ୟୁକ୍ରେନ ଆକ୍ରମଣରେ ୨ ରୁଷିଆ ଯୁଦ୍ଧପୋତ କ୍ଷତିଗ୍ରସ୍ତ…
କିଭ୍/ମସ୍କୋ,୧୪।୯ : ବୁଧବାର, ୟୁକ୍ରେନ ରୁଷିଆର କ୍ରାଇମବ୍ରାଞ୍ଚର ଏକ ରଣନୈତିକ ଗୁରୁତ୍ୱପୂର୍ଣ୍ଣ ଜାହାଜ ଘର ଉପରେ ଆକ୍ରମଣ କରିଛି। ଏଥିରେ ୨୪ ଜଣ ଆହତ ହୋଇଛନ୍ତି। ମରାମତି ପାଇଁ ଅଣାଯାଇଥିବା ଦୁଇଟି ଜାହାଜ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ସେଭାଷ୍ଟୋପୋଲ ଜାହାଜ କାରଖାନା…
କିମ୍-ପୁଟିନ ଭେଟ ନେଇ ଚିନ୍ତାରେ ଆମେରିକା…
ଓ୍ବାଶିଂଟନ,୧୪।୯: ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହୋଇଥିବା ସାକ୍ଷାତକୁ ନେଇ ଆମେରିକା ନିନ୍ଦା କରିଛି। ଚିନ୍ତାଗ୍ରସ୍ତ ଆମେରିକା ଉଭୟ ଦେଶକୁ ଚେତାବନୀ ଦେଇଛି। ଆମେରିକା ବୈଦେଶିକ ବିଭାଗ କହିଛି ଯଦି…
ଏକତାର ପ୍ରତୀକ ହିନ୍ଦୀ
କୌଣସି ଦେଶର ବିକାଶରେ ଭାଷା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ। ଦେଶର ସ୍ବତନ୍ତ୍ର ପରିଚୟ ହେଉଛି ଭାଷା। ଭାରତର ବିଭିନ୍ନ ଭାଷା ଏବଂ ଉପଭାଷା ଶକ୍ତି ଓ ଏକତାର ପ୍ରତୀକ ଭାବେ ଉଭା ହୋଇଛନ୍ତି। ଅନ୍ୟ ଭାଷା ମଧ୍ୟରେ ରାଜଭାଷା ହିନ୍ଦୀ…
ପୋଲିସ ବ୍ରିଫିଙ୍ଗ୍ର ପରିଣାମ ମିଡିଆ ଟ୍ରାଏଲ୍ ନ ହେଉ
ନୂଆଦିଲ୍ଲୀ,୧୪ା୯: ଆପରାଧିକ ମାମଲାଗୁଡ଼ିକୁ ନେଇ ପୋଲିସ କର୍ମଚାରୀଙ୍କ ବ୍ରିଫି ଉପରେ ୩ ସପ୍ତାହ ମଧ୍ୟରେ ବିସ୍ତୃତ ମାନୁଆଲ ପ୍ରସ୍ତୁତ କରିବା ପାଇଁ ସୁପ୍ରିମକୋର୍ଟ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍ ପି.ଏସ୍. ନରସିଂହ…
ଜେଲରୁ ମୁକୁଳିଲେ ନାର୍କୋଟିକ୍ କୁଇନ୍
ଓ୍ବାଶିଂଟନ୍,୧୪ା୯: ମେକ୍ସିକୋର ଡ୍ରଗ୍ ଲର୍ଡ ଜୋଆକ୍ୱିନ୍ ‘ଏଲ୍ ଚାପୋ’ ଗୁଜ୍ମ୍ୟାନ୍ଙ୍କ ସ୍ତ୍ରୀ ଏମ୍ମା କୋରୋନେଲ ଏଇସ୍ପୁରୋଙ୍କୁ ବୁଧବାର ଲସ୍ ଆଞ୍ଜେଲେସ୍ ଜେଲରୁ ମୁକ୍ତ କରାଯାଇଥିବା ଆମେରିକାର ବ୍ୟୁରୋ ଅଫ୍ ପ୍ରିଜନ୍ ପକ୍ଷରୁ ସୂଚନା ଦିଆଯାଇଛି। ଆମେରିକାରେ ଜନ୍ମିତ ୩୪ ବର୍ଷୀୟା ଏମ୍ମାଙ୍କୁ…
କିମ୍ଙ୍କ ମହତ୍ତ୍ୱାକାଂକ୍ଷାରେ ଡେଣା
ମସ୍କୋ/ସିଓଲ,୧୪ା୯: ୧୯୫୦-୫୩ର କୋରୀୟ ଯୁଦ୍ଧ ବେଳେ ଦକ୍ଷିଣ କୋରିଆ ଉପରେ ଉତ୍ତର କୋରିଆ ଆକ୍ରମଣ କରିଥିଲା। ସେହି ସମୟରେ ସୋଭିଏଟ୍ ସଂଘ ଉତ୍ତର କୋରିଆକୁ ଅସ୍ତ୍ରଶସ୍ତ୍ର ଓ ଯୁଦ୍ଧବିମାନ ଯୋଗାଇଦେଇଥିଲା। ସେବେଠୁ ଅନେକ ଦଶନ୍ଧି ଧରି ସୋଭିଏଟ୍ର ଅର୍ଥନୀତି ଉପରେ ଉତ୍ତର…
ଆସନ ବୁଝାମଣା: ଶୀଘ୍ର ନିଷ୍ପତ୍ତି ନେବ ଇଣ୍ଡିଆ
ନୂଆଦିଲ୍ଲୀ,୧୪ା୯: ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାକୁ ହରାଇବା ପାଇଁ ୨୬ ବିରୋଧୀ ଦଳକୁ ନେଇ ଗଠିତ ଇଣ୍ଡିଆନ୍ ନ୍ୟାଶନାଲ ଡେମୋକ୍ରାଟିକ୍ ଇନ୍କ୍ଲୁସିଭ୍ ଆଲାଏନ୍ସ (ଇଣ୍ଡିଆ)ର ପ୍ରଥମ ରଣନୀତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ମୁଖ୍ୟ…
‘ଜି-୨୦ ଘୋଷଣାପତ୍ର ମୋଦିଙ୍କ ନିପୁଣତା’
ନ୍ୟୁୟର୍କ/ନୂଆଦିଲ୍ଲୀ,୧୩ା୯: ମିଳିତ ଜାତିସଂଘର ସାଧାରଣ ସଭାର ସଭାପତି ଡେନିସ୍ ଫ୍ରାନ୍ସିସ ଭାରତକୁ ପ୍ରଶଂସା କରିଛନ୍ତି। ନୂଆଦିଲ୍ଲୀଠାରେ ଆୟୋଜିତ ଜି-୨୦ ଶିଖର ସମ୍ମିଳନୀରେ ଜାରି ହୋଇଥିବା ମିଳିତ ବିବୃତ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ଦଳର କୂଟନୈତିକ ଦକ୍ଷତା ଏବଂ ଚତୁରତାର…
୧ ଲକ୍ଷ ବିଦେଶୀ ଛାତ୍ରଙ୍କୁ ଉତ୍ତମ ଶିକ୍ଷା ଦେବାକୁ ଲକ୍ଷ୍ୟ ରଖିଛି ଭାରତ
ନୂଆଦିଲ୍ଲୀ,୧୩ା୯: ସୁଲଭ ତଥା ଉତ୍ତମ ଶିକ୍ଷା ସହିତ ୧ ଲକ୍ଷ ବିଦେଶୀ ଛାତ୍ରଙ୍କୁ ସଂଯୋଗ କରିବାକୁ ଭାରତ ଲକ୍ଷ୍ୟ ରଖିଛି। ଗୁଣାତ୍ମକ ଶିକ୍ଷା ସହିତ ଭାରତୀୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନଗୁଡ଼ିକ କେବଳ ସେମାନଙ୍କ ଛାତ୍ରମାନଙ୍କୁ ବିଦେଶକୁ ଯିବା ବନ୍ଦ କରିବେ ନାହିଁ ବରଂ…
ଜି-୨୦ର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ବାଗତ
ନୂଆଦିଲ୍ଲୀ,୧୩।୯: ଜି-୨୦ ଶିଖର ସମ୍ମିଳନୀର ସଫଳତା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିଲ୍ଲୀର ଭାରତୀୟ ଜନତା ପାର୍ଟି (ଭାଜପା) ମୁଖ୍ୟାଳୟରେ ପହଞ୍ଚିଛନ୍ତି। ମୁଖ୍ୟାଳୟ ବାହାରେ ଭାଜପା କର୍ମୀ ମୋଦିଙ୍କ ଗାଡି ଉପରକୁ ଫୁଲ ପକାଇ ସ୍ବାଗତ କରିଥିଲେ। ଦଳର ସଭାପତି…
ସୁରକ୍ଷା ବାହିନୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ପୋଲିସ, ୨ ଯବାନ ଶହୀଦ
ନୂଆଦିଲ୍ଲୀ,୧୩।୯: ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର କୋକରନାଗ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ କର୍ନେଲ ମନପ୍ରୀତ ସିଂ, ମେଜର ଆଶିଷ, ଜମ୍ମୁ କଶ୍ମୀର ପୋଲିସର ଡିଏସପି ହୁମାୟୁଂ ଭଟ୍ଟ ଶହୀଦ…
ଜି-୨୦ ବୁକଲେଟ୍ରେ ସମ୍ରାଟ ଆକବରଙ୍କ ପ୍ରଶଂସା! କପିଲ ସିବଲଙ୍କ କଟାକ୍ଷ, ଅସଲି ମନ କି ବାତ କୁହନ୍ତୁ ସରକାର…
ନୂଆଦିଲ୍ଲୀ,୧୩।୯: ଜି-୨୦ ବୁକଲେଟ୍ରେ ମୋଗଲ ସମ୍ରାଟ ଆକବରଙ୍କୁ ପ୍ରଶଂସା କରିଛନ୍ତି କେନ୍ଦ୍ର ସରକାର। ଏପ୍ରସଙ୍ଗରେ ରାଜ୍ୟସଭା ସାଂସଦ କପିଲ ସିବଲ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ପୁସ୍ତକର ନାଁ ରହିଛି ଭାରତ: ଦି ମଦର ଅଫ ଡେମୋକ୍ରାସି। ଏହି ୩୮ ପୃଷ୍ଠା…
Archives


