Home Middle

କୋକାକୋଲା-ନେଷ୍ଟଲେ ଉପରେ ପ୍ରତିବନ୍ଧକ ଲଗାଇଲା ତୁର୍କୀ ସଂସଦ…

ଆଙ୍କରା,୮।୧୧ : ଗତ ଏକ ମାସ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ ତୁର୍କୀ ସଂସଦ ଦେଶର ରେଷ୍ଟୁରାଣ୍ଟରେ ଅନେକ ଉତ୍ପାଦର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛି। ତୁର୍କୀ ସରକାର କହିଛନ୍ତି ଯେଉଁ…

୨୪ ବିଦେଶୀ ଯୁବତୀ-ମହିଳାଙ୍କୁ ବଳାତ୍କାର କରିଥିଲେ ସିଆଇଏର ପୂର୍ବତନ ଅଧିକାରୀ, ଶୁଟିଂ କରିଥିଲେ ୫୦୦ ଅଶ୍ଳୀଳ ଭିଡିଓ…

ଓ୍ବାଶିଂଟନ,୮।୧୧ : ଆମେରିକାର ଗୁପ୍ତଚର ଏଜେନ୍ସି ସିଆଇଏ (ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସି) ର ଜଣେ ପୂର୍ବତନ ଅଧିକାରୀ ୨୪ ଜଣ ବିଦେଶୀ ଯୁବତୀ ଏବଂ ମହିଳାଙ୍କୁ ବଳାତ୍କାର କରିଥିବା ଜଣାପଡିଛି। ସେ ମହିଳାମାନଙ୍କୁ ଡ୍ରଗ୍ସ ଦେଇ ବଳାତ୍କାର କରିଥିଲେ। ପୂର୍ବତନ ସିଆଇଏ…

ନାନ୍‌-ରୁଟି-ତନ୍ଦୁରୀ ଚିକେନ ବନ୍ଦ, ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି…

ନୂଆଦିଲ୍ଲୀ,୮।୧୧ : କୁହାଯାଏ ଦିଲ୍ଲୀର ଲୋକମାନେ ଖାଦ୍ୟକୁ ବହୁତ ଭଲ ପାଆନ୍ତି। ଦିଲ୍ଲୀର ପ୍ରାୟ ପ୍ରତ୍ୟେକ ଢାବା, ହୋଟେଲ ଏବଂ ରେଷ୍ଟୁରାଣ୍ଟ କିଛି ବିଶେଷ ଖାଦ୍ୟ ପାଇଁ ପ୍ରସିଦ୍ଧ। ସେହିଭଳି, କନ୍ନଟ ପ୍ଲେସ ଅଞ୍ଚଳର କିଛି ଢାବା ସେମାନଙ୍କର ସୁସ୍ବାଦୁ ତନ୍ଦୁର…

ଗାଜା ଯୁଦ୍ଧ: ପ୍ରତି ୧୦ ମିନିଟରେ ୩ ପିଲାଙ୍କୁ କରାଯାଉଛି ଆକ୍ରମଣ, ଜଣେ ପିଲାଙ୍କର ଘଟୁଛି ମୃତ୍ୟୁ…

ଜେରୁଜେଲମ,୮।୧୧ : ପାଲେଷ୍ଟାଇନର ଗାଜା ଷ୍ଟ୍ରିପରେ ହମାସ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ସବୁଠାରୁ ଖରାପ ପ୍ରଭାବ ପିଲାମାନଙ୍କ ଉପରେ ପଡିଛି। ଏକ ମାସରୁ ଅଧିକ ଦିନ ଧରି ଚାଲିଆସୁଥିବା ଏହି ଯୁଦ୍ଧରେ ପିଲାମାନଙ୍କୁ ହତ୍ୟା କରାଯାଉଛି। ପ୍ରତ ୧୦ମିନିଟରେ…

ଉବରରେ ମାଲାମାଲ ହେଉଛନ୍ତି ଡ୍ରାଇଭର, ରାଇଡ୍‌ କ୍ୟାନସଲ କରି କମାଉଛନ୍ତି ବିପୁଳ ଟଙ୍କା

ଓ୍ବାଶିଂଟନ୍‌,୮।୧୧: କୌଣସି ଦୂର ବାଟକୁ ଯିବା ପାଇଁ ଆପଣ ଉବର, ଓଲା ପରି ରିଜର୍ଭ ଗାଡି ବୁକିଂ କରୁଥିବେ। ବେଳେବେଳେ ଦେଖାଯାଏ କି, ବେଶୀ ଦୂର ବାଟ ହେଲେ କି କୌଣସି ଅସୁବିଧା ଯୋଗୁ ଏହି ଗାଡିର ଡ୍ରାଇଭର ବୁକିଂ କ୍ୟାନସଲ…

ମହୁମାଛି ଜଗିବେ ଭାରତ-ବାଂଲାଦେଶ ସୀମା, ବିଏସଏଫର ‘ମିଶନ ହନି’…

ନୂଆଦିଲ୍ଲୀ,୮।୧୧ : ବିଏସଏଫ ଯବାନମାନେ ଭାରତ-ବାଂଲାଦେଶ ସୀମା ଜଗିବା ଦାୟିତ୍ୱ ଏବେ ମହୁମାଛିଙ୍କୁ ଦେଇଛନ୍ତି। ଏନେଇ ‘ମିଶନ ହନି’ ପରୀକ୍ଷଣ ଆକାରରେ ଏକ ଅଗ୍ରଗାମୀ ପ୍ରକଳ୍ପ ଆରମ୍ଭ କରାଯାଇଛି ଯାହା ମହୁମାଛି ଏବଂ ମିଶନ ହନିକୁ ପ୍ରୋତ୍ସାହିତ କରିବ । ସୀମାନ୍ତ…

ଚେତାଶୂନ୍ୟ ମହିଳାଙ୍କ ଅପରେଶନ ଅଧାରେ ଛାଡି ପଳାଇଲେ ଡାକ୍ତର, ଚା’ ନ ମିଳିବାରୁ ରାଗିଗଲେ…

ନାଗପୁର,୮।୧୧ : ମହାରାଷ୍ଟ୍ରର ନାଗପୁରରୁ ଏକ ଅଦ୍ଭୁତ ମାମଲା ସାମ୍ନାକୁ ଆସିଛି। ଏଠାରେ ସରକାରୀ ଡାକ୍ତରଖାନାର ଡାକ୍ତର ପରିବାର ଯୋଜନା (ଭାସେକ୍ଟୋମି) ଅପରେଶନ ଛାଡି ପଳାଇ ଯାଇଥିଲେ। ପ୍ରକୃତରେ କୁହାଯାଉଛି ଡାକ୍ତର ଚା’ ମାଗିଥିଲେ କିନ୍ତୁ ତାଙ୍କୁ ଚା’ ମିଳି ନ…

ପାକିସ୍ତାନ ଏହି ଆଇସିସି ନିୟମ ଦ୍ୱାରା ସହଜରେ ଖେଳିବ ସେମିଫାଇନାଲ, କ’ଣ ରହିଛି ଏଥିରେ…

ନୂଆଦିଲ୍ଲୀ,୮।୧୧ : ସେମିଫାଇନାଲ ଖେଳିବା ପାଇଁ ପାକିସ୍ତାନ ଏବେ ମଧ୍ୟ ବିଶ୍ୱକପ ୨୦୨୩ର ଦୌଡ଼ରେ ଅଛି। ଏକ ସମୟରେ ଲାଗୁଥିଲା ପାକିସ୍ତାନ ଏହି ବିଶ୍ୱକପରୁ ଦୂରେଇ ରହିବ, କିନ୍ତୁ ବାବର ଆଜମଙ୍କ ଦଳ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି ଏବଂ ସେମିଫାଇନାଲରେ ପ୍ରବେଶ…

ଘର ଭଡା ପାଇଁ ଇଣ୍ଟରଭ୍ୟୁ! ପ୍ରଶ୍ନ UPSC ଠୁ ବି କଠିନ

ବେଙ୍ଗାଲୁର,୮।୧୧: ଭଡା ନେବା ପୂର୍ବରୁ ପ୍ରଥମେ ଘର ଦେଖିବା ପରେ ପସନ୍ଦ ଆସିଲେ ଆପଣ ଘର ମାଲିକଙ୍କୁ ଟଙ୍କା ଦେଇ କଥା ଫଇସଲା କରିଥା’ନ୍ତି। କିନ୍ତୁ ଘର ପାଇଁ ଯଦି ଆପଣଙ୍କକୁ ଇଣ୍ଟରଭ୍ୟୁ ଦେବାକୁ ପଡେ? ଏପରି ଘଟଣା ଘଟିଛି ଦେଶର…

କର ବା ମର ମ୍ୟାଚ ପୂର୍ବରୁ ଡାକ୍ତରଖାନାରେ ପହଞ୍ଚିଲେ ୪ ଖେଳାଳି, ପାକିସ୍ତାନକୁ ବଡ ଝଟକା…

ମୁମ୍ବାଇ,୮।୧୧ : ସେମିଫାଇନାଲ ପାଇଁ ପାକିସ୍ତାନ ଏବେ ବି ଦୌଡ଼ରେ ଅଛି। ଯଦି ପାକିସ୍ତାନ ଇଂଲଣ୍ଡକୁ କର ବା ମର ମ୍ୟାଚରେ ପରାସ୍ତ କରିବାରେ ସଫଳ ହୁଏ, ତେବେ ସେମିଫାଇନାଲରେ ପ୍ରବେଶ କରିବାର ସମ୍ଭାବନା ଅଧିକ ରହିବ। ତେବେ ଇଂଲଣ୍ଡ ବିପକ୍ଷ…

ସାଂଘାତିକ ସ୍ଥିତିରେ ଯୁଦ୍ଧର ମୋଡ: ଇସ୍ତଫା ଦେଲେ ଏମପି

ଇଂଲଣ୍ଡ, ୮।୧୧: ଇସ୍ରାଏଲ-ହମାସ ମଧ୍ୟରେ ଜାରି ଭୀଷଣ ଯୁଦ୍ଧ ମଧ୍ୟରେ ବ୍ରିଟେନର ବିରୋଧି ଦଳ ଲେବର ପାର୍ଟିର ଏମପି ଇମ୍ରାନ ହୁସେନ ଇସ୍ତଫା ଦେଇଛନ୍ତି। ଇମ୍ରାନ ଗାଜା ଷ୍ଟ୍ରିପରେ ଯୁଦ୍ଧ ବିରତି ପାଇଁ ଲଗାତାର ଦାବି କରି ଆସୁଥିଲେ। ଏହି କ୍ରମରେ…

ଘରୋଇ ହିଂସା ଅଭିଯୁକ୍ତ ପାଖରେ ରଖି ପାରିବେନି ବନ୍ଧୁକ: ସୁପ୍ରିମକୋର୍ଟଙ୍କ ରାୟ…

ଓ୍ବାଶିଂଟନ,୮।୧୧: ଆମେରିକାର ବନ୍ଧୁକ ନିୟମ ଅନୁଯାୟୀ, ଘରୋଇ ହିଂସା ଅପରାଧୀ ଅବା ଅଭିଯୁକ୍ତଙ୍କ କ୍ଷେତ୍ରରେ ଅଧିକ ହିଂସା ରୋକିବା ପାଇଁ ପାଖରେ ବନ୍ଧୁକ ରଖିବାକୁ ଦିଆଯାଇ ନ ଥିଲା, କିନ୍ତୁ ପରବର୍ତ୍ତୀ ସମୟରେ ଏହି ନିୟମକୁ ପରିବର୍ତ୍ତନ କରାଯାଇଥିଲା ଏବଂ ସେମାନଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri