ଜି୨୦ ସମିଟ୍ ପାଇଁ ଟ୍ରାଫିକ୍ କଟକଣା
ନୂଆଦିଲ୍ଲୀ,୯।୯: ଜି୨୦ ସମିଟ୍ ପାଇଁ ନୂଆଦିଲ୍ଲୀ ଜିଲାରେ ଶୁକ୍ରବାର ସକାଳେ ଟ୍ରାଫିକ୍ କଟକଣା କଡ଼ାକଡ଼ି ହୋଇଛି। ଜି୨୦ ସମ୍ମିଳନୀ ହେବାକୁ ଥିବା ସ୍ଥାନ ଓ ଅତିଥିମାନେ ରହିବାକୁ ଥିବା ହୋଟେଲ୍ ଅଞ୍ଚଳରେ ଔଷଧକୁ ବାଦ୍ଦେଲେ ଅନ୍ୟ ସମସ୍ତ ଅନ୍ଲାଇନ୍ ଡେଲିଭରି ସେବାକୁ ବନ୍ଦ…
ମରକ୍କୋରେ ଭୂକମ୍ପ: ଚାଲିଗଲା ୨୯୬ ଜୀବନ, ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା
ରାବତ୍,୯।୯: ମରକ୍କୋର ଦକ୍ଷିଣ-ପଶ୍ଚିମ ଭାଗରେ ଶୁକ୍ରବାର ୬.୮ ମ୍ୟାଗ୍ନିଚ୍ୟୁଡର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛଇ। ଯେଉଁଥିରେ ପ୍ରାୟ ୧୩୨ ଜଣ ପ୍ରାଣ ହରାଇଛନ୍ତି। ଆମେରିକାର ଜିଓଲୋଜିକାଲ ସର୍ଭେ ଦ୍ୱାରା ଏହି ସୂଚନା ଦିଆଯାଇଛି। କୁହାଯାଇଛି ଯେ, ରାତି ପ୍ରାୟ ୧୧.୧୧ରେ…
ମଣିପୁରରେ ପୁଣି ହିଂସାକାଣ୍ଡ: ୨ ମୃତ, ୫୦ ଆହତ
ଗୁଆହାଟୀ,୯।୯: ମଣିପୁରର ଟେଙ୍ଗନୌପାଲ ଓ କାକଚିଂ ଜିଲାରେ ଶୁକ୍ରବାର ପୁଣି ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ ଜଣ ଆହତ ହୋଇଛନ୍ତି। ଶୁକ୍ରବାର ସକାଳୁ ପେଲଲ ସହରରେ ଆସାମ ରାଇଫଲ୍ସର ଯବାନ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଗୁଳି ବିନିମୟ…
ଜି୨୦ରେ ବିଶ୍ୱନେତା
ନୂଆଦିଲ୍ଲୀ,୯ା୯: ଭାରତ ଅଧ୍ୟକ୍ଷତା କରୁଥିବା ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଓ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ଋଷି ସୁନକ୍ଙ୍କ ସମେତ ଅନେକ ବିଶ୍ୱନେତା ନୂଆଦିଲ୍ଲୀରେ ପହଞ୍ଚତ୍ଲେଣି। ଶନିବାର ଓ ରବିବାର ଦୁଇଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀ…
ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଗିରଫ
ଅମରାବତୀ,୯।୯: ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରାଯାଇଛି। ଟିଡିପି ଏ ବିଷୟରେ ସୂଚନା ଦେଇଛି। ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଶନିବାର ସକାଳେ ନାଇଡୁଙ୍କ ବିରୋଧରେ…
ବିଶ୍ୱ ମଙ୍ଗଳ ପାଇଁ ବନ୍ଧୁତା
ନୂଆଦିଲ୍ଲୀ,୯ା୯: ବିଶ୍ୱ ମଙ୍ଗଳ ପାଇଁ ଭାରତ-ଆମେରିକା ବନ୍ଧୁତା ବଡ଼ ଭୂମିକା ନେବ ବୋଲି ୨ ଦିନିଆ ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ନୂଆଦିଲ୍ଲୀ ଗସ୍ତରେ ଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ସହ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଶାବ୍ୟକ୍ତ…
ଉପନିର୍ବାଚନ: ଆଇ.ଏନ.ଡି.ଆଇ.ଏ ହାତେଇଲା ୪, ଭାଜପାକୁ ମିଳିଲା ୩
ନୂଆଦିଲ୍ଲୀ,୮।୯: ଦେଶରେ ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ହୋଇଥିବା ଉପ ନିର୍ବାଚନ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ୭ ବିଧାନସଭା ଆସନରୁ ବିରୋଧୀ ମେଣ୍ଟ ୪ ସିଟ୍ରେ ବିଜୟୀ ହୋଇଥିବାବେଳେ ଭାଜପା ୩ ଆସନ ଅକ୍ତିଆର କରିଛି। କେରଳ, ପଶ୍ଚିମବଙ୍ଗ…
ଶସ୍ତା ହେଲା ସୋଲା, ମସୁର ଡାଲି
ନୂଆଦିଲ୍ଲୀ,୮।୯: ଭାରତ ସୋଲା, ମସୁର ଡାଲି ଓ ସେଓ ସମେତ ୬ଟି ଆମେରିକୀୟ ଉତ୍ପାଦ ଉପରେ ଅତିରିକ୍ତ ଟିକସ ହଟାଇ ଦେଇଛି। ବର୍ତ୍ତମାନ ଏହି ଜିନିଷଗୁଡ଼ିକ ଶସ୍ତା ମୂଲ୍ୟରେ ଭାରତରେ ଉପଲବ୍ଧ ହେବ। ଆମେରିକା ୨୦୧୯ରେ ଇସ୍ପାତ ଏବଂ ଆଲୁମିନିୟମ ଉତ୍ପାଦ…
କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ସିଇଓ ଉଦୟ କୋଟାକ୍ଙ୍କ ଇସ୍ତଫା: ଦୀପକ ଗୁପ୍ତାଙ୍କୁ ନିଯୁକ୍ତି କଲା ଆରବିଆଇ
ନୂଆଦିଲ୍ଲୀ,୮।୯: କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ୍ ସିଇଓ ଉଦୟ କୋଟାକ୍ଙ୍କ ଇସ୍ତଫା ପରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ମଧ୍ୟବର୍ତ୍ତୀ ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବରେ ଦୀପକ ଗୁପ୍ତାଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ଷ୍ଟକ ମାର୍କେଟକୁ…
ଆଧାର ଅପଡେଟ୍ କରିବାର ସମୟସୀମା ୩ମାସ ବୃଦ୍ଧି
ନୂଆଦିଲ୍ଲୀ,୮।୯: ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆ (ୟୁଆଇଡିଏଆଇ) ଆଧାରକୁ ଅପଡେଟ୍ କରିବାର ସମୟସୀମା ଆଉ ତିନିମାସକୁ ବୃଦ୍ଧି କରିଛି। ଅପଡେଟ୍ କରିବାର ସମୟସୀମା ସେପ୍ଟେମ୍ବର ୧୪ ପରିବର୍ତ୍ତେ ଡିସେମ୍ବର ୧୪ ରଖାଯାଇଛି। ୟୁଆଇଡିଏଆଇ କାର୍ଯ୍ୟାଳୟ ଦ୍ୱାରା ଜାରି କରାଯାଇଥିବା ସୂଚନା…
ଦିଲ୍ଲୀରେ ବାଇଡେନ
ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀ ବୈଠକ ପାଇଁ ବିଭିନ୍ନ ଦେଶର ପ୍ରମୁଖ ନେତା ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସଂଧ୍ୟାରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଦିଲ୍ଲୀରେ ପହଞ୍ଚିଛନ୍ତି। ଆମେରିକା ରାଷ୍ଟ୍ରପତିଙ୍କ ସରକାରୀ ବିମାନ ‘ଏୟାରଫୋର୍ସ ଓ୍ବାନ୍’ରେ ସେ…
ମାଳଦ୍ୱୀପ ରାଷ୍ଟ୍ରପତି ନିର୍ବାଚନ: ରାଜନୈତିକ ପ୍ରସଙ୍ଗ ‘ଭାରତ’
ମାଲେ,୮।୯: ହିନ୍ଦ୍ ମହାସାଗରସ୍ଥିତ ମାଳଦ୍ୱୀପରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହା ପୂର୍ବରୁ ପ୍ରଚାର ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ପ୍ରାର୍ଥୀ ଭୋଟରଙ୍କୁ ଆପର୍ଷିତ କରିବା ପାଇଁ ଯଥାସମ୍ଭ ଚେଷ୍ଟା କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନ ପାଇଁ…
Archives


