Home Middle

ଓ୍ବାଗନର୍‌ ଗ୍ରୁପ୍‌କୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ବ୍ରିଟେନ

ଇଂଲଣ୍ଡ,୧୫।୯: ବ୍ରିଟେନ ସରକାର ଋଷିଆର ୱାଗନର୍‌ ଗ୍ରୁପ୍‌କୁ ଆତଙ୍କବାଦୀ ସଂଗଠନ ଘୋଷଣା କରିଛନ୍ତି। ସରକାରଙ୍କ ଏହି ପଦକ୍ଷେପ ପରେ ଦେଶରେ ଏହାକୁ ସମର୍ଥନ କରିବା ଏବଂ ସଦସ୍ୟ ରହିବା ବେଆଇନ ହୋଇଯିବ। ଏହି ସଂଗଠନ କିଛି ଅପରାଧ କଲେ ତାଙ୍କୁ ୧୪…

ବ୍ରିଟେନରେ ସବୁଠାରୁ ବଡ ନିବେଶ କରିବେ ରତନ ଟାଟା

ନୂଆଦିଲ୍ଲୀ,୧୫।୯: ଭାରତର ବଡ ବ୍ୟବସାୟୀ ଓ କୋଟିପତିଙ୍କ ମଧ୍ୟରେ ଅନ୍ୟତମ ରତନ ଟାଟା ବ୍ରିଟେନରେ ଏକ ବଡ ପୁଞ୍ଜି ନିବେଶ କରିବାକୁ ଯାଉଛି। ଟାଟା ଷ୍ଟିଲ ଓ ବ୍ରିଟିଶ ସରକାର ମଧ୍ୟରେ ଏହି ଆର୍ଥିକ ପ୍ୟାକେଜକୁ ନେଇ ଚୁକ୍ତି ହୋଇଛି। ଶୁକ୍ରବାର…

ବାୟୁସେନାର ବଢିବ ଶକ୍ତି, ସୁଖୋଇ-୩୦ ଏମକେଆଇ କିଣିବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଦେଲା ମଞ୍ଜୁରି

ନୂଆଦିଲ୍ଲୀ,୧୫।୯: ଭାରତୀୟ ବାୟୁସେନାରେ ସାମିଲ୍‌ ହେବ ୧୨ଟି ସୁଖୋଇ-୩୦ ଏମକେଆଇ। ଏହାକୁ କ୍ରୟ କରିବାକୁ ଅନୁମୋଦନ ଦେଇଛି ପ୍ରତିରକ୍ଷା ମନ୍ତ୍ରଣାଳୟ। ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ ଦ୍ୱାରା ଏହି ଯୁଦ୍ଧ ବିମାନ ଭାରତରେ ନିର୍ମାଣ ହେବ। ପ୍ରତିରକ୍ଷା ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି।…

୨୬୫ ରନ୍‌ରେ ଅଟକିଲା ବାଂଲାଦେଶ

କଲମ୍ବୋ,୧୫।୯: କଲମ୍ବୋସ୍ଥିତ ଆର୍‌.ପ୍ରେମାଦାସ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ୨୦୨୩ ଏସିଆ କପ୍‌ର ସୁପର-୪ର ଷଷ୍ଠ ମ୍ୟାଚ୍‌ରେ ଭାରତ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ବାଂଲାଦେଶ ବ୍ୟାଟିଂ ଆରମ୍ଭ କରିଥିଲା। ଅଧିନାୟକ…

ବୁଲଡଗ୍‌ ଉପରେ ପ୍ରତିବନ୍ଧକ ଲଗେଇବ ବ୍ରିଟେନ

ଇଂଲଣ୍ଡ,୧୫।୯: ବ୍ରିଟିଶ ସରକାର ଆମେରିକୀୟ ଏକ୍ସଏଲ ବୁଲି କୁକୁର ଉପରେ ପ୍ରତିବନ୍ଧକ ଲଗାଇବାକୁ ପ୍ରସ୍ତୁତ ହେଉଛନ୍ତି। ଗତ କିଛି ବର୍ଷ ମଧ୍ୟରେ ଏହି ପ୍ରଜାତିର କୁକୁରମାନେ ବ୍ରିଟେନର ଅନେକ ଲୋକଙ୍କୁ ଆକ୍ରମଣ କରିଛନ୍ତି। ଏହି ଲୋକମାନଙ୍କ ମଧ୍ୟରୁ କେତେକଙ୍କର ମୁତ୍ୟୁ ଘଟିଛି।…

ନିପା ଭାଇରସରେ ମୃତ୍ୟୁହାର କରୋନାଠାରୁ ବହୁ ଅଧିକ:ଆଇସିଏମଆର ଡିଜି

ନୂଆଦିଲ୍ଲୀ,୧୫।୯: ଦେଶରେ ନିପା ଭାଇରସର ସଂକ୍ରମଣ ମାମଲା ମିଳିବା ପରେ ସରକାର ସତର୍କ ହୋଇଯାଇଛନ୍ତି। ଆଇସିଏମଆର ମହାନିର୍ଦ୍ଦେଶକ ଡାକ୍ଟର ରାଜୀବ ବହଲ ଶୁକ୍ରବାର କହିଛନ୍ତି ଯେ ନିପା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଉଦ୍ୟମ ଚାଲିଛି। ସମସ୍ତ ସଂକ୍ରମିତ ବ୍ୟକ୍ତି ଇଣ୍ଡେକ୍ସ…

ଆତଙ୍କବାଦୀ ଆକ୍ରମଣ ବନ୍ଦ ନ ହେଲେ ପାକିସ୍ତାନ ସହ କ୍ରିକେଟ ମ୍ୟାଚ ହେବ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୧୫।୯: ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଆକ୍ରମଣରେ ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜଣେ ଡିଏପି ଶହୀଦ ହୋଇଛନ୍ତି। ତେବେ ଏନେଇ କେନ୍ଦ୍ର କ୍ରୀଡ଼ା ଏବଂ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବାର ରାଜସ୍ଥାନର ଉଦୟପୁରରେ ଏକ…

ଅନନ୍ତନାଗ ଅପରେଶନ: ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ରକେଟ ଲଞ୍ଚର ହେଲା ନିୟୋଜନ

ଶ୍ରୀନଗର,୧୫।୯: ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଆକ୍ରମଣରେ ତିନ ଯବାନ ଶହୀଦ ହୋଇଛନ୍ତି। ତେବେ ଏନେଇ ଅନନ୍ତନାଗ ଅପରେଶନ ଆରମ୍ଭ ହୋଇଛି। ଜିଲାର ପାହାଡିଆ ଅଞ୍ଚଳର ଜଙ୍ଗଲରେ ଲୁଚି ରହିଥିବା ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ଅପରେଶନ ଜାରି ରହିଛି। ଅପରେଶନରେ…

ଚନ୍ଦ୍ରପୃଷ୍ଠରେ କେମିତି ସୃଷ୍ଟି ହେଉଛି ଜଳ, ଆମେରିକା ବୈଜ୍ଞାନିକଙ୍କ ବଡ ଖୁଲାସା

ଓ୍ବାଶିଂଟନ୍‌,୧୫।୯: ଚନ୍ଦ୍ରାୟାନ ୩ର ସଫଳ ଅବତରଣ ପରେ ସାରାବିଶ୍ୱର ନଜର ଭାରତ ଉପରେ ରହିଛି। ତେବେ ଚନ୍ଦ୍ରାୟାନର ପ୍ରଜ୍ଞାନ ନିଜ ଗବେଷଣାରେ ଚନ୍ଦ୍ରରେ ଅମ୍ଲଜାନ ଥିବା ନେଇ ସ୍ପଷ୍ଟ କରିଛି। ତେବେ ଭାରତର ପ୍ରଥମ ମୁନ ମିଶନ ଚନ୍ଦ୍ରାୟାନ ୧କୁ ନେଇ…

ବୁଡିଯିବ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ, ଇନ୍ଧନ ଅଭାବରୁ ବିମାନ ଉଡାଣ ବନ୍ଦ

ଇସଲାମବାଦ,୧୫।୯: ପାକିସ୍ତାନ ବର୍ତ୍ତମାନ ଅର୍ଥନୈତିକ ସଙ୍କଟ ସହ ରାଜନୈତିକ ଅଚଳାବସ୍ଥା ଦେଇ ଗତି କରୁଛି। ଦେଶରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ସହ ପନିପରିବା ଓ ପେଟ୍ରୋଲର ଦର ହୁ ହୁ ହୋଇ ବଢି ଚାଲିଛି। ସେହିପରି ଦେଶରେ କାମଚଳା ସରକାର ମଧ୍ୟ…

ବାହାରିବ ଉତ୍ତର କୋରିଆରେ ୭୦ ବର୍ଷରୁ ଦବି ହୋଇଥିବା ଗୋଳା ବାରୁଦ

ମସ୍କୋ,୧୫।୯: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ସାକ୍ଷାତ ପରେ ବିଶ୍ୱର ବିଭିନ୍ନ ଦେଶ ତଥା ପାଶ୍ଚାତ୍ୟ ଦେଶମାନଙ୍କରେ ମଧ୍ୟ ଆଲୋଡ଼ନ ଆରମ୍ଭ ହୋଇଛି। ପ୍ରତିରକ୍ଷା ବିଶେଷଜ୍ଞଙ୍କ ଠାରୁ ଆରମ୍ଭ କରି…

୧୦ ମିନିଟରେ ହଠାତ୍‌ ୨୮ ହଜାର ଫୁଟ ତଳକୁ ଖସିଲା ବିମାନ, ରାସ୍ତା ବଦଳାଇ ପହଞ୍ଚିଲା ବିମାନବନ୍ଦରରେ

ନଓ୍ବୋର୍କ,୧୫।୯: ଆମେରିକାର ଏକ ବିମାନ ସହ ନିକଟରେ ଏକ ଭୟାନକ ଘଟଣା ଘଟିଥିଲା। ନ୍ୟୁ ଜର୍ସିର ନଓ୍ବୋର୍କ ବିମାନବନ୍ଦରରୁ ଏକ ୟୁନାଇଟେଡ ଏୟାରଲାଇନ୍ସର ବିମାନ ମାତ୍ର ୧୦ ମିନିଟରେ ୨୮,୦୦୦ ଫୁଟ ତଳକୁ ଖସିଗଲା। କେବଳ ଏତିକି ନୁହେଁ, ଶହ ଶହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri