Home Middle

କାନାଡା ପ୍ରଧାନମନ୍ତ୍ରୀ ବିନା ପ୍ରମାଣରେ ବୟାନ ଦେବା ଦୁର୍ଭାଗ୍ୟଜନକ: ୟୁଏସଆଇଏସପିଏଫ ମୁଖ୍ୟ

ଓ୍ବାଶିଂଟନ,୭।୧୦: ଆତଙ୍କବାଦୀ ନିଜ୍ଜାରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ବୃଦ୍ଧି ପାଉଛି। ଏହି ସମୟରେ, ୟୁଏସଆଇଏସପିଏଫ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଗତ ମାସରେ ଭାରତ ବିରୁଦ୍ଧରେ ହୋଇଥିବା ଅଭିଯୋଗକୁ କୌଣସି ଠୋସ ପ୍ରମାଣ ବିନା ଦୁର୍ଭାଗ୍ୟଜନକ…

ଆମେରିକାର ହ୍ବାଇଟ ସ୍ୟାଣ୍ଡ ନ୍ୟାସନାଲ ପାର୍କରେ ମିଳିଲା ୨୩ହଜାର ପୁରୁଣା ମଣିଷ ପାଦଚିହ୍ନ

ଓ୍ବାଶିଂଟନ୍‌,୭।୧୦: ଆମେରିକାର ନ୍ୟୁ ମେକ୍ସିକୋର ହ୍ବାଇଟ ସ୍ୟାଣ୍ଡ ନ୍ୟାସନାଲ ପାର୍କରେ ୨୩ହଜାର ପୁରୁଣା ମଣିଷ ପାଦ ଚିହ୍ନ ମିଳିଛି। ଏକ ଅଧ୍ୟୟନରେ କୁହାଯାଇଛି ଯେ ଆମେରିକାରେ ଏପର୍ଯ୍ୟନ୍ତ ମିଳିଥିବା ପୁରାତନ ମଣିଷର ଅଂଶବିଶେଷ ମଧ୍ୟରୁ ଏହା ଅନ୍ୟତମ। ଏହି ପାଦଚିହ୍ନଗୁଡିକ ସେହି…

ଚାଇନା ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ସାକ୍ଷାତ କରିପାରନ୍ତି ଜୋ ବାଇଡେନ

ଓ୍ବାଶିଂଟନ୍‌,୭।୧୦: ସାନ ଫ୍ରାନ୍ସିସ୍କୋରେ ହେବାକୁ ଥିବା ଏସିଆ ପାସିଫିକ ଇକୋନୋମିକ କର୍ପୋରେଶନ (ଏପିଇସି) ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଯୋଗଦେବେ। ନଭେମ୍ବରରେ ହେବାକୁ ଥିବା ଏହି ସମ୍ମିଳନୀରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗକୁ ସାକ୍ଷାତ କରିପାରନ୍ତି। ତେବେ…

କବାଡିରେ ସ୍ବର୍ଣ୍ଣ ସହିତ ଭାରତ ହାସଲ କଲା ୧୦୦ ପଦକ, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୧୦: ଏସିଆନ ଗେମ୍ସ ୨୦୨୩ରେ ଭାରତ ଇତିହାସ ସୃଷ୍ଟି କରିଛି। ଚାଇନା ହାଙ୍ଗଝୋରେ ଚାଲିଥିବା ଏସିଆନ ଗେମ୍ସରେ ଶନିବାର ମହିଳା କବାଡି ଦଳ ସ୍ବର୍ଣ୍ଣ ଜିତି ସହିତକୁ ୧୦୦ ତମ ପଦକ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା…

ଏକ୍ସର ପୋଷ୍ଟରେ ଲୁଚାଇ ହେବ ଲାଇକ, ରିପ୍ଲାଇ, ରିଟୁଇଟ

ନ୍ୟୁୟର୍କ,୭।୧୦: ଗତ ବର୍ଷ ଅକ୍ଟୋବରରେ ଏଲନ ମସ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ (ଟୁଇଟର) ର କମାଣ୍ଡ ନେଇଥିଲେ, ଯାହା ପରେ ଏହି ପ୍ଲାଟଫର୍ମରେ କ୍ରମାଗତ ଭାବରେ ଅନେକ ପରିବର୍ତ୍ତନ କରାଯାଇଥିଲା। ପ୍ରଥମେ ଏହି ପ୍ଲାଟଫର୍ମର ନାମ ଟୁଇଟରରୁ ଏକ୍ସକୁ ପରିବର୍ତ୍ତିତ…

ପ୍ରତିଶୋଧ ନେତା ନେଲା ଆମେରିକା, ୨ ରୁଷିଆ କୂଟନୀତିଜ୍ଞଙ୍କୁ ଦେଶ ଛାଡିବାକୁ ଦେଲା ନିର୍ଦ୍ଦେଶ

ଓ୍ବାଶିଂଟନ,୭।୧୦: ଆମେରିକା ଏବଂ ରୁଷିଆ ମଧ୍ୟରେ ତିକ୍ତତା ହ୍ରାସ ପରିବର୍ତ୍ତେ ବୃଦ୍ଧି ପାଉଛି। ୱାଶିଂଟନ ବର୍ତ୍ତମାନ ଦୁଇ ରୁଷିଆର କୂଟନୀତିଜ୍ଞଙ୍କୁ ବହିଷ୍କାର କରିବାକୁ ନିର୍ଦ୍ଦେଶ ଜାରି କରିଛି। ଏହାପୂର୍ବରୁ ମସ୍କୋ ଦୁଇ ଜଣ ଆମେରିକୀୟ କୂଟନୀତିଜ୍ଞଙ୍କୁ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା।…

ଏସିଆନ ଗେମ୍ସ: ୧୦୦ ପଦକ ଜିତି ଇତିହାସ ରଚିଲା ଭାରତ

ହାଝଙ୍ଗୋ,୭।୧୦: ଏସିଆନ ଗେମ୍ସ ୨୦୨୩ରେ ଭାରତ ୧୦୦ ପଦକ ଜିତି ଇତିହାସ ସୃଷ୍ଟି କରିଛି। ଖବର ଲେଖିବା ପର୍ଯ୍ୟନ୍ତ, ଏଥିରେ ୨୫ ସ୍ବର୍ଣ୍ଣ ରହିଛି। ଫାଇନାଲରେ ଚାଇନାର ତାଇପେଇକୁ ପରାସ୍ତ କରି ଭାରତର ମହିଳା କବାଡି ଦଳ ସ୍ବର୍ଣ୍ଣ ଜିତି ଭାରତକୁ…

ସିଡବ୍ଲ୍ୟୁସି ରିପୋର୍ଟକୁ ଅଣଦେଖା ମହଙ୍ଗା ପଡ଼ିଲା

ନୂଆଦିଲ୍ଲୀ,୭ା୧୦: ସିକିମ୍‌ରେ ବାଦଲଫଟା ବର୍ଷା ସାଙ୍ଗକୁ ହିମ ହ୍ରଦ ମାଡ଼ିଆସିବାରୁ ଅଚାନକ ବନ୍ୟା ଆସି ୭ ଯବାନଙ୍କ ସମେତ ଅନୂ୍ୟନ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ହଜାର ହଜାର ଲୋକ ଫସିରହିଥିବାରୁ ସେନା ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବନ୍ୟାର ୩…

ଭର୍ଚୁଆଲ ଶୁଣାଣିକୁ ହାଇକୋର୍ଟ ମନା କରିପାରିବେନି: ସିଜେଆଇ

ନୂଆଦିଲ୍ଲୀ,୭ା୧୦: ଦେଶର ସମସ୍ତ ହାଇକୋର୍ଟ ଭର୍ଚୁଆଲ ଶୁଣାଣି ଜାରି ରଖିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର କହିବା ସହ ପ୍ରତ୍ୟେକ ବିଚାରପତି ପ୍ରଯୁକ୍ତିରେ ଦକ୍ଷ ହେବାକୁ ଦୋହରାଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଶୁଣାଣି ପାଇଁ ଭିଡିଓ କନ୍‌ଫରେନ୍ସିଂ ବ୍ୟବହାରକୁ ସମ୍ପୂର୍ଣ୍ଣ ବର୍ଜନ କରିଥିବା…

ଜାତିଗତ ସର୍ଭେ ତଥ୍ୟ ପ୍ରକାଶନରେ ରୋକ ଲଗାଇଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭ା୧୦: ବିହାର ସରକାର ଜାତିଗତ ସର୍ଭେ ତଥ୍ୟ ପ୍ରକାଶ କରିଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ଏନେଇ ପ୍ରଶ୍ନ ଉଠାଇଛନ୍ତି। ତେବେ ଜାତି ଜନଗଣନା ସମ୍ପର୍କିତ ଅଧିକ ତଥ୍ୟ ପ୍ରକାଶ କରିବା ଉପରେ ରୋକ୍‌ ଲଗାଇବାକୁ ସର୍ବୋଚ୍ଚ ଅଦାଲତ ମନା କରିଦେଇଛନ୍ତି। ଜାତି ଜନଗଣନା କରିବା…

ମୁମ୍ବାଇ ବିଲ୍ଡିଂରେ ନିଆଁ: ୭ ମୃତ, ୬୦ ଆହତ

ମୁମ୍ବାଇ,୭ା୧୦: ମୁମ୍ବାଇର ଗୋରେଗାଁଓ ଅଞ୍ଚଳରେ ଥିବା ଏକ ଆବାସିକ ଅଟ୍ଟାଳିକାରେ ଶୁକ୍ରବାର ଭୋର ସମୟରେ ନିଆଁଲାଗି ୨ ଶିଶୁଙ୍କ ସମେତ ୭ ଜଣ ପ୍ରାଣ ହରାଇଥିବାବେଳେ ୬୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।…

ମର୍ମନ୍ତୁଦ ଦୁର୍ଘଟଣା: ୧୮ ମୃତ, ୨୯ ଆହତ

ମେକ୍ସିକୋ ସିଟି,୭।୧୦: ମେକ୍ସିକୋରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭେନେଜୁଏଲା ଏବଂ ହୈତିର ପ୍ରବାସୀମାନଙ୍କୁ ନେଇ ଯାଉଥିବା ଏକ ବସ୍‌ ଓଲଟି ପଡିଛି। ଏହି ଦୁର୍ଘଟଣାରେ ଦୁଇ ମହିଳା ଏବଂ ତିନି ଶିଶୁଙ୍କ ସମେତ ମୋଟ ୧୮ ଜଣଙ୍କର ମୃତ୍ୟୁ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri