ପରବିନ୍ଙ୍କୁ ଅଲିମ୍ପିକ୍ସ କୋଟା, ନିଖତଙ୍କୁ ବ୍ରୋଞ୍ଜ
ହାଙ୍ଗଝୋ,୨ା୧୦(ପି.ଟି.): ଏସିଆନ୍ ଗେମ୍ସ ୨୦୨୩ରେ ଭାରତୀୟ ବକ୍ସରଙ୍କ ଚମତ୍କାର ପ୍ରଦର୍ଶନ ଜାରି ରହିଛି। ରବିବାର ନିଖତ ଜରିନ୍ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ପରବିନ୍ ହୁଦା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ୫୦ କିଗ୍ରା ଓଜନ ବର୍ଗରେ…
ଭାରତ ପଦକ ସଂଖ୍ୟା ୫୦ ଟପିଲା
ହାଙ୍ଗଝୋ,୨ା୧୦(ପି.ଟି.): ରବିବାର ଏସିଆନ୍ ଗେମ୍ସରେ ଭାରତୀୟ ଆଥଲେଟ ମାନେ ୩ ସ୍ବର୍ଣ୍ଣ ସହିତ ୧୫ ପଦକ ବିଜୟୀ ହୋଇଥିବା ବେଳେ ଓଡ଼ିଶା ଆଥଲେଟିକ୍ସ ହାଇ ପର୍ଫମାନ୍ସ ସେଣ୍ଟରରେ ଅଭ୍ୟାସ କରୁଥିବା ଜ୍ୟୋତି ୟାରାଜୀ ୧୦୦ ମିଟର ବାଧାଦୌଡରେ ଏକ ରୌପ୍ୟ ପଦକ…
ରେକର୍ଡ ପରିମାଣରେ ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୧୦: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୬ଷ୍ଠ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସଟି) ସଂଗ୍ରହ କରାଯାଇଛି ବୋଲି ରବିବାର ଅର୍ଥମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।…
ଅଜୟ ମାକେନ୍ ହେଲେ କଂଗ୍ରେସ କୋଷାଧ୍ୟକ୍ଷ
ନୂଆଦିଲ୍ଲୀ,୨ା୧୦(ପି.ଟି.): ପଓ୍ବନ କୁମାର ବଂଶଲଙ୍କ ସ୍ଥାନରେ ବରିଷ୍ଠ କଂଗ୍ରେସ ନେତା ଅଜୟ ମାକେନ୍ଙ୍କୁ ଦଳର ନୂଆ କୋଷାଧ୍ୟକ୍ଷ ଭାବେ ରବିବାର ନିଯୁକ୍ତି ଦିଆଯାଇଛି। ରାଜସ୍ଥାନ ଦାୟିତ୍ୱରେ ଥିବା ମାକେନ୍ କିଛି ମାସ ପୂର୍ବରୁ ଦଳର ସାଧାରଣ ସମ୍ପାଦକ ପଦରୁ ଇସ୍ତଫା ଦେଇଥିଲେ।…
ବସ୍ତର ବନ୍ଦ ଡାକରା ଦେଲା କଂଗ୍ରେସ
ନୂଆଦିଲ୍ଲୀ,୨ା୧୦ : ଛତିଶଗଡ଼ର ବସ୍ତର ଜିଲାରେ ଥିବା ଏନ୍ଏମ୍ଡିସି ନଗରନାର ଇସ୍ପାତ କାରଖାନାକୁ ଏକ ଘରୋଇ କମ୍ପାନୀକୁ ଦେଇଦେବା ପାଇଁ କେନ୍ଦ୍ର ସରକାର ଚକ୍ରାନ୍ତ ଚଳାଇଥିବା ଅଭିଯୋଗ କରି ଶାସକ କଂଗ୍ରେସ ପକ୍ଷରୁ ମଙ୍ଗଳବାର ବସ୍ତର ବନ୍ଦ ଡାକରା ଦିଆଯାଇଛି। ଏହି…
ନିର୍ବାଚନୀ ରାଜନୀତିରୁ ସନ୍ନ୍ୟାସ ନେଲେ ଜିତନରାମ
ପାଟନା,୨ା୧୦: ହିନ୍ଦୁସ୍ତାନୀ ଆଓ୍ବାମ ମୋର୍ଚ୍ଚା (ଏଚ୍ଏଏମ୍)ର ପୃଷ୍ଠପୋଷକ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାନ୍ଝି ନିର୍ବାଚନୀ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ତାଙ୍କୁ ୭୯ ବର୍ଷ ହେଲାଣି। ତେଣୁ ସେ ୨୦୨୪ ଲୋକ ସଭା ନିର୍ବାଚନ ଲଢ଼ିବେ ନାହିଁ…
ସ୍ବାଧୀନତା ପୂର୍ବରୁ ଜନ୍ମ, ପ୍ରଥମ ଥର ଭୋଟ ଦେବେ
ରାୟପୁର,୨ା୧୦: ଗଣତନ୍ତ୍ରକୁ ଭାରତୀୟ ସମ୍ବିଧାନର ମୌଳିକ ବୈଶିଷ୍ଟ୍ୟ ରୂପେ ସ୍ବୀକୃତି ମିଳିଥିଲେ ମଧ୍ୟ ମତଦାନ ଏକ ମୌଳିକ ଅଧିକାର ନୁହେଁ। ଛତିଶଗଡ଼ର ୩ ଜଣ ବରିଷ୍ଠ ନାଗରିକ ଦେଶ ସ୍ବାଧୀନତା ପୂର୍ବରୁ ଜନ୍ମ ହୋଇଥିଲେ ବି କେବେ ଭୋଟ ଦେଇନାହାନ୍ତି। ଛତିଶଗଡ଼…
ଦୂତାବାସ ଚଳାଇପାରିଲାନି ଆଫଗାନିସ୍ତାନ
ନୂଆଦିଲ୍ଲୀ,୨ା୧୦ : ଦେଶର ସ୍ବାର୍ଥ ପାଇଁ କାର୍ଯ୍ୟ କରିବାରେ ବିଫଳତା ଏବଂ କର୍ମଚାରୀ ଓ ସମ୍ବଳ ଅଭାବ ଦର୍ଶାଇ ନୂଆଦିଲ୍ଲୀସ୍ଥିତ ଆଫଗାନିସ୍ତାନୀ ଦୂତାବାସ ରବିବାର ଏହାକୁ ବନ୍ଦ ଘୋଷଣା କରିଛି। ତତ୍ତ୍ୱାବଧାରକ କ୍ଷମତା ବଳରେ ଭାରତ ଉକ୍ତ ଦୂତାବାସକୁ ନିଜ ନିୟନ୍ତ୍ରଣକୁ…
ଜୟଶଙ୍କର ହେଉଛନ୍ତି ଆଧୁନିକ ଭାରତ-ଆମେରିକା ସମ୍ପର୍କର ସ୍ଥପତି: ବାଇଡେନ ପ୍ରଶାସନ
ନ୍ୟୁୟର୍କ,୨।୧୦: ଆମେରିକାର ଅଧିକାରୀମାନେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପ୍ରଶଂସା କରିଛନ୍ତି। ବାଇଡେନ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ତାଙ୍କୁ ଆଧୁନିକ ଆମେରିକା-ଭାରତ ସମ୍ପର୍କର ସ୍ଥପତି ଏବଂ ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବାରେ ଜୟଶଙ୍କର ଏକ…
ୟୁକ୍ରେନକୁ ସମର୍ଥନ କରିବା ପାଇଁ ପଛଘୁଞ୍ଚା ଦେବ ନାହିଁ ଆମେରିକା: ବାଇଡେନ
ଓ୍ବାଶିଂଟନ୍,୨।୧୦: ଆମେରିକା ଏବଂ ୟୁକ୍ରେନ ମଧ୍ୟରେ ବଢୁଥିବା ଘନିଷ୍ଠତା କାହାକୁ ଅଛପା ନାହିଁ। ଆମେରିକା ୟୁକ୍ରେନ ସର୍ବଦା ପ୍ରତି ପ୍ରତିବଦ୍ଧ ରହିଛି। ଆମେରିକା ରାଷ୍ଟ୍ରପତି କହିଛନ୍ତି, ୟୁକ୍ରେନକୁ ସମର୍ଥନ କରିବା ପାଇଁ ୱାଶିଂଟନ ପଛଘୁଞ୍ଚା ଦେବ ନାହିଁ। ଆମେରିକାର ସଂସଦରେ ସ୍ବଳ୍ପ…
ଟ୍ରିପଲ ମର୍ଡର: ପୋଲିସର ଛାନଭିନ୍
ଭବାନୀପାଟଣା,୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଶଙ୍କରପଲା ଗ୍ରାମରେ ଟ୍ରିପଲ ମର୍ଡର ଘଟିଛି। କେତେଜଣ ଦୁର୍ବୃତ୍ତ ୩ ଜଣଙ୍କୁ ହତ୍ୟା କରି ଫେରାରା ଥିବା ଜଣାପଡିଛି । ମୃତକ ହେଲେ ଶଙ୍କରପଲା ଗ୍ରାମର ରାଏମତି ମାଝୀ ଓ…
ନାଇଟ୍ କ୍ଲବ୍ରେ ମୃତକଙ୍କ ପାଇଁ ୩ ଦିନିଆ ଶୋକ ଘୋଷଣା କଲେ ମେୟର
ମାଡ୍ରିଡ୍,୧ା୧୦: ଦକ୍ଷିଣ ପୂର୍ବ ସ୍ପେନର ମୁର୍ସିଆର ଏକ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୧୧ରେ ପହଞ୍ଚିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଅନେକ ଲୋକ ନିଖୋଜ ଅଛନ୍ତି। ଏହି ଦୁର୍ଘଟଣା ପରେ ନଗର ମେୟର…
Archives


