Home Middle

ଅନକ୍ଲେମଡ ଆକାଉଣ୍ଟରୁ ୪୨,୨୭୨କୋଟି ଟଙ୍କା ପଠାଯାଇଛି: ଆରବିଆଇ

ନୂଆଦିଲ୍ଲୀ,୧୪।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗତବର୍ଷ ଏପ୍ରିଲରେ ଉଦଗ୍ୟମ (Unclaimed Deposits Gateway to Access inforMation) ନାମକ ଏକ ପୋର୍ଟାଲ ଲଞ୍ଚ କରିଛି। ଏହି ପୋର୍ଟାଲ ମାଧ୍ୟମରେ ଅନକ୍ଲେମଡ ବା ବେନାମୀ ଆକାଉଣ୍ଟଗୁଡ଼ିକ ବିଷୟରେ ସୂଚନା ମିଳିପାରୁଛି।…

‘ସନାତନକୁ ଶେଷ କରିବାକୁ ଗଠନ ହୋଇଛି ଇଣ୍ଡିଆ’, ବିରୋଧୀ ମେଣ୍ଟକୁ ମୋଦିଙ୍କ ଟାର୍ଗେଟ

ଭୋପାଳ,୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମଧ୍ୟପ୍ରଦେଶ ଗସ୍ତରେ ଅଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ରାଜ୍ୟକୁ ୬୦,୦୦୦ କୋଟି ଟଙ୍କା ମୂଲ୍ୟର ଅନେକ ବଡ ଉପହାର ଦେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ବିନା ସହରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ବିନା ରିଫାଇନାରୀରେ ପେଟ୍ରୋକେମିକାଲ…

ପାର୍ବଣ ପୂର୍ବରୁ ଭାରତରୁ ୨୦ହଜାର ମେଟ୍ରିକ ଟନ ଚିନି ଆମଦାନୀ କରିବ ନେପାଳ

ନୂଆଦିଲ୍ଲୀ,୧୪।୯: ପାର୍ବଣ ପୂର୍ବରୁ ଘରୋଇ ଚାହିଦା ପୂରଣ କରିବା ପାଇଁ ନେପାଳ ସରକାର ଭାରତରୁ ୨୦ହଜାର ମେଟ୍ରିକ ଟନ ଚିନି ଆମଦାନୀ କରିବାକୁ ଯାଉଛନ୍ତି। ଶିଳ୍ପ, ବାଣିଜ୍ୟ ଏବଂ ଯୋଗାଣ ମନ୍ତ୍ରଣାଳୟ ସ୍ଥାନୀୟ ଚାହିଦା ପୂରଣ ପାଇଁ ୬୦ହଜାର ମେଟ୍ରିକ ଟନ…

ଭାରତର ମଧ୍ୟପ୍ରାଚ୍ୟ କରିଡରକୁ ନେଇ ଚିନ୍ତାରେ ପାକିସ୍ତାନ: ତୁର୍କୀ ପହଞ୍ଚିଲେ ପାକିସ୍ତାନ ସେନା ମୁଖ୍ୟ

ଆଙ୍କରା,୧୪।୯: ଭାରତ ଆମେରିକା, ସାଉଦି ଆରବ ଓ ୟୁଏଇ ସହଯୋଗରେ ମଧ୍ୟପ୍ରାଚ୍ୟ କରିଡର ବା ରେଳ ସଂଯୋଗ କରିବାକୁ ଯାଉଛି। ପାକିସ୍ତାନର ଏହା ଚିନ୍ତାର କାରଣ ସାଜିଛି । ତେବେ ଏହାରି ଭିତରେ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର…

କେରଳରେ ପୁଣି ହେବ କି ଲକ୍‌ଡାଉନ! ନିପା ସଂକ୍ରମଣକୁ ନେଇ ସ୍କୁଲ, କଲେଜ ବନ୍ଦ

ଥିରୁଭାନନ୍ତପୁରମ,୧୪।୯: କେରଳର ନିପା ସଂକ୍ରମଣକୁ ନେଇ ଆତଙ୍କ ଦେଖାଯାଇଛି। କୋଜିକୋଡେରେ ନିପା ଭାଇରସ ଯୋଗୁଁ ଦୁଇ ଜଣଙ୍କ ମୃତ୍ୟୁ ପରେ ରାଜ୍ୟ ସରକାର ସତର୍କ ସୂଚନା ଜାରି କରିଛନ୍ତି। ଏଠାରେ ୭ଟି ଗ୍ରାମ ପଞ୍ଚାୟତକୁ କଣ୍ଟେଣ୍ଟମେଣ୍ଟ ଜୋନ ଘୋଷଣା କରାଯାଇଛି। କଣ୍ଟେଣ୍ଟମେଣ୍ଟ…

୩୩ ପିଲାଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡିଲା: ୧୬ ନିଖୋଜ

ମୁଜାଫରପୁର,୧୪।୯: ବିହାରର ମୁଜାଫରପୁରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବାଗମତି ନଦୀରେ ୩୩ ପିଲାଙ୍କୁ ନେଇ ଯାଉଥିବା ଡଙ୍ଗା ନଦୀରେ ବୁଡ଼ି ଯାଇଛି। ସେଥିମଧ୍ୟରୁ ୧୬ ଜଣ ନିଖୋଜ ଥିବା ଜଣାଯାଇଛି। ଏପର୍ଯ୍ୟନ୍ତ ୧୭ ପିଲାଙ୍କୁ ଉଦ୍ଧାର କରାଯାଇଛି ।…

ସଂସଦର ସ୍ବତନ୍ତ୍ର ଅଧିବେଶନ: ଧାଡିକିଆ ହ୍ବିପ ଜାରି କଲା ଭାଜପା…

ନୂଆଦିଲ୍ଲୀ,୧୪।୯ : ସେପ୍ଟେମ୍ବର ୧୮ରୁ ୨୨ ମଧ୍ୟରେ ହେବାକୁ ଥିବା ସଂସଦର ସ୍ବତନ୍ତ୍ର ଅଧିବେଶନ ପାଇଁ ଭାଜପା ଦଳର ଏମପିମାନଙ୍କୁ ଏକ ଲାଇନ ହ୍ବିପ ଜାରି କରିଛି। ଏଥିରେ କୁହାଯାଇଛି୍‌ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବା ଏବଂ ସରକାରଙ୍କ ଆଭିମୁଖ୍ୟକୁ ସମର୍ଥନ…

କେରଳରେ ନିପା ଆତଙ୍କ: ୯ ପଞ୍ଚାୟତର ୫୮ ଓ୍ବାର୍ଡ କଣ୍ଟେନମେଣ୍ଟ ଜୋନ ଘୋଷିତ…

ଥିରୁଭାନନ୍ତପୁରମ,୧୪।୯ : ନିପା ସଂକ୍ରମଣ ନେଇ କେରଳରେ ଆତଙ୍କ ସୃଷ୍ଟି ହୋଇଛି। ଏହି ଭୂତାଣୁ ନ ବ୍ୟାପିବା ପାଇଁ ରାଜ୍ୟ ସରକାର କଣ୍ଟେନମେଣ୍ଟ ଜୋନ ଏବଂ ପ୍ରତିବନ୍ଧକ ଘୋଷଣା କରିସାରିଛନ୍ତି। ଆକ୍ରାନ୍ତଙ୍କ ତାଲିକା ଚିନ୍ତାର କାରଣ ପାଲଟିଛି । କାରଣ ୭୦୦…

ନକଲି ଦସ୍ତାବିଜ ଆଧାରରେ ବାଲ୍ୟ ବିବାହ, ୧୫ ଗିରଫ

ଦିସପୁର,୧୪।୯: ଆସାମରେ ପୁଣି ବାଲ୍ୟ ବିବାହ ମାମଲା ସାମ୍ନାକୁ ଆସିଛି। ହାଇଲାକାଣ୍ଡି ଜିଲାରେ ନକଲି ଦସ୍ତାବିଜ ପ୍ରସ୍ତୁତ କରି ବାଲ୍ୟ ବିବାହର ବ୍ୟବସ୍ଥା କରୁଥିବା ପନ୍ଦର ଜଣଙ୍କୁ ପୋଲିସ ଗିରଫ କରିଛି। ଅତିରିକ୍ତ ଏସପି ଶାମିର ଦପ୍ତାରୀ ବାରୁଆ କହିଛନ୍ତି, ଏହି…

କ୍ରେନ୍‌ ଖସି ୬ ମୃତ, ୫ରୁ ଅଧିକ ଆହତ

ବେଜିଂ,୧୪ା୯: ଚାଇନାର ଜିଆଙ୍ଗ ସହରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସିଚୁଆନ ପ୍ରଦେଶର ରାଜଧାନୀ ଜିଆନୟାଙ୍ଗରେ ଏକ କ୍ରେନ୍‌ ଖସିପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ଜିଆଙ୍ଗ ସହରର ତୁଓ ନଦୀ ଉପରେ ଏକ ଏକ୍ସପ୍ରେସଓ୍ବେ ବ୍ରିଜ୍‌ ନିର୍ମାଣ ସମୟରେ ବୁଧବାର…

ପାଇଲଟମାନଙ୍କର ଥକ୍କାପଣ ସ୍ତର ଜାଣିବା ପାଇଁ ନୂଆ ଯୋଜନା କରିବ ଇଣ୍ଡିଗୋ

ନୂଆଦିଲ୍ଲୀ,୧୪।୯: ବିମାନ କମ୍ପାନୀ ଇଣ୍ଡିଗୋ ପାଇଲଟମାନଙ୍କର ଥକ୍କାପଣ ସ୍ତର ଜାଣିବା ପାଇଁ ଏକ ନୂଆ ଟେକ୍ନୋଲୋଜି ବ୍ୟବହାର କରବାକୁ ଯାଉଛି। ଇଣ୍ଡିଗୋ ପାଇଲଟମାନେ ହାତରେ ଏକ ଉପକରଣ ଲଗାଇବେ ଯାହାଦ୍ୱାରା ସେମାନେ ହାଲିଆ ଥିବାର ସୂଚନା ମିଳିପାରିବ। ଇଣ୍ଡିଗୋ ଖୁବ୍‌ଶୀଘ୍ର ଏହି…

ବଲାଙ୍ଗୀରର ସମସ୍ତ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲାପାଳ

ଭୁବନେଶ୍ୱର,୧୪ା୯(ଅସମାପିକା ସାହୁ): ବଲାଙ୍ଗୀରରେ ସମ୍ଭାବ୍ୟ ବନ୍ୟା ଓ ଜରୁରୀକାଳିନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୁରୁବାର ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ଚଞ୍ଚଳ ରାଣା। ଏନେଇ ଜରୁରୀକାଳିନ ନମ୍ବର ମଧ୍ୟ ଜାରି କରାଯାଇଛି। ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri