ଯୁବପିଢିଙ୍କ ଠାରେ ବନ୍ଦେ ଭାରତ କ୍ରେଜ: ୫୬ ପ୍ରତିଶତ ଯୁବପିଢି-କର୍ମଚାରୀ କରୁଛନ୍ତି ଯାତାୟତ
ନୂଆଦିଲ୍ଲୀ,୨୧।୧୦: ଆରାମଦାୟକ ଯାତ୍ରା ପାଇଁ ଯୁବପିଢି ବନ୍ଦେ ଭାରତ ଟ୍ରେନକୁ ବେଶ୍ ପସନ୍ଦ କରୁଛନ୍ତି। ଯୁବପିଢିଙ୍କ ଠାରୁ ଆରମ୍ଭ କରି ଉଭୟ ପୁରୁଷ,ମହିଳା କାର୍ଯ୍ୟରତ କର୍ମଚାରୀ ଏହି ଟ୍ରେନରେ ଯାତାୟତ କରିବା ପାଇଁ ସୁବିଧା ମଣୁଛନ୍ତି। ଦେଶରେ ପ୍ରାୟ ୫୬ପ୍ରତିଶତ ଯୁବପିଢି…
ପାକିସ୍ତାନ ଆଗରେ ୩୬୮ ରନ୍ର ବିଶାଳ ଟାର୍ଗେଟ୍ ରଖିଲା ଅଷ୍ଟ୍ରେଲିଆ
ବେଙ୍ଗାଲୁରୁ,୨୦ା୧୦: ବେଙ୍ଗାଲୁରୁ ଏମ୍. ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଶୁକ୍ରବାର ଖେଳାଯାଇଥିବା ବିଶ୍ୱକପ୍ର ୧୮ତମ ମ୍ୟାଚ୍ରେ ପାକିସ୍ତାନ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲ। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା। ଦୁଇ ଓପନର ଦୁଇ ଓପନର ଡେଭିଡ୍ ଓ୍ବାର୍ନର…
ଭାରତକୁ ସର୍ବୋଚ୍ଚ ତୈଳ ରପ୍ତାନୀ କରୁଥିବା ଦେଶ ଋଷିଆ
ନୂଆଦିଲ୍ଲୀ,୨୦।୧୦: ଅଶୋଧିତ ତୈଳ ରପ୍ତାନୀକାରୀ ମଧ୍ୟରେ ଆରବ ଷ୍ଟେଟ ଅଫ ପର୍ସିଆନ ଗଲ୍ଫ ଦେଶଗୁଡିକର ଦବ୍ଦବ୍ା ରହି ଆସିଛି। ୟୁକ୍ରେନ-ଋଷିଆ ଯୁଦ୍ଧ ମଧ୍ୟରେ ଋଷିଆକୁ ତୈଳ ରପ୍ତାନୀ ପାଇଁ ବିଶ୍ୱର ଅନେକ ଦେଶ କଟକଣା ଲଗାଇଥିବାବେଳେ ଆରବ ଦେଶଗୁଡିକ ଏହି ସମୟରେ…
ଫେରୁଛନ୍ତି ନଓ୍ବାଜ: ଲାହୋରରେ ଆଲର୍ଟ ଜାରି
ଇସଲାମବାଦ,୨୦।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଶନିବାର ପାକିସ୍ତାନ ଫେରୁଛନ୍ତି। ବ୍ରିଟେନରେ ୪ବର୍ଷ ରହିବା ପରେ ସେ ସ୍ବଦେଶକୁ ଫେରିବେ। ପାକିସ୍ତାନରେ ୩ ୩ଥର ପ୍ରଧାନମନ୍ତ୍ରୀ ହୋଇଥିବା ନଓ୍ବାଜ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏଥିପାଇଁ ତାଙ୍କୁ…
ବେଙ୍ଗାଲୁରୁ, ଚଣ୍ଡିଗଡ଼, ମୁମ୍ବାଇରେ ଭିଜା ସେବା ବନ୍ଦ କଲା କାନାଡା
ଓଟାଓ୍ବା,୨୦ା୧୦: କାନାଡା ଏବଂ ଭାରତ ମଧ୍ୟରେ ସମ୍ପର୍କକୁ ନେଇ ତିକ୍ତତା ମାସେରୁ ଊର୍ଦ୍ଧ୍ୱ ହେବ ଦେଖାଦେଇଛି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଏକ ବଡ଼ ଖବର ଆସିଛି। ଭାରତରୁ କାନାଡା ଯିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଏହା ଅତ୍ୟନ୍ତ ଖରାପ ଖବର। କାରଣ…
ଗ୍ଲୋବାଲ ଓ୍ବାର୍ମିଂ: ଆଲାସ୍କାର ସମୁଦ୍ରରୁ ହଜିଗଲେଣି ସ୍ନୋ କ୍ରାବ
ଓ୍ବାଶିଂଟନ୍, ୨୦।୧୦: ଜଳବାୟୁ ପରିବର୍ତ୍ତନ ବିଶ୍ୱ ପାଇଁ ଏକ ବଡ ସମସ୍ୟା ଭାବରେ ଉଭା ହୋଇଛି। ଜନସମାଜ ପାଇଁ ଗ୍ଲୋବାଲ ଓ୍ବାର୍ମିଂ ବିପଦ ସାଜିଥିବାବେଳେ ଚଳିତ ବର୍ଷ ଗ୍ଲୋବାଲ ବଏଲିଂ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଉଦାହରଣ ସ୍ବରପ ଚଳିତ ବର୍ଷର ଜୁଲାଇ…
ପ୍ରେମିକଙ୍କଠାରୁ ଅଲଗା ହେବେ ଇଟାଲୀ ପ୍ରଧାନମନ୍ତ୍ରୀ
ରୋମ୍,୨୦ା୧୦: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଶୁକ୍ରବାର ତାଙ୍କର ଦୀର୍ଘଦିନର ପ୍ରେମିକ ତଥା ଟେଲିଭିଜନ ସାମ୍ବାଦିକ ଆଣ୍ଡ୍ରେୟା ଜିଆମ୍ବ୍ରୁନୋଙ୍କଠାରୁ ଅଲଗା ହେବା ବିଷୟରେ ଘୋଷଣା କରିଛନ୍ତି। ମେଲୋନି ତାଙ୍କ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ‘X’ (ପୂର୍ବରୁ ଟୁଇଟର)ରେ ଲେଖିଛନ୍ତି, ‘ଆଣ୍ଡ୍ରେଆ ଜିଆମ୍ବ୍ରୁନୋଙ୍କ…
ଥରିଲା ଇରାନ, ୭ ଆହତ
ତେହରାନ,୨୦ା୧୦: ଇରାନରେ ଶୁକ୍ରବାର ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୪.୯ ଥିଲା। ସୂଚନାନୁଯାୟୀ, ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଖାନେ ଜେନିଆନରେ ହୋଇଛି। ଏହା ଭୂପୃଷ୍ଠଠାରୁ ପ୍ରାୟ ୧୦ କିଲୋମିଟର ଗଭୀରରେ ସୃଷ୍ଟି ହୋଇଛି।…
ଆରଆରଟିଏସ କରିଡରର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ, କହିଲେ ମୁଁ ପିଲାଦିନ ରେଳ ପ୍ଲାଟଫର୍ମରେ ବିତାଇଛି
ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସାହିବାବାଦ ରାପିଡଏକ୍ସ ଷ୍ଟେଶନରେ ଦେଶକୁ ଦିଲ୍ଲୀ-ଗାଜିଆବାଦ-ମେରଠ ଆରଆରଟିଏସ କରିଡର ଉପହାର ଦେଇଛନ୍ତି। ସାହିବାବାଦ ଏବଂ ଦୁହାଇ ଡିପୋ ମଧ୍ୟରେ ଚାଲିବାକୁ ଥିବା ପ୍ରଥମ ରାପିଡଏକ୍ସ ଟ୍ରେନକୁ ସବୁଜ ପତାକା ଦେଖାଛନ୍ତି। ଏହିପରି ଭାବରେ ଦେଶରେ…
ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ
ଭୋପାଳ,୨୦।୧୦: ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ପ୍ରକାଶ କରିଛି, ଯେଉଁଥିରେ ୮୫ ଟି ଆସନ ପାଇଁ ନାମ ଘୋଷଣା କରାଯାଇଛି। ତିନୋଟି ବିଧାନସଭା ଆସନ ମଧ୍ୟ ଅଛି ଯେଉଁଥିରେ ପୂର୍ବରୁ ଘୋଷିତ…
ବଡ଼ ଭଉଣୀଙ୍କ ଆଶୀର୍ବାଦ ନେଲେ ରାଜ୍ୟପାଳ ରଘୁବର ଦାସ
ଭୁବନେଶ୍ୱର,୨୦ା୧୦(ବ୍ୟୁରୋ):ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଗଣେଶୀ ଲାଲ୍ଙ୍କ ସ୍ଥାନରେ ରଘୁବରଙ୍କୁ ଅବସ୍ଥାପିତ କରାଯାଇଛି। ରଘୁବରଙ୍କୁ ରାଜ୍ୟପାଳଭାବେ ନିଯୁକ୍ତ କରାଯିବା ପରେ ତାଙ୍କୁ ସବୁଆଡ଼ୁ ଶୁଭେଚ୍ଛା…
ମିଳିଲାନି ଲିଖିତ ପ୍ରତିଶ୍ରୁତି: ଆଜିଠୁ ବସ୍ ଧର୍ମଘଟ
ଭୁବନେଶ୍ୱର,୨୦ା୧୦ (ଅନିଲ ଦାସ):ରାଜ୍ୟ ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ମିଳିଲା ନାହିଁ। ଘରୋଇ ବସ୍ ମାଲିକ ସଂଘ ଡାକରାରେ ଶୁକ୍ରବାରଠାରୁ ସମଗ୍ର ରାଜ୍ୟରେ ବସ୍ ଧର୍ମଘଟ କରାଯିବ। ସରକାର ଲିଖିତ ପ୍ରତିଶ୍ରୁତି ନ ଦେବାରୁ ମାଲିକ ସଂଘ ବସ୍ ଧର୍ମଘଟ ନିଷ୍ପତ୍ତିରେ ଅଟଳ…
Archives


