ଏୟାରବସ୍ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ
ପ୍ୟାରିସ୍,୬ା୧୨: ଏୟାର ବସ୍ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍ଡେଟ୍ ପାଇଁ ଅନେକ ହଜାର ବିମାନ ଉଡ଼ାଣ ବନ୍ଦ ରହିଥିଲା। ଏବେ କେତେକ ଏ-୩୨୦ ବିମାନର ମେଟାଲ ପ୍ୟାନେଲରେ…
ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା
ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଜାରି କରିଛନ୍ତି ସରକାର। ଏନେଇ…
ପୁଟିନଙ୍କ କାର୍ ଠାରୁ କେତେ ଦମଦାର୍ ମୋଦିଙ୍କ କାର୍? ଜାଣନ୍ତୁ ଦୁଇଟାଯାକର ଦାମ୍
ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ ଏବଂ ହାଇଟେକ ସୁରକ୍ଷା କାର ବ୍ୟବହାର କରନ୍ତି। ଭାରତରେ ପହଞ୍ଚିବା ପରେ, ତାଙ୍କର ସ୍ୱତନ୍ତ୍ର…
ରେଞ୍ଜ ରୋଭର୍ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ
ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ ନଜର ଆକର୍ଷଣ କରିଛି। କିନ୍ତୁ ଏହାଠାରୁ ଅଧିକ ଆଲୋଚନାରେ ରହିଛି ସେମାନଙ୍କର ଗାଡ଼ି। ଯାହା…
‘ଆତଙ୍କବାଦ ବିରୋଧରେ କାନ୍ଧକୁ କାନ୍ଧ ମିଶାଇ ଠିଆ ହେବା…’, ମୋଦି-ପୁଟିନଙ୍କ ମିଳିତ ବିବୃତ୍ତିରେ ପହଲଗାମ ଆକ୍ରମଣର ଉଲ୍ଲେଖ, ଛାନିଆ ହେଲାଣି ପାକିସ୍ତାନ!
ନୂଆଦିଲ୍ଲୀ,୫।୧୨: ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ବୈଠକ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମିଳିତ ବିବୃତ୍ତି ଜାରି କରିଛନ୍ତି। ପହଲଗାମ ଆକ୍ରମଣକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଆତଙ୍କବାଦ ବିରୁଦ୍ଧରେ…
ପୁଟିନଙ୍କୁ ରିଟର୍ନ ଉପହାର ଦେଲେ ମୋଦି: ରୁଷିଆ ନାଗରିକଙ୍କ ପାଇଁ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ ସଙ୍କେତ ଦେଖାଦେଇଥିଲା। ପୁଟିନ ସ୍ପଷ୍ଟ ଭାବରେ କହିଥିଲେ ଯେ ରୁଷିଆ, ଆମେରିକା ସମେତ ଅନେକ…
ଏହି ଦେଶରେ ପୁରୁଷଙ୍କ ଅଭାବ; ଏହିକାମ ପାଇଁ ସ୍ୱାମୀ ‘ଭଡ଼ାରେ’ ନେଉଛନ୍ତି ମହିଳା
ନୂଆଦିଲ୍ଲୀ,୫ା୧୨: ୟୁରୋପୀୟ ଦେଶ ଲାଟଭିଆରେ ପୁରୁଷଙ୍କ ସଂଖ୍ୟା ମହିଳାଙ୍କ ତୁଳନାରେ ବହୁତ କମ୍ ଥିବାରୁ ଏଠାରେ ଏକ ଅଭାବନୀୟ ସାମାଜିକ ଧାରା ଦେଖିବାକୁ ମିଳିଛି। ଘରର ଦୈନନ୍ଦିନ ମରାମତି ଏବଂ କାର୍ଯ୍ୟ ପାଇଁ ଅନେକ ମହିଳା ଅସ୍ଥାୟୀ ଭାବରେ ‘ସ୍ୱାମୀ’ ଭଡ଼ାରେ…
ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି
ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଏକ…
ମୋ ଝିଅକୁ ପ୍ୟାଡ୍ ଦିଅ… ଇଣ୍ଡିଗୋ ବିମାନ ବିଳମ୍ବ ମଧ୍ୟରେ ହୃଦୟ ବିଦାରକ VIDEO ଭାଇରାଲ
ନୂଆଦିଲ୍ଲୀ,୫।୧୨: ଦେଶରେ ଯାତ୍ରୀ ସୁରକ୍ଷା ଏବଂ ସୁବିଧା ବିଷୟରେ ବହୁତ ଆଲୋଚନା ହେଉଥିବାବେଳେ, ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଭାଇରାଲ ହୋଇଛି। ବିମାନବନ୍ଦର ଭଳି ଏକ ଉଚ୍ଚମାନର ସୁବିଧାରେ ଜଣେ ବାପା କାନ୍ଦୁଥିବା ଏବଂ ତାଙ୍କ ଝିଅ ପାଇଁ…
ଇଣ୍ଡିଗୋ ବିମାନ ସଙ୍କଟ: ପାଇଲଟଙ୍କୁ ସହଯୋଗ କରିବାକୁ ଅନୁରୋଧ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୫।୧୨: ଦେଶର ସର୍ବବୃହତ୍ ବଜେଟ୍ ବିମାନସେବା ଇଣ୍ଡିଗୋ ରେ ଲଗାତାର ତୃତୀୟ ଦିନ ପାଇଁ ବିମାନ ଚଳାଚଳ ବାଧାପ୍ରାପ୍ତ ହେବା ପରେ, ବିମାନ ଚଳାଚଳ ନିୟାମକ (DGCA) ନୂତନ କ୍ରୁ ରୋଷ୍ଟରିଂ ନିୟମର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥାକୁ ପ୍ରତ୍ୟାହାର କରି ନେଇଛି…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍
ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ…
୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’
ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁବାର ଘଟିଥିବା ଏହି ହୃଦୟ ବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳରେ…
Archives


