ନେଦରଲାଣ୍ଡ ୩୮ ରନରେ ଦକ୍ଷିଣ ଆଫ୍ରିକାକୁ କଲା ପରାଜିତ…
ଧର୍ମଶାଳା,୧୭।୧୦ : ହିମାଚଳପ୍ରଦେଶର ଧର୍ମଶାଳାର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳା ଯାଉଥିବା ବିଶ୍ୱକପ ୨୦୨୩ର ୧୫ ତମ ମ୍ୟାଚରେ ନେଦରଲାଣ୍ଡ ୩୮ ରନରେ ଦକ୍ଷିଣ ଆଫ୍ରିକାକୁ ପରାଜିତ କରିଛି। ଟସ ଜିତି ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବେଭୁମା ବୋଲିଂ କରିବାକୁ…
କଂଗ୍ରେସ ବିଧାୟକ ରାଜେନ୍ଦ୍ର ସିଂ ଚାଷୀଙ୍କ ପଗଡ଼ିକୁ ଗୋଇଠା ମାରିଲେ, ସୋସିଆଲ ମିଡ଼ିଆରେ ଭାଇରାଲ…
ଜୟପୁର,୧୭।୧୦ : ରାଜସ୍ଥାନର ବେଙ୍ଗୁ ବିଧାୟକ ରାଜେନ୍ଦ୍ର ସିଂ ବିଧୁଡି ଜଣେ ଚାଷୀଙ୍କ ପଗଡ଼ିକୁ ଗୋଇଠା ମାରିଛନ୍ତି।ଏlବେଏହାର ଭିିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଦେଖିବାକୁ ମିଳୁଛି ଚାଷୀ ଜଣକ ବିଧାୟକଙ୍କ ଗୋଡ ତଳେ ନିଜ ପଗଡ଼ି ରଖି…
ମନୋରଞ୍ଜନ ଚ୍ୟାନେଲକୁ ବିସିସିସିର ପରାମର୍ଶ: ଏସସି-ଏସଟି ସମ୍ପ୍ରଦାୟଙ୍କ ଚିତ୍ରଣ ସମୟରେ ସତର୍କତା ଅବଲମ୍ବନ କର…
ନୂଆଦିଲ୍ଲୀ,୧୭।୧୦ : ବ୍ରୋଡକାଷ୍ଟିଂ କଣ୍ଟେଟ କମ୍ପ୍ଲେଣ୍ଟ କାଉନସିଲ(ବିସିସିସି) ପକ୍ଷରୁ ମଙ୍ଗଳମାର ମନୋରଞ୍ଜନ ଚ୍ୟାନେଲଗୁଡିକୁ ପରାମର୍ଣ ଦିଆଯାଇଛି। ଏହା ଅନ୍ତର୍ଗତ ଏସସି ଏବଂ ଏସଟି ସମ୍ପ୍ରଦାୟଙ୍କ ଚିତ୍ରଣ ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ପ୍ରଦାନ କରାଯାଇଛି। ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ଯେଭଳି…
ମଧ୍ୟ ପ୍ରାଚ୍ୟ ସଙ୍କଟ: ମୁତୟନ ହେବେ ୨,୦୦୦ ଆମେରିକା ସୈନ୍ୟ…
ଜେରୁଜେଲମ୍୧୭।୧୦ : ହମାସ ଇସ୍ରାଏଲ ବିବାଦ ମଧ୍ୟରେ ଆମେରିକା ସୁରକ୍ଷା ମନ୍ତ୍ରଣାଳୟ ପେଣ୍ଟାଗନ କହିଛି ଶାନ୍ତି ଶୃଙ୍ଖଳା ବ୍ୟହତ ହେବାର ଅଶଙ୍କା ଥିବାରୁ ଆମେରିକା ୨,୦୦୦ ଯବାନଙ୍କୁ ଇସ୍ରାଏଲ ବିଭିନ୍ନ ଅଞ୍ଚଳରେ ମୁତୟନ କରିଛି। ଆମେରିକା ପ୍ରତିରକ୍ଷା ସଚିବ ଲୟଡ ଅଷ୍ଟିନ…
ଛୋଟ ପିଲା ଶିଖିବେନି ବିଦେଶୀ ଭାଷା: ଇରାନ ଲାଗୁ କଲା ପ୍ରତିବନ୍ଧକ…
ତେହେରାନ,୧୭।୧୦ : ଇରାନ ସରକାର ଛୋଟ ପିଲାଙ୍କର ବିଦେଶୀ ଭାଷା ଶିକ୍ଷା ଉପରେ ରୋକ ଲଗାଇଛନ୍ତି। ସରକାର କହିଛନ୍ତି ଏହା ଦ୍ୱାରା ଛୋଟ ପିଲାଙ୍କ ଜାତୀୟତା ବୋଧ ହଜି ଯାଉଛି। ଏହା ଦେଶ ପାଇଁ ଭଲ ନୁହେଁ। ଦେଶରେ ଥିବା କିଣ୍ଡରଗାର୍ଟେନ୍ସ…
ଇସ୍ରାଏଲର ଏୟାର ଷ୍ଟ୍ରାଇକ୍ରେ ହମାସର ଆଉଜଣେ ଟପ୍ କମାଣ୍ଡର ନିହତ
ଗାଜା,୧୭।୧୦: ଇସ୍ରାଏଲ-ହମାସ ଯୁଦ୍ଧ ନିକଟ ଭବିଷ୍ୟତରେ ଥମିବାର ସମ୍ଭାବନା ନାହିଁ। ଏଥିରେ ହଜାର ହଜାର ନୀରିହ ଲୋକଙ୍କ ହତ୍ୟା ହମାସ କରୁଥିବାବେଳେ ଇସୟାଏଲ ମଧ୍ୟ ରକ୍ତମୁଖା ହୋଇଛି। ସୋମବାର ହମାସର ଜଣେ କମାଣ୍ଡରଙ୍କ ହତ୍ୟା କରିବା ପରେ ମଙ୍ଗଳବାର ଆଉ ଜଣଙ୍କର…
ଆତଙ୍କବାଦ ବିରୋଧରେ ଲଢ଼େଇ: ୫ ଦେଶ ସହ ହାତ ମିଳାଇଲା ଭାରତ…
ନୂଆଦିଲ୍ଲୀ,୧୭।୧୦ : ଆତଙ୍କବାଦ ତଥା ଡ୍ରଗ କାରବାରର ମୁକାବିଲା କରିବା ତଥା ସାଇବର ବିପଦରୁ ରକ୍ଷା କରିବା ପାଇଁ ରଣନୈତିକ ସହଯୋଗ ତଥା ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ ଭାରତ ମଙ୍ଗଳବାର ଏସୀୟ ଦେଶଗୁଡିକ ସହ ହାତ ମିଳାଇଛି। କାଜାଖସ୍ତାନ ଦ୍ୱାରା…
୧୪ଦେଶ ସହ ପାକିସ୍ତାନର ସମରାଭ୍ୟାସ
ଇସଲାମବାଦ,୧୭।୧୦: ପଡୋଶୀ ଦେଶ ପାକିସ୍ତାନ ୧୪ଟି ଦେଶ ସହ ମିଶି ସମରାଭ୍ୟାସ ଆରମ୍ଭ କରିଛି। ପିଏଏଫ ଅର୍ଥାତ ପାକିସ୍ତାନ ବାୟୁସେନା ଦ୍ୱାରା ଆୟୋଜିତ ସମରାଭ୍ୟାସରେ ଚାଇନା-ସାଉଦି ଆରବ ସମେତ ୧୪ଟି ଦେଶର ବାୟୁସେନା ଅଂଶଗ୍ରହଣ କରିଛନ୍ତ। ଏହି ସମରାଭ୍ୟାସ ମାଧ୍ୟମରେ ପିଏଏଫ…
ଶାହାଙ୍କ ପୁଅ କ‘ଣ କରୁଛନ୍ତି: ଭାଜପାକୁ ଆଇନା ଦେଖାଇଲେ ରାହୁଲ…
ଆଇଜଲ,୧୭।୧୦ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିଜର ମିଜୋରାମ ନିର୍ବାଚନୀ ପ୍ରଚାର ସମୟରେ ଭାଜପାକୁ ଟାର୍ଗେଟ କରିଛନ୍ତି। ଭାଜପା ଅନ୍ୟ ରାଜନୈତିକ ଦଳଗୁଡ଼ିକ ଉପରେ ବଂଶବାଦ ରାଜନୀତିର ଆରୋପ ଲଗାଉଥିବାବେଳେ ଏବେ ରାହୁଲ ଏନେଇ ଭାଜପାକୁ ଆଇନା ଦେଖାଇଛନ୍ତି।…
ମହଙ୍ଗା ହେଲା ସୁନା, ରୁପା
ନୂଆଦିଲ୍ଲୀ,୧୭।୧୦: ଦୀପାବଳି ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୬୧ ହଜାର ଟପିପାରେ । ଏ ନେଇ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ସେହିପରି ରୁପାର କେଜି ପିଛା ଦାମ ୭୫ ହଜାର ଟଙ୍କା ହୋଇଯାଇପାରେ। ଦୀପାବଳି ପର୍ବ ପୂର୍ବରୁ ଧନ…
ଦକ୍ଷିଣ ଆଫ୍ରିକା ପାଇଁ ବିଜୟ ଲକ୍ଷ୍ୟ ୨୪୬ ରନ…
ଧର୍ମଶାଳା,୧୭।୧୦ : ବିଶ୍ୱକପ ୨୦୨୩ର ୧୫ ତମ ମ୍ୟାଚ ହିମାଚଳପ୍ରଦେଶର ଧର୍ମଶାଳାର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳା ଯାଉଛି। ଟସ ଜିତି ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବେଭୁମା ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ନେଦରଲାଣ୍ଡ ଦଳ ବ୍ୟାଟିଂ ଅଧିନାୟକ ସ୍କଟ…
ଭାଜପା-ଆରଏସଏସ, ଏମଏନଏଫ-ଜେଡପିଏମ ସହ ଲଢ଼ିବୁ ଆମେ: ରାହୁଲ…
ନୂଆଦିଲ୍ଲୀ,୧୭।୧୦ : କଂଗ୍ରେସ ପକ୍ଷରୁ ମିଜୋରାମରେ ଶାସକ ମିଜୋ ନ୍ୟାଶନାଲ ଫ୍ରଣ୍ଟ (ଏମଏନଏଫ) ଏବଂ ବିରୋଧୀ ଜୋରାମ ପିପୁଲ୍ସ ମୁଭମେଣ୍ଟ (ଜେଡପିଏମ)ଙ୍କୁ କଡ଼ା ସମାଲୋଚନା କରାଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଶାସକ ଏବଂ ବିରୋଧି ଭାରତୀୟ ଜନତା ପାର୍ଟି…
Archives


