍ରାଏଲ ଉପରେ ଆତଙ୍କବାଦୀ ଆକ୍ରମଣ କରିଥିଲା। ଆକ୍ରମଣରେ, ହମାସ ସୀମା ପାର କରିବା ପାଇଁ ପାରା ଗ୍ଲାଇଡର୍‌ ବ୍ୟବହାର କରିଥିଲା। ଏହି ଆକ୍ରମଣ ସୀମାରେ ଭାରତର ଚିନ୍ତାକୁ ମଧ୍ୟ ବଢାଇ ଦେଇଛି। ତେଣୁ, ଭବିଷ୍ୟତରେ…

ତେଲଙ୍ଗାନାରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କୁ ଟିକେଟ୍‌ ଦେଲା କଂଗ୍ରେସ

ନୂଆଦିଲ୍ଲୀ: ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଶୁକ୍ରବାର ଦ୍ୱିତୀୟ ତାଲିକା ପ୍ରକାଶ କରିଛି । ଏଥିରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କ ସମେତ ୪୫ ଜଣଙ୍କୁ ଟିକେଟ ଦିଆଯାଇଛି । ମହମ୍ମଦ ଅଜହରୁଦ୍ଦିନଙ୍କୁ ହାଇଦ୍ରାବାଦ ସହରର ଜୁବୁଲି ହିଲ୍ସ…

ବନ୍ଦ ହୋଇଯିବ ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ , ବାତିଲ କଲା ୫୦୦ରୁ ଅଧିକ ବିମାନ ଉଡାଣ

ଇସଲାମବାଦ,୨୭।୧୦: ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ (ପିଆଇଏ) ବର୍ତ୍ତମାନ ବନ୍ଦ ହେବା ସମୟରେ ଆସି ପହଞ୍ଚିଛି। ଦେଶରେ ଅର୍ଥନୈତିକ ଅଚଳାବସ୍ଥା ଜାରି ରହିଥିବାବେଳେ ଟଙ୍କl ଅଭାବରୁ କମ୍ପାନୀ ମଧ୍ୟ ବନ୍ଦ ହେବା ସ୍ଥିତିରେ ପହଞ୍ଚିଛି। ଇନ୍ଧନ ଅଭାବରୁ କମ୍ପାନୀ ଗତ ୧୧ଦିନ ମଧ୍ୟରେ…

ପ୍ରମୋଦ ଭଗତଙ୍କୁ ୨କୋଟି ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର ,୨୭।୧୦ : ଏସୀୟ ପାରା କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ। ରାଜ୍ୟ ପାଇଁ ଗର୍ବ ଆଣିଥିବା ପ୍ରମୋଦଙ୍କୁ ୨ କୋଟି ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ୟାଡମିଣ୍ଟନ ସିଙ୍ଗଲ୍ସରେଲ୍ସ ନୀତେଶ କୁମାରଙ୍କୁ ପରାସ୍ତ…

କଂଗ୍ରେସରେ କାହାର ହେବାକୁ ଯାଉଛି ବିବାହ, ବାଣ୍ଟିବ ଓ୍ବେଡିଂ କାର୍ଡ

ନୂଆଦିଲ୍ଲୀ,୨୭।୧୦: କଂଗ୍ରେସ ବାଣ୍ଟିବ ବିବାହ କାର୍ଡ। ଆଗାମୀ ଭାଲେଣ୍ଟାଇନ ଡେ ପାଇଁ ଅଛି ସ୍ପେଶିଆଲ ପ୍ଲାନ। ନିମନ୍ତ୍ରଣ କାର୍ଡକୁ ଗୋଲାପୀ ଓ କମଳା ରଙ୍ଗରେ ସଜ୍ଜା ଯାଇଛି। ଅତିଥିଙ୍କୁ ସାଦରେ ନିମନ୍ତ୍ରଣ କରିବା ସହ ଦର୍ଶନଭିଳାଷୀ ଭାବରେ ପ୍ରଧାନମନ୍ତ୍ରୀ ମୋଦି-କେସିଆରଙ୍କ ନାଁ…

ଆମେରିକାର ‘ସର୍ବୋଚ୍ଚ ବୈଜ୍ଞାନିକ ସମ୍ମାନ’ ପାଇଲେ ଦୁଇ ଭାରତୀୟ ବଂଶୋଦ୍ଭବ

ଓ୍ବାଶିଂଟନ୍‌,୨୭।୧୦: ଆମେରିକାରେ ଦୁଇ ଭାରତୀୟଙ୍କୁ ସମ୍ମାନିତ କରାଯାଇଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କୁ ସମ୍ମାନିତ କରିଛନ୍ତି। ଏହି ଦୁଇ ବୈଜ୍ଞାନିକ ହେଲେ ଅଶୋକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri