Home Middle

ନେତାନ୍ୟାହୁଙ୍କ ସହ କଥା ହେଲେ ବାଇଡେନ

ଓ୍ବାଶିଂଟନ,୮ା୧୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଏବଂ ଜୋର୍ଡାନର ରାଜା ଅବଦୁଲ୍ଲାଙ୍କ ସହ ଗାଜାରେ ଅଧିକ ସହାୟତା ବିଷୟରେ କଥାବାର୍ତ୍ତା କରିଛନ୍ତି। ଏଥିସହ ସାଧାରଣ ନାଗରିକଙ୍କ ସୁରକ୍ଷା ଉପରେ ବାଇଡେନ ଗୁରୁତ୍ୱାରୋପ କରିଥିଲେ ଏବଂ ହମାସ୍‌ଠାରୁ…

ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ ଜାରି; ମୋଦିଙ୍କୁ ଭେଟିଲେ ଶାହା

ନୂଆଦିଲ୍ଲୀ,୭।୧୨: ଗୁରୁବାର ଡିସେମ୍ବର ୭ରେ ତେଲଙ୍ଗାନାରେ ରେଭନ୍ଥ ରେଡ୍ଡୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଏବଂ ମିଜୋରାମରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାମ ସ୍ଥିର ହୋଇଛି। କିନ୍ତୁ ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନର ତିନୋଟି ହିନ୍ଦୀ ବେଲ୍ଟ ରାଜ୍ୟ ମାମଲା ଏବେବି…

ମୁଖ୍ୟମନ୍ତ୍ରୀ ଆସନ ପାଇଁ ସସପେନ୍ସ ଭିତରେ ନଡ୍ଡାଙ୍କୁ ଭେଟିଲେ ବସୁନ୍ଧରା

ଜୟପୁର,୭।୧୨: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ ମଧ୍ୟରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ। ସେ ତାଙ୍କ ପୁଅ ତଥା ଏମପି ଦୁଶ୍ୟନ୍ତ ସିଂଙ୍କ ସହ ନଡ୍ଡାଙ୍କ ବାସଭବନରେ…

‘ଭାଜପାର ସଫଳତା ହାର ୫୬ ପ୍ରତିଶତ, କଂଗ୍ରେସର…’: ମୋଦି

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଂସଦୀୟ ଦଳ ବୈଠକରେ ଉଦବୋଧନ ଦେଇ କହିଛନ୍ତି ଯେ ସରକାର ଚଳାଇବା ପାଇଁ ଭାଜପା ଲୋକଙ୍କ ପ୍ରିୟ ପାଲଟିଛି। ଏହାକୁ ନେଇ ସେ କିଛି ଆକଳନ ମଧ୍ୟ କରିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ…

ନିଜ ପତ୍ନୀଙ୍କ ଠାରୁ ଗରିବ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ

ହାଇଦ୍ରାବାଦ,୭।୧୨: ରେଭନ୍ଥ ରେଡ୍ଡୀ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି। ବିଧାନସଭା ନିର୍ବାଚନରେ ୧୧୯ଟି ଆସନରୁ ୬୪ଟି…

ଘର-ଜମି କିଣିବା ପୂର୍ବରୁ କରାଇ ନିଅନ୍ତୁ ଆଧାର ସହ ପାନ ଲିଙ୍କ: ନ ହେଲେ କଟିବ ଅଧିକ ଟିଡିଏସ…

ନୂଆଦିଲ୍ଲୀ,୭।୧୨ : ଭାରତୀୟ ନାଗରିକଙ୍କ ପାଇଁ ଆଧାର ଏବଂ ପାନ କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଗତ କିଛି ବର୍ଷ ଧରି ଏହି ଦୁଇକୁ ଲିଙ୍କ କରିବା ବିଷୟରେ ସରକାରୀ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଉଭୟ ସରକାରୀ ଡକ୍ୟୁମେଣ୍ଟ ଜଣେ ବ୍ୟକ୍ତିଙ୍କର…

ମନ୍ଦିର ଯିବା ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଏଏପି ବିଧାୟକ, କହିଲେ ଅପମାନିତ ହେଉଥିବା ସ୍ଥଳକୁ ଯିବା ଉଚିତ ନୁହେଁ…

ଜୟପୁର,୭।୧୨ : ଆମ ଆଦମୀ ପାର୍ଟିର ବିଧାୟକ ରାଜେନ୍ଦ୍ର ପାଲ ଗୌତମ ତାଙ୍କ ବିବାଦୀୟ ବିବୃତ୍ତି ଯୋଗୁଁ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ଦିଲ୍ଲୀର ସେମାପୁରୀର ବିଧାୟକ ରାଜେନ୍ଦ୍ର ପାଲ ସୋନିପତର ଲାହରଡା ଗ୍ରାମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଲୋକଙ୍କୁ…

ଚା’ ସିଙ୍ଗଡାରେ ଶେଷ ହେଉଛି ଇଣ୍ଡିଆ ମେଣ୍ଟ ବୈଠକ: ଜେଡିୟୁ ନେତାଙ୍କ ମନ୍ତବ୍ୟ…

ପାଟନା,୭।୧୨ : ବିହାରର ଶାସକ ଜେଡିୟୁ ଏମପି ସୁନୀଲ କୁମାର ପିଣ୍ଟୁ ବର୍ତ୍ତମାନ ଏକ ବିବାଦ ସୃଷ୍ଟି କରି କହିଛନ୍ତି। ସିଟ ବାଣ୍ଟିବା ପର୍ଯ୍ୟନ୍ତ ଆଲୋଚନା ନ ହେବା ବିରୋଧୀ ଭାରତୀୟ ନ୍ୟାଶନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ (ଇଣ୍ଡିଆ) ବ୍ଲକର ବୈଠକ…

ଗିରିରାଜ ସିଂଙ୍କ ବିବାଦୀୟ ବୟାନ, ଫିଲ୍ମ ଫେଷ୍ଟିଭାଲରେ ମମତା ଠୁମକା ଲଗାଇବା ଉଚିତ ନୁହେଁ

ନୂଆଦିଲ୍ଲୀ,୭।୧୨: ଭାରତୀୟ ଜନତା ପାର୍ଟି ଏମପି ଗିରିରାଜ ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। କୋଲକାତା ଅନ୍ତରାଷ୍ଟ୍ରୀୟ ଫିଲ୍ମ ମହୋତ୍ସବରେ ମମତା ଯୋଗଦେବା ନେଇ ସେ ସମାଲୋଚନା କରିଛନ୍ତି। କାର୍ଯ୍ୟକ୍ରମରେ ବଲିଉଡ ଅଭିନେତା ସଲମାନ ଖାନଙ୍କ…

ରେଭନ୍ଥ ମୁଖ୍ୟମନ୍ତ୍ରୀ-ମଲ୍ଲୁ ଭଟ୍ଟି ଉପମୁଖ୍ୟମନ୍ତ୍ରୀ…

ହାଇଦ୍ରାବାଦ,୭।୧୨ : ରେଭନ୍ଥ ରେଡ୍ଡୀ ଗୁରୁବାର ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବହୁ ଜନସମାଗମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି। ମଲ୍ଲୁ…

ମାର୍ଚ୍ଚ ୧୭ରେ ରୁଷିଆ ରାଷ୍ଟ୍ରପତି ନିର୍ବାଚନ

ମସ୍କୋ,୭ା୧୨: ଗୁରୁବାର ରୁଷିଆର ଉପର ସଂସଦ ୨୦୨୪ ମାର୍ଚ୍ଚ ୧୭ରେ ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ତାରିଖ ସ୍ଥିର କରିଛି। ଏକ ବୈଠକରେ ସିନେଟରମାନଙ୍କ ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତିରେ ଅନୁମୋଦନ କରାଯାଇଛି। ଯାହା ରାଷ୍ଟ୍ରପତିଙ୍କ ଅଭିଯାନ ଆରମ୍ଭ କରିବ ବୋଲି ଚାମ୍ବରର…

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ। ଖବର ଲେଖାହେବା ପର୍ଯ୍ୟନ୍ତ ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି। ଚଢ଼ାଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri