କିଛି ଘଣ୍ଟା ମଧ୍ୟରେ ଡିଏମକେ ଏମ୍ପିଙ୍କ ନିଲମ୍ବନ ପ୍ରତ୍ୟାହାର, କଂଗ୍ରେସ କହିଲା ସମ୍ପୂର୍ଣ୍ଣ ଅଜବ…
ନୂଆଦିଲ୍ଲୀ,୧୪।୧୨: ସଂସଦର ସୁରକ୍ଷାରେ ତ୍ରୁଟିକୁ ନେଇ ଲୋକ ସଭା ଓ ରାଜ୍ୟ ସଭାରେ ବିରୋଧୀମାନେ ବିରୋଧ କରୁଛନ୍ତି। ଏଥି ସହିତ ସରକାର ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଛି ଏବଂ ବିରୋଧୀ ଏହା ଉପରେ ରାଜନୀତି କରିବା…
ସିସୋଡିଆଙ୍କୁ ସୁପ୍ରିମକୋର୍ଟରୁ ଝଟକା, ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୁନର୍ବିଚାର ଆବେଦନ ଖାରଜ
ନୂଆଦିଲ୍ଲୀ,୧୪।୧୨: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସୁପ୍ରିମକୋର୍ଟରୁ ଝଟକା ଲାଗିଛି। ଗୁରୁବାର ସୁପ୍ରିମକୋର୍ଟ ସିସୋଡିଆଙ୍କ ପୁନର୍ବିଚାର ଆବେଦନକୁ ଖାରଜ କରିଛନ୍ତି। ଅକ୍ଟୋବର ୩୦ରେ, ସୁପ୍ରିମକୋର୍ଟ ମଦ ଦୁର୍ନୀତି ମାମଲାରେ ସିସୋଡିଆକୁ ଜାମିନ୍ ଦେବାକୁ ମନା କରିଦେଇଥିଲେ। ହେଲେ ସେ ଏହି…
ତୃତୀୟ ଟି -୨୦: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଦକ୍ଷିଣ ଆଫ୍ରିକା
ଜୋହାନ୍ସବର୍ଗ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ୍ର ତୃତୀୟ ତଥା ଶେଷ ମ୍ୟାଚ ଗୁରୁବାର ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକାର ଅଧିନାୟକ ଆଡେନ ମାର୍କ୍ରୋମ୍ ଟସ୍ ଜିତି ବୋଲିଂ କରିବାକୁ…
ସଂସଦ ଆକ୍ରମଣ ପରେ ମନ୍ତ୍ରୀଙ୍କୁ ସତର୍କ କରାଇଲେ ମୋଦି, କହିଲେ ରାଜନୀତିରେ ପଡିବାର ଆବଶ୍ୟକତା ନାହିଁ
ନୂଆଦିଲ୍ଲୀ,୧୪।୧୨: ସଂସଦର ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ତ୍ରୁଟି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କେନ୍ଦ୍ର ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ସୂତ୍ରରୁ ପ୍ରକାଶ ଯେ ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରୀଙ୍କୁ ଏହି ପ୍ରସଙ୍ଗକୁ ଗମ୍ଭୀରତାର ସହ ନେବାକୁ…
ସଂସଦ ପ୍ରକ୍ରିୟାରେ ବାଧା ସୃଷ୍ଟି କରିବା ଅଭିଯୋଗରେ ୧୪ ଏମ୍ପି ପୂରା ଅଧିବେଶନରୁ ନିଲମ୍ବିତ
ନୂଆଦିଲ୍ଲୀ,୧୪।୧୨: ସଂସଦର ସୁରକ୍ଷା ଅଭାବକୁ ନେଇ ବିରୋଧୀ ଦଳ ଗୁରୁବାର ଲୋକ ସଭା ଓ ରାଜ୍ୟ ସଭାରେ ଏକ ଅଡୁଆ ସୃଷ୍ଟି କରିଛନ୍ତି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ଦାବି କରିଛନ୍ତି। ଏହି ସମୟରେ ଲୋକ ସଭା ବାଚସ୍ପତି…
ଅପ୍ରାକୃତିକ ଯୌନ ସମ୍ପର୍କ ଆଉ ବିବାହ ନାରେ ବଳାତ୍କାର ନୁହେଁ ଅପରାଧ! ବ୍ରିଟିଶ ଆଇପିସି ସ୍ଥାନରେ ମୋଦି ସରକାର ଆଣିଲେ ବିଏନଏସ, ଜାଣନ୍ତୁ ବ୍ୟବସ୍ଥାରେ କ’ଣ ଅଛି…
ନୂଆଦିଲ୍ଲୀ,୧୪।୧୨ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସଂଶୋଧନ ପରେ ସଂସଦରେ ‘ଭାରତୀୟ ଜୁଡିସିଆଲ କୋଡ’ ଅର୍ଥାତ ବିଏନଏସର ନୂତନ ଡ୍ରାଫ୍ଟ ଉପସ୍ଥାପନ କରିଛନ୍ତି। ଲୋକସଭାରେ ଉପସ୍ଥାପିତ ହୋଇଥିବା ବିଏନଏସ (ଦ୍ୱିତୀୟ) ବିଲ, ୨୦୨୩ ର ନୂତନ ସଂସ୍କରଣ, ସଂସଦୀୟ କମିଟିର…
‘ଯୁଦ୍ଧ ନ ଜିତିବା ପର୍ଯ୍ୟନ୍ତ ଆମକୁ କେହି ରୋକି ପାରିବେ ନାହିଁ’
ଜେରୁଜେଲମ୍,୧୪ା୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି, ହମାସ୍ ଆତଙ୍କବାଦୀଙ୍କ ବିରୋଧରେ ବିଜୟ ହାସଲ ନ କରିବା ପର୍ଯ୍ୟନ୍ତ ଇସ୍ରାଏଲକୁ ଗାଜା ଅଞ୍ଚଳରେ ଯୁଦ୍ଧ ଜାରି ରଖିବାରେ କେହି ଅଟକାଇ ପାରିବେ ନାହିଁ। ଅନ୍ୟପକ୍ଷରେ ଗାଜାରେ ବର୍ତ୍ତମାନ ସୁଦ୍ଧା ୧୮,୦୦୦ରୁ ଅଧିକ…
ଭାଇ ଆଉ ମାମା: ଶିବରାଜ ୨୪ ଘଣ୍ଟାରେ ୨ ଥର ବଦଳାଇଲେ ନିଜ ସୋସିଆଲ ମିଡିଆ ପ୍ରୋଫାଇଲ…
ଭୋପାଳ,୧୪।୧୨ : ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହା ପରେ, ପ୍ରଥମ କ୍ୟାବିନେଟ ବୈଠକରେ ସେ ଅନେକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ। ସେପଟେ ପୂର୍ବତନ ସିଏମ ଶିବରାଜ ସିଂ ଚୌହ୍ବାନ…
ସଂସଦ ସୁରକ୍ଷା ତ୍ରୁଟି ଘଟଣା: ପୋଲିସକୁ ଚମକାଇଦେଲା ଭଳି ବୟାନ ଦେଲେ ଅଭିଯୁକ୍ତ, ମୋଦିଙ୍କୁ…
ନୂଆଦିଲ୍ଲୀ,୧୪।୧୨: ସଂସଦରେ ସୁରକ୍ଷା ତ୍ରୁଟିକୁ ନେଇ ନେଇ ସାରା ଦେଶରେ ତୁମ୍ବି ତୋଫାନ ଲାଗି ରହିଛି। ଘଟଣାକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ବିଶେଷ କରି ଠିକ୍ ଡିସେମ୍ବର ୧୩ ୨୦୦୧ରେ ଘଟିଥିବା ସମାନ ଘଟଣା ପୁଣି ସମାନ ଦିନରେ…
‘ରାମ ଭଜନ ସୁଖଦାଇ ଭଜୋ ରେ ମେରେ ଭାଇ …’, ଶିବରାଜଙ୍କ ଭଜନ ଭିଡିଓ ଭାଇରାଲ…
ଭୋପାଳ,୧୪।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ବହୁମତ ପାଇବା ପରେ ମୋହନ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦିଆଯାଇଛି। ଅନେକ ଦିନର ଆଲୋଚନା ପରେ ଭାଜପା ପକ୍ଷରୁ ମଧ୍ୟପ୍ରଦେଶରେ ୧୮ ବର୍ଷ ଧରି ଶାସନ କରିଥିବା ପରିଚାଳନା ଶିବରାଜ ସିଂ…
କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/କୋରାପୁଟ,୧୪ା୧୨(ଅସମାପିକା ସାହୁ/ଅମିତାଭ ବେହେରା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କୋରାପୁଟ ଜିଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ…
ରତନ ଟାଟାଙ୍କ ଡ୍ରିମ ପୋଜେକ୍ଟ ଟାଟା ନାନୋକୁ ପ୍ରସ୍ତୁତ କରିଥିଲେ ଏହି ବ୍ୟକ୍ତି, ଏବେ ଅଛନ୍ତି ଇଡି
ନୂଆଦିଲ୍ଲୀ,୧୪।୧୨: ରତନ ଟାଟା ବିଶ୍ୱର ସବୁଠାରୁ ପ୍ରସିଦ୍ଧ ଭାରତୀୟ ଶିଳ୍ପପତିମାନଙ୍କ ମଧ୍ୟରୁ ଅନ୍ୟତମ। ସାରା ବିଶ୍ୱରେ ସମସ୍ତେ ରତନ ଟାଟାଙ୍କ କାର୍ଯ୍ୟଶୈଳୀକୁ ପ୍ରଶଂସା କରନ୍ତ। ରତନ ଟାଟାଙ୍କ ଡ୍ରିମ ପ୍ରୋଜେକ୍ଟ ଟାଟା ନାନୋ ସେତେବେଳ ସମୟରେ ମାର୍କେଟରେ ଖୁବ୍ ଲୋକପ୍ରିୟ ହୋଇଥିଲା।…
Archives


