Home Middle

କଇଁଛ ପାଇଁ କ୍ଷେପଣାସ୍ତ୍ର ପରୀକ୍ଷା ବନ୍ଦ

ଭୁବନେଶ୍ୱର, ୧୦।୧୨(ଅସମାପିକା ସାହୁ): ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ(ଆଇଟିଆର୍‌)ରୁ ୩ ମାସ ମିସାଇଲ ବା କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରହିବ। ଲକ୍ଷାଧିକ ଅଲିଭ ରିଡ୍‌ଲେ କଇଁଛ ସେମାନଙ୍କ ବଂଶ ବୃଦ୍ଧି ପାଇଁ ଓଡ଼ିଶା…

ଟଙ୍କା ବ୍ୟାଗ୍‌ରେ ‘ଇନ୍ସପେକ୍ଟର ତିଓ୍ବାରୀ’

ବଲାଙ୍ଗୀର, ୧୦ା୧୨ (ବୀରେନ୍ଦ୍ର କୁମାର ଝାଙ୍କର): ମଦ ସାମ୍ରାଜ୍ୟ ଉପରେ ଆୟକର (ଆଇଟି) ବିଭାଗ ପକ୍ଷରୁ ଶନିବାର ଚତୁର୍ଥ ଦିନ ଧରି ମାରାଥନ୍‌ ଚଢ଼ାଉ ଜାରିରହିଛି। ବଲାଙ୍ଗୀର ସୁଦପଡ଼ା ମଦଭାଟିରୁ ଜବତ ଏକ ପଲିଥିନ୍‌ ପ୍ୟାକେଟ୍‌ରେ ୫ ଲକ୍ଷ ଟଙ୍କା ରହିଛି।…

୨୦୨୪ ଲୋକସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନଡିଏକୁ ମିଳିବ ୪୦୦ରୁ ଅଧିକ ଆସନ…

ରାଞ୍ଚି,୯।୧୨ : ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ନେତା ଚିରାଗ ପାସୱାନ ଶନିବାର ଦାବି କରିଛନ୍ତି ୨୦୨୪ ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ୪୦୦ରୁ ଅଧିକ ଆସନରେ ଜିତିବ। ଝାଡ଼ଖଣ୍ଡକୁ…

ବୈବାହିକ ବଳାତ୍କାର ନୁହେଁ ଅପରାଧ, ସ୍ବାମୀଙ୍କୁ ନିର୍ଦ୍ଦୋଷରେ ଖଲାସ କଲେ ହାଇକୋର୍ଟ…

ପ୍ରୟାଗରାଜ,୯।୧୨ : ଆହ୍ଲାବାଦ ହାଇକୋର୍ଟ କହିଛନ୍ତି ଯଦି ସ୍ତ୍ରୀଙ୍କ ବୟସ ୧୮ ବର୍ଷରୁ ଅଧିକ ତେବେ ବୈବାହିକ ବଳାତ୍କାରକୁ ଭାରତୀୟ ଦଣ୍ଡବିଧି (ଆଇପିସି) ଅନୁଯାୟୀ ଅପରାଧ ଭାବେ ବିବେଚନା କରାଯାଇପାରିବ ନାହିଁ। ସ୍ତ୍ରୀଙ୍କ ବିରୋଧରେ ଅପ୍ରାକୃତିକ ଅପରାଧ କରିଥିବା ସ୍ବାମୀଙ୍କୁ ନିର୍ଦ୍ଦୋଷରେ…

ମୁଖ୍ୟମନ୍ତ୍ରୀ ପଚାରିଲେ ସାଇକେଲ ଟଙ୍କା ପାଇଛ କି, ଛାତ୍ରୀ କହିଲେ ନା, ଭିଡିଓ ଭାଇରାଲ…

ରାଞ୍ଚି,୯।୧୨ : ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେତେବେଳେ ସିଏମ ସ୍କୁଲ ଛାତ୍ରୀମାନଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା କଲ୍ୟାଣ ଯୋଜନା ବିଷୟରେ ପଚାରିଛନ୍ତି। ସେ…

ବିବାହିତା ମହିଳା ବାପାଙ୍କ ମୃତ୍ୟୁପରେ ଅନୁକମ୍ପାମୂଳକ ଚାକିରି ପାଇଁ ହକଦାର: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

କୋଲକାତା,୯।୧୨ : କଲିକତା ହାଇକୋର୍ଟ କହିଛନ୍ତି ବିବାହିତା ମହିଳାମାନେ ମଧ୍ୟ ତାଙ୍କ ପିତୃ ପରିବାରର ସଦସ୍ୟ ହୋଇ ଅନୁକମ୍ପାମୂଳକ ରାଜ୍ୟ ସରକାରଙ୍କ ଚାକିରି ପାଇବାକୁ ହକଦାର ହେବେ। ଜଷ୍ଟିସ ଦେବଙ୍ଗସୁ ବାସାକ ଏବଂ ଶବର ରଶିଦିଙ୍କ ଏକ ଡିଭିଜନ ବେଞ୍ଚ ଏହି…

ସ୍କୁଲ ନିଯୁକ୍ତିରେ ଦୁର୍ନୀତିକୁ ବିରୋଧ କରି ରାଜରାସ୍ତାରେ କାନ୍ଦି କାନ୍ଦି ଲଣ୍ଡା ହେଲେ ମହିଳା,ଭିଡିଓ ଭାଇରାଲ…

କୋଲକାତା,୯।୧୨ : ପଶ୍ଚିମବଙ୍ଗରେ ସ୍କୁଲ ନିଯୁକ୍ତିରେ ହୋଇଥିବା ବହୁ କୋଟି ଦୁର୍ନୀତିକୁ ବିରୋଧ କରି ଜଣେ ଯୋଗ୍ୟ ମହିଳା ପ୍ରାର୍ଥୀନୀ ଏକ ନିଆରା ଉପାୟ ଅବଲମ୍ବନ କରିଛନ୍ତି। ଶନିବାର ଅପରାହ୍ନରେ ଜଣେ ମହିଳା ଏନେଇ କୋଲକାତା ସେଣ୍ଟ୍ରାଲ ରାଜରାସ୍ତାରେ ଲଣ୍ଡା ହୋଇଛନ୍ତି।…

ବିଇଡି ଡିଗ୍ରୀ ଧାରକ ପ୍ରାଥମିକ ବିଦ୍ୟାଳୟରେ ପଢ଼ାଇବାକୁ ଯୋଗ୍ୟ ନୁହନ୍ତି: ହାଇକୋର୍ଟ…

ପାଟନା,୯।୧୨ : ବିଇଡି ଡିଗ୍ରୀଧାରୀମାନେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଭାବରେ ନିଯୁକ୍ତି ପାଇବାକୁ ଯୋଗ୍ୟ ବିବେଚିତ ହେବେ ନାହିଁ ବୋଲି ପାଟନା ହାଇକୋର୍ଟ କହିଛନ୍ତି। ମୁଖ୍ୟ ବିଚାରପତି କେ ବିନୋଦ ଚନ୍ଦ୍ରନ ଏବଂ ଜଷ୍ଟିସ ରାଜୀବ ରାୟଙ୍କୁ ନେଇ ହାଇକୋର୍ଟର ଏକ…

ଜଣେ ମନ୍ତ୍ରୀଙ୍କ ପାଖରେ ୧୩ ବିଭାଗ,ଏବେ ଆଇନ ବି ପକେଟରେ…

ନୂଆଦିଲ୍ଲୀ,୯।୧୨ : ଉପରାଜ୍ୟପାଳ ଭି.କେ ସାକ୍ସେନା ଆଇନ ବିଭାଗ ସହ ଜଡିତ ଫାଇଲଗୁଡ଼ିକୁ ମନ୍ତ୍ରୀଙ୍କ ଅନୁମୋଦନ ବିଳମ୍ବରେ ଦର୍ଶାଇ ପ୍ରତ୍ୟାହାର କରିବାର ଦିନକ ପରେ ଦିଲ୍ଲୀ ମନ୍ତ୍ରୀ କୈଲାଶ ଗେହଲଟଙ୍କଠାରୁ ଆଇନ ବିଭାଗକୁ ଫେରାଇ ନିଆଯାଇଛି ଏବଂ ଆଇନ ବିଭାଗ ପୁନର୍ବାର…

ଗଣତନ୍ତ୍ରର ହତ୍ୟା କରାଯାଇଛି: ମହୁଆଙ୍କ ବହିଷ୍କାର ନେଇ କହିଲେ ମମତା…

କୋଲକାତା,୯।୧୨ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କ୍ୟାଶ ଫର କ୍ୱେରୀ ମାମଲାରେ ପାର୍ଟି ଏମପି ମହୁଆ ମଇତ୍ରଙ୍କୁ ଲୋକସଭାରୁ ବହିଷ୍କାର କରିବା ନେଇ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡା ସମାଲୋଚନା କରିଛନ୍ତି। ମହୁଆଙ୍କ ବହିଷ୍କାର ନେଇ ଲୋକସଭାରେ ସଂସଦୀୟ…

୨ ନାତୁଣୀଙ୍କ ସହ ଚେସ୍‌ ଖେଳିଲେ ଶାହା, ସୋସିଆଲ ମିଡିଆରେ ଭାଇରାଲ…

ନୂଆଦିଲ୍ଲୀ,୯।୧୨ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହା ପୁଣି ଦୁଇ ନାତୁଣୀଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଶାହା ଏହି ଫଟୋକୁ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ଫଟୋରେ ଶାହା ଦୁଇ ନାତୁଣୀଙ୍କ…

ଦେଶରେ ୩୭ ହଜାର ଓ୍ବେବସାଇଟ ୟୁଆରଏଲ ବ୍ଲକ…

ନୂଆଦିଲ୍ଲୀ,୯।୧୨ : ଗତ ପାଞ୍ଚ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ଜାତୀୟ ସ୍ତରରେ ବିରୋଧୀ କାର୍ଯ୍ୟକଳାପକୁ ବନ୍ଦ କରିବା ପାଇଁ ବହୁ ସଂଖ୍ୟକ ଓ୍ବେବସାଇଟ ବ୍ଲକ କରିଛନ୍ତି। ଜାନୁୟାରୀ ୨୦୧୮ରୁ ଅକ୍ଟୋବର ୨୦୨୩ ମଧ୍ୟରେ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri