ତାଇଓ୍ବାନରେ ୧୦୩ ଚାଇନା ଯୁଦ୍ଧ ବିମାନ…
ତାଇପେ,୧୮।୯ : ଚାଇନା ଏହାର କାର୍ଯ୍ୟକଳାପରୁ ବିରତ ହେଉ ନାହିଁ। ତାଇୱାନ ପୁଣି ଥରେ ଚାଇନା ବିରୋଧରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛି। ତାଇୱାନ ଦାବି କରିଛି ଗତ କିଛି ଦିନ ମଧ୍ୟରେ୧୦୩ ଟି ଚାଇନା ଯୁଦ୍ଧ ବିମାନ…
ଆଜିଠାରୁ ଅଧିକାଂଶ ଅଞ୍ଚଳରେ ଝଡ଼ବର୍ଷା
ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ତେଣୁ ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ଏବେ ପୁନର୍ବାର ସକ୍ରିୟ ହୋଇପଡ଼ିଛି। ଫଳରେ ସୋମବାରଠାରୁ ରାଜ୍ୟରେ ଝଡ଼ବର୍ଷା ଲାଗି…
କୌଳିକ ବୃତ୍ତିଧାରୀଙ୍କୁ ସମ୍ମାନ
ନୂଆଦିଲ୍ଲୀ,୧୮ା୯ : ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ପିଏମ୍ ବିଶ୍ୱକର୍ମା’ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ କୌଳିକ ବୃତ୍ତିଧାରୀ କାରିଗରମାନଙ୍କୁ ବିନା ବନ୍ଧକରେ ସର୍ବନିମ୍ନ ସୁଧହାର ଋଣ ସହାୟତା ଯୋଗାଇ ଦିଆଯିବ। ୫ ବର୍ଷ ପାଇଁ…
ରୁଷିଆ ଦଖଲରୁ ଅନ୍ୟ ଏକ ଗାଁକୁ ନିଜ ନିୟନ୍ତ୍ରଣକୁ ଆଣିଲା ୟୁକ୍ରେନ, ସେନାକୁ ପ୍ରଶଂସା କଲେ ଜେଲେନସ୍କି…
ମସ୍କୋ/କିଭ,୧୮।୯: ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ବଡ଼ ଦାବି କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି ୟୁକ୍ରେନ ସୈନ୍ୟମାନେ ବାଖମୁଟର ଦକ୍ଷିଣ କୂଳରେ ଅବସ୍ଥିତ କ୍ଲିଚିଭକା ଗାଁକୁ ରୁଷିଆ ଦଖଲରୁ ନିଜ ନିୟନ୍ତ୍ରଣକୁ ଆଣିଛନ୍ତି। ବାସ୍ତବରେ ଏହି ଗ୍ରାମକୁ…
ପାକିସ୍ତାନରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଆତଙ୍କବାଦୀ କମାଣ୍ଡର ନିହତ…
ଇସଲାମାବାଦ,୧୮।୯ : ଖାଇବର ପାସ୍ତୁନଖ୍ବାର ସ୍ବାତ ଜିଲାରେ ଗୁପ୍ତଚର ଅପରେଶନରେ ପାକିସ୍ତାନ ସୁରକ୍ଷା ବାହିନୀ ତେହେରିକ-ଇ-ତାଲିବାନ ପାକିସ୍ଥାନ (ଟିଟିପି) ର ପୂର୍ବତନ ଗୋଷ୍ଠୀ କମାଣ୍ଡରଙ୍କୁ ଏନକାଉଣ୍ଟର କରିଛି। ପାକ ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଅପରେଶନରେ ନିହତ ହୋଇଥିବା ପୂର୍ବତନ ଟିଟିପି…
ଭାରତରେ ସି-୨୯୫ ବିମାନ ଉତ୍ପାଦନ ଏକ ଉଲ୍ଲେଖନୀୟ କାର୍ଯ୍ୟ ହେବ…
ମାଦ୍ରିଦ,୧୮।୯ : ସ୍ପେନରେ ଭାରତୀୟ ରାଷ୍ଟ୍ରଦୂତ ଦୀନେଶ ପଟ୍ଟନାୟକ କହିଛନ୍ତି ଦେଶରେ ୪୦ଟି ସି-୨୯୫ ବିମାନ ଉତ୍ପାଦନ ଏକ ଗେମ ଚେଞ୍ଜର ସାବ୍ୟସ୍ତ ହେବ। ଏହା ଭାରତରେ ଏକ ବିଶ୍ୱ ସ୍ତରୀୟ ଏରୋସ୍ପେସ ଇକୋସିଷ୍ଟମ ସୃଷ୍ଟି କରିବ, ଯାହା ଭବିଷ୍ୟତରେ ଦେଶର…
ବାଦଲଫଟା ବର୍ଷା ଯୋଗୁ ଭୂସ୍ଖଳନ: କଙ୍ଗୋରେ ୧୭ ମୃତ…
କିନଶାସା,୧୮।୯ : ଉତ୍ତର-ପଶ୍ଚିମ କଙ୍ଗୋରେ ପ୍ରବଳ ବାଦଲ ପଟା ବର୍ଷା ଯୋଗୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାରୀମାନେ କହିଛନ୍ତି ବର୍ଷା ଯୋଗୁ ଭୂସ୍ଖଳନ ହୋଇଛି। ଅନେକ ଘର ଭୁଶୁଡି ପଡିଛି ଏବଂ କିଛି ଲୋକ ଆବର୍ଜନା ତଳେ ଦବି ରହିଥିବାର…
ଦକ୍ଷିଣ ଆଫ୍ରିକାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨୦ ମୃତ…
ଜୋହାନ୍ସବର୍ଗ,୧୮।୯ : ଦକ୍ଷିଣ ଆଫ୍ରିକାରେ ଏକ ବଡ଼ ଦୁର୍ଘଟଣା ଘଟି ୨୦ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତ ବ୍ୟକ୍ତି ହେଉଛନ୍ତି ଖଣି କମ୍ପାନୀ ଡି ର୍ବିସର କର୍ମଚାରୀ। ବୈଦେଶିକ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଦକ୍ଷିଣ ଆଫ୍ରିକାର ଉତ୍ତର ପ୍ରଦେଶର ଲିମ୍ପୋପୋର…
ଭାରତ ହାତରେ ଏସିଆ କପ୍
କଲମ୍ବୋ,୧୭।୯: କଲମ୍ବୋସ୍ଥିତ ଆର୍.ପ୍ରେମଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ୨୦୨୩ ଏସିଆ କପ୍ ଫାଇନାରେ ଶ୍ରୀଲଙ୍କାକୁ ୧୦ ଉଇକେଟରେ ପରାସ୍ତ କରିଛି ଭାରତ। ଫଳରେ ଅଷ୍ଟମ ଥର ପାଇଁ ଏସିଆ କପ୍ ହାତେଇଛି ଭାରତ। ଫାଇନାଲ ମ୍ୟାଚ୍ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ…
ପାନ, କିଆଫୁଲ ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା
ଭୁବନେଶ୍ୱର,୧୭ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା। ସେ…
ବ୍ୟାଟିଂ ବିପର୍ଯ୍ୟୟ: ୫୦ ରନ୍ରେ ଅଟକିଲା ଶ୍ରୀଲଙ୍କା
କଲମ୍ବୋ,୧୭।୯: କଲମ୍ବୋସ୍ଥିତ ଆର୍.ପ୍ରେମଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ୨୦୨୩ ଏସିଆ କପ୍ ଫାଇନାଲ ମ୍ୟାଚ୍ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ହେଲେ ଭାରତର ଦ୍ରୁତ ବୋଲି ମହମ୍ମଦ ସିରାଜ କମାଲ ବୋଲିଂ କରି…
ପ୍ରାରମ୍ଭରୁ ୬ ଉଇକେଟ ହରାଇ ସଙ୍କଟରେ ଶ୍ରୀଲଙ୍କା
କଲମ୍ବୋ,୧୭।୯: କଲମ୍ବୋସ୍ଥିତ ଆର୍.ପ୍ରେମଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ୨୦୨୩ ଏସିଆ କପ୍ ଫାଇନାଲ ମ୍ୟାଚ୍ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ଶ୍ରୀଲଙ୍କା ବ୍ୟାଟର ପଡ଼ିଆକୁ ଓହ୍ଲାଇ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର…
Archives


