Home Middle

ଉତ୍ତରକାଶୀ ଟନେଲ ଭିତରେ ଥିବା ସମସ୍ତ ଶ୍ରମିକ ସୁରକ୍ଷିତ, ସାମ୍ନାକୁ ଆସିଲା ପ୍ରଥମ ଫଟୋ

ଉତ୍ତରକାଶୀ,୨୧।୧୧: ସିଲକୟାରା ଟନେଲରେ ଫସି ରହିଥିବା ୪୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ି ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ସମୟରେ ଟନେଲ ଭିତରେ ଫସି ରହିଥିବା ଶ୍ରମିକମାନଙ୍କ ପ୍ରଥମ ପ୍ରଥମ ଫଟୋ ସାମ୍ନାକୁ ଆସିଛି। ସମସ୍ତ ଶ୍ରମିକ ଫଟୋରେ…

ଆଫଗାନିସ୍ତାନରେ ପୁଣି ଭୂକମ୍ପ ଝଟ୍‌କା

କାବୁଲ,୨୧।୧୧:ଆଫଗାନିସ୍ତାନରେ ପୁଣି ଥରେ ଭୂମିକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୧ ବୋଲି ଆକଳନ କରାଯାଇଛି। ଭୂକମ୍ପ ଅନୁଭୂତ ହେବା କ୍ଷଣି ଲୋକେ ଭୟରେ ଘରୁ…

ସୀମିତ ସମୟ ପାଇଁ ଅଗ୍ରିମ ଜାମିନ ଦିଆଯାଇପାରିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୧୧(ପି.ଟି.): ବିଚାର କ୍ଷେତ୍ର ପରିସର ବାହାରେ ଦାଏର କୌଣସି ଏତଲା ଆଧାରରେ ଗିରଫ ବ୍ୟକ୍ତିଙ୍କୁ ହାଇକୋର୍ଟ କିମ୍ବା ସେସନ୍ସ କୋର୍ଟ ସୀମିତ ସମୟ ପାଇଁ ଅଗ୍ରିମ ଜାମିନ ପ୍ରଦାନ କରିପାରିବେ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ନାଗରିକଙ୍କ ଜୀବନ ଧାରଣ ଅଧିକାର,…

ରାଷ୍ଟ୍ରପତି ନିର୍ବାଚନରେ ବାଜି ମାରିଲେ ଜୋସେଫ ବୋକାଇ

ମୋନରୋଭିଆ,୨୧।୧୧: ଆଫ୍ରିକୀୟ ଦେଶ ଲିବେରିଆର ରାଷ୍ଟ୍ରପତି ନିର୍ବାଚନରେ ଜୋସେଫ ବୋକାଇ ଜିତିଛନ୍ତି। ସେ ବର୍ତ୍ତମାନର ରାଷ୍ଟ୍ରପତି ଜର୍ଜ ୱାହାଙ୍କ ସ୍ଥାନ ନେବେ। ଭୋଟ ଗଣିବା ପରେ ଲିବେରିଆର ନିର୍ବାଚନ ଆୟୋଗ ବିଜେତା ଘୋଷିତ ହୋଇଛି। ନିର୍ବାଚନ ଆୟୋଗର ଅଧ୍ୟକ୍ଷ ଡେଭିଡେଟା ବ୍ରାଉନ…

ଗାଜା ହସ୍ପିଟାଲରେ ସେଲ୍‌ ମାଡ଼: ୧୨ ମୃତ

ଖାନ୍‌ ୟୁନିସ୍‌/ଜେରୁଜେଲମ୍‌,୨୧ା୧୧: ଉତ୍ତର ଗାଜାର ଅନ୍ୟ ଏକ ହସ୍ପିଟାଲ ଚାରିପଟେ ଇସ୍ରାଏଲୀ ସେନା ଆକ୍ରମଣକୁ ଜୋର୍‌ଦାର କରିଛି। ଏହି ଆକ୍ରମଣରେ ୧୨ ଜଣ ନିହତ ହୋଇଛନ୍ତି। ଉକ୍ତ ହସ୍ପିଟାଲରେ ହଜାର ହଜାର ରୋଗୀ ଓ ଯୁଦ୍ଧ ବିସ୍ଥାପିତ ବହୁଦିନ ଧରି ଆଶ୍ରୟ…

୯ ଦିନ ହେଲା ଟନେଲରେ ଫସିଛନ୍ତି ଶ୍ରମିକ: ୬ ଇଞ୍ଚିଆ ପାଇପରେ ପଠାହେଲା ଖେଚୁଡ଼ି

ନୂଆଦିଲ୍ଲୀ, ୨୦ା୧୧: ଉତ୍ତରାଖଣ୍ଡରେ ଗତ ୯ ଦିନ ହେଲା ଟନେଲରେ ଫସିଥିବା ଶ୍ରମିକ ମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା ଜାରି ରହିଛି। ପୂର୍ବରୁ ପାଇପ ଯୋଗେ ୪୧ ଶ୍ରମିକ ମାନଙ୍କ ପାଇଁ ଖାଦ୍ୟ ଏବଂ ପାଣି ଦିଆଯାଉଥିବା ବେଳେ ସୋମବାର ସେମାନଙ୍କ…

ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ସୂର୍ଯ୍ୟକୁମାର ଯାଦବ ଅଧିନାୟକ

ମୁମ୍ବାଇ,୨୦ା୧୧: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ପାଇଁ ଭିଭିଏସ୍‌ ଲକ୍ଷ୍ମଣଙ୍କୁ କୋଚ୍‌ ରଖା ଯାଇଥିବା ବେଳେ ମୁଖ୍ୟ…

ଅନ୍ୟ ରାଜ୍ୟରେ ମାମଲା ରୁଜୁ ହୋଇଥିଲେ ମଧ୍ୟ ହାଇକୋର୍ଟ ଏବଂ ସେସନ କୋର୍ଟ ଦେଇପାରିବେ ଜାମିନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୧୧: ଗୋଟିଏ ରାଜ୍ୟର ବ୍ୟକ୍ତିଙ୍କ ବିରୋଧରେ ଅନ୍ୟ ରାଜ୍ୟରେ ମାମଲା ରୁଜୁ ହୋଇଥିଲେ ମଧ୍ୟ ହାଇକୋର୍ଟ ଏବଂ ସେସନ କୋର୍ଟ ଜାମିନ ଦେଇ ପାରିବେ। ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସୁପ୍ରିମକୋର୍ଟ ଏହି ରାୟ ଦେଇଛନ୍ତି। ତେବେ ଅସାଧାରଣ ଏବଂ ବାଧ୍ୟତାମୂଳକ…

ସଞ୍ଜୟ ସିଂଙ୍କ ଆବେଦନକୁ ନେଇ ଇଡିକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ, ପରବର୍ତ୍ତି ଶୁଣାଣି ଡିସେମ୍ବରରେ

ନୂଆଦିଲ୍ଲୀ,୨୦।୧୧: ଆମ ଆଦମୀ ପାର୍ଟି (ଏଏପି) ରାଜ୍ୟ ସଭା ଏମପି ସଞ୍ଜୟ ସିଂଙ୍କ ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) କୁ ନୋଟିସ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ବର୍ତ୍ତମାନ ଡିସେମ୍ବର ଦ୍ୱିତୀୟ ସପ୍ତାହରେ ଅନୁଷ୍ଠିତ…

ଚନ୍ଦ୍ରବାବୁ ନାଇଡୁଙ୍କୁ ମିଳିଲା ରେଗୁଲାର ବେଲ

ଅମରାବତି,୨୦।୧୧: ଦକ୍ଷତା ବିକାଶ ମାମଲାରେ ସୋମବାର ଆନ୍ଧ୍ରପ୍ରଦେଶ ହାଇକୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ନିୟମିତ ଜାମିନ ପ୍ରଦାନ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ ନାଇଡୁ ୨୮ ନଭେମ୍ବର ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନରେ ଅଛନ୍ତି। ଏହାପୂର୍ବରୁ ଅକ୍ଟୋବରରେ…

ବିଶ୍ୱକପ୍‌ ଟ୍ରଫି ଉପରେ ଗୋଡ଼ ରଖିଲେ ମିଚେଲ, ଭାଇରାଲ ହେଉଛି ଫଟୋ

ଅହମ୍ମଦାବାଦ,୨୦ା୧୧: ଅଷ୍ଟ୍ରେଲିଆ କ୍ରିକେଟର ମିଚେଲ ମାର୍ଶ ବିଶ୍ୱକପ୍‌ ଟ୍ରଫି ଉପରେ ଗୋଡ଼ ରଖିବା ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏକ ସୋଫାରେ ମିଚେଲ ବସିଥିବାବେଳେ ତାଙ୍କ ଆଗରେ ଏକ ଟେବୁଲ ଉପରେ ରଖାଯାଇଥିବା ବିଶ୍ବକପ ଟ୍ରଫି ଉପରେ ସେ…

ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ ଭାବେ ଦାଖଲ କଲେ ନାମାଙ୍କନ

ଭୁବନେଶ୍ୱର,୨୦ା୧୧: ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ଉପବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କର ନାମାଙ୍କନପତ୍ର ସୋମବାର ଦାଖଲ କରିଛନ୍ତି। ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ସେ ନିର୍ବାଚିତ ହୋଇଛନ୍ତି। ନାମାଙ୍କନ ଦାଖଲ ପରେ ଶ୍ରୀ ପ୍ରଧାନ ନିଜ ପ୍ରତିକ୍ରିୟାରେ କହିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri